ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶରଦ ଯାଦବଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
January 12th, 11:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଶରଦ ଯାଦବଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ଡକ୍ଟର ଲୋହିଆଙ୍କ ଆଦର୍ଶରେ ସେ ଅତ୍ୟନ୍ତ ଅନୁପ୍ରାଣିତ ଥିଲେ ବୋଲି କହିଛନ୍ତି ।