West Bengal continues to suffer under corruption and “cut money” culture: PM Modi in Medinipur
April 19th, 11:30 am
In Medinipur rally, PM Modi contrasted India’s rapid progress with Bengal’s stagnation under TMC, citing corruption, unemployment and migration. Calling for a “loot-free Bengal,” he emphasised the need for change - “Paltaano Dorkar!” He also highlighted Bengal’s untapped fisheries potential, promising a “Blue Revolution”.TMC syndicates will be removed from mandis so that exploitation stops: PM Modi in Jhargram, West Bengal
April 19th, 11:20 am
Jhargram rally witnessed PM Modi raise concerns over infiltration and its impact on Bengal’s identity, while warning against pisive politics. He also exposed issues of high electricity bills and shortages, promising relief through clean and affordable energy under PM Surya Ghar. He further outlined key guarantees for farmers, tribals and youth, higher MSP, expanded welfare schemes, improved schools, healthcare and freedom from syndicate control.PM Modi’s enthusiastic rallies across West Bengal in Bishnupur, Purulia, Jhargram & Medinipur
April 19th, 11:00 am
PM Modi addressed massive and energetic public gatherings across Bishnupur, Purulia, Jhargram and Medinipur, delivering a strong and consistent message of women empowerment, development and decisive change in West Bengal.ମଧ୍ୟପ୍ରଦେଶର ଧାରଠାରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 11:20 am
ମଧ୍ୟ ପ୍ରଦେଶର ରାଜ୍ୟପାଳ ମଙ୍ଗୁଭାଇ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ମୋହନ ଯାଦବ ଜୀ, କେନ୍ଦ୍ରରେ ମୋର ସହଯୋଗୀ ଭଉଣୀ ସାବିତ୍ରୀ ଠାକୁର ଜୀ, ଦେଶର କୋଣ ଅନୁକୋଣରୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିଥିବା ସମସ୍ତ କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟମାନଙ୍କର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଗଣ, ମଞ୍ଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ ଏବଂ ଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମଧ୍ୟପ୍ରଦେଶର ଧାରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଧାରରେ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜ୍ଞାନର ଦେବୀ - ଧାର ଭୋଜଶାଳାର ପୂଜ୍ୟ ମାତା - ବାଗ୍ଦେବୀଙ୍କ ପାଦ ତଳେ ପ୍ରଣାମ କରିଥିଲେ। ଆଜି ଦିବ୍ୟ ସ୍ଥପତି , କୌଶଳ ଏବଂ ସୃଷ୍ଟିର ଦେବତା ଭଗବାନ ବିଶ୍ୱକର୍ମାଙ୍କ ଜନ୍ମବାର୍ଷିକୀ। ଏହା ସହିତ ପ୍ରଧାନମନ୍ତ୍ରୀ ଭଗବାନ ବିଶ୍ୱକର୍ମାଙ୍କ ପ୍ରତି ପ୍ରଣାମ ଜଣାଇ, କୋଟି କୋଟି ଭାଇଭଉଣୀଙ୍କୁ ମଧ୍ୟ ସମ୍ମାନ ଜଣାଇଥିଲେ । ଯେଉଁମାନେ ନିଜର କାରିଗରୀ ଏବଂ ସମର୍ପଣ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ନିୟୋଜିତ ଅଛନ୍ତି।ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।ଆମେ ରକ୍ତ ଶିକୁଳି ରୋଗ ବିଲୋପ ଦିଗରେ ଆମର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଉଛୁ: ପ୍ରଧାନମନ୍ତ୍ରୀ
June 19th, 12:55 pm
ଶକ୍ତ ଶିକୁଳି ବା ସିକଲ ସେଲ୍ ରୋଗକୁ ନିୟନ୍ତ୍ରଣ କରିବା ଦିଗରେ ତାଙ୍କ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ସିକଲ ସେଲ ଦିବସ ଅବସରରେ ଦୋହରାଇଛନ୍ତି।ପିଏମ-ଜନମନ ଅଧୀନରେ ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଜାରି କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 12:15 pm
ଶୁଭେଚ୍ଛା! ଉତ୍ତରାୟଣ, ମକର ସଂକ୍ରାନ୍ତି, ପୋଙ୍ଗଲ ଓ ବିହୁ ଭଳି ଉତ୍ସବ କୁ ନେଇ ଏବେ ସମଗ୍ର ଦେଶରେ ଉତ୍ସବର ବାତାବରଣ ରହିଛି। ଅନେକ ପର୍ବପର୍ବାଣୀର ଉତ୍ସାହ ଆମକୁ ଚତୁଃପାର୍ଶ୍ବରେ ଭରି ରହିଛି। ଆଜିର ଏହି କାର୍ଯ୍ୟକ୍ରମ ଉତ୍ସାହରେ ପରିପୂର୍ଣ୍ଣ ବହୁତ ଉଚ୍ଚକୋଟିର ଏବଂ ଜୀବନ୍ତ କରିଦେଇଛି। ଏହି ଅବସରରେ ଆପଣମାନଙ୍କ ସହ କଥାବାର୍ତ୍ତା କରିବା ମୋ ପାଇଁ ଏକ ଉତ୍ସବ ପରି ମନେ ହେଉଛି। ବର୍ତ୍ତମାନ ଅଯୋଧ୍ୟାରେ ପ୍ରତିଷ୍ଠା ଉତ୍ସବ ପାଳନ ହେଉଥିବା ବେଳେ ମୋ ପରିବାରର ଅଂଶ ଭାବରେ ବିବେଚିତ ଏକ ଲକ୍ଷ ଅତ୍ୟନ୍ତ ପଛୁଆ ଆଦିବାସୀ ଭାଇ ଭଉଣୀ ନିଜ ନିଜ ଘରେ ଖୁସିରେ ଉତ୍ସବ ପାଳନ କରୁଛନ୍ତି । ଏହା ମୋତେ ଅତ୍ୟନ୍ତ ଆନନ୍ଦ ଦେଉଛି। ଆଜି ସେମାନଙ୍କ ପକ୍କା ଘର ନିର୍ମାଣ ହେବା ପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଛି। ମୁଁ ଏହି ସମସ୍ତ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ସେମାନଙ୍କୁ ମକର ସଂକ୍ରାନ୍ତିର ଶୁଭକାମନା ଜଣାଉଛି। ଏହି ମହାନ ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ସୁଯୋଗ ମୋ ଜୀବନକୁ ବହୁତ ଆନନ୍ଦ ଆଣି ଦେଇଥାଏ।ପିଏମ୍ - ଜନମନ ଯୋଜନା ଅଧୀନରେ ୧ ଲକ୍ଷ ପିଏମଏୱାଇ (ଜି) ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ (ଜନମନ) ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ (ପିଏମଏୱାଇ - ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ୍ - ଜନମନର ହିତାଧିକାରୀ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।ମଧ୍ୟପ୍ରଦେଶର ସାଗର ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 12th, 04:42 pm
କାର୍ଯ୍ୟକ୍ରମରେ ଉପସ୍ଥିତ ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଚୌହାନ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଶ୍ରୀ ବିରେନ୍ଦ୍ର ଖଟୀକ ମହାଶୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ପ୍ରହ୍ଲାଦ ପଟେଲ ମହାଶୟ, ମଧ୍ୟପ୍ରଦେଶ ସରକାରଙ୍କର ମନ୍ତ୍ରୀଗଣ, ସମସ୍ତ ସାଂସଦ, ଭିନ୍ନ- ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପୂଜ୍ୟ ସନ୍ଥଗଣ ଆଉ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇମାନେ ଓ ଭଉଣୀମାନେ ।ମଧ୍ୟପ୍ରଦେଶର ସାଗରରେ ରାଷ୍ଟ୍ର ବିକାଶ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ
August 12th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ସାଗରରେ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଏହାକୁ ଦେଶ ପାଇଁ ଉତ୍ସର୍ଗୀକୃତ କରିଛନ୍ତି। 100 କୋଟିରୁ ଅଧିକ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ସନ୍ଥ ଶିରୋମଣି ଗୁରୁଦେବ ଶ୍ରୀ ରବିଦାସ ଜୀ ମେମୋରିଆଲର ମୂଳଦୁଆ ପକାଇବା, 1580 କୋଟିରୁ ଅଧିକ ବ୍ୟୟରେ ବିକଶିତ ହେବାକୁ ଥିବା ଦୁଇଟି ସଡକ ପ୍ରକଳ୍ପ ଏବଂ ଦେଶକୁ କୋଟା-ବିନା ରେଳ ମାର୍ଗର ଦୋହରୀକରଣ 2475 କୋଟିରୁ ଅଧିକ ମୂଲ୍ୟରେ ବିକଶିତ କରାଯାଇଛି ଓ ଦେଶ ପାଇଁ ଉତ୍ସର୍ଗ କରାଯାଇଛି।Centre's projects is benefitting Telangana's industry, tourism, youth: PM Modi
July 08th, 12:52 pm
Addressing a rally in Warangal, PM Modi emphasized the significant role of the state in the growth of the BJP. PM Modi emphasized the remarkable progress India has made in the past nine years, and said “Telangana, too, has reaped the benefits of this development. The state has witnessed a surge in investments, surpassing previous levels, which has resulted in numerous employment opportunities for the youth of Telangana.”PM Modi addresses a public meeting in Telangana’s Warangal
July 08th, 12:05 pm
Addressing a rally in Warangal, PM Modi emphasized the significant role of the state in the growth of the BJP. PM Modi emphasized the remarkable progress India has made in the past nine years, and said “Telangana, too, has reaped the benefits of this development. The state has witnessed a surge in investments, surpassing previous levels, which has resulted in numerous employment opportunities for the youth of Telangana.”Congress cannot breathe without corruption; Modi is guarantee of action against corruption: PM Modi in Raipur
July 07th, 12:00 pm
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.PM Modi campaigns in Raipur, Chhattisgarh
July 07th, 11:44 am
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.PM raises concern for sickle cell anaemia patients during visit to stem cell research centre at Kyoto University
August 31st, 10:34 am
PM raises concern for sickle cell anaemia patients during visit to stem cell research centre at Kyoto University