ଗୁଜରାଟର ସାନନ୍ଦରେ କେନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 31st, 01:05 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ଭାଇ ସଂଘଭି, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜ୍ୟ ମନ୍ତ୍ରୀ ଭାଇ ଅର୍ଜୁନ ମୋଧୱାଡିଆ ଜୀ, କେନ୍ସ ଏବଂ ଆଲଫା ଓମେଗା ସେମିକଣ୍ଡକ୍ଟରର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀ ଏବଂ ସଜ୍ଜନମାନେ ।ଗୁଜରାଟର ସାନନ୍ଦଠାରେ କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ କେନ୍ସ ଟେକ୍ନୋଲୋଜି ସେମିକଣ୍ଡକ୍ଟର ପ୍ଲାଣ୍ଟକୁ ଉଦ୍ଘାଟନ କରି କାରଖାନାରେ ଉତ୍ପାଦନର ଶୁଭାରମ୍ଭ କରିଛନ୍ତି। ଫେବୃଆରୀ ୨୮ ତାରିଖରେ ମାଇକ୍ରୋନ୍ ପ୍ଲାଣ୍ଟରେ ଉତ୍ପାଦନ ଆରମ୍ଭ ସମୟରେ ସେ ସାନନ୍ଦରେ ଉପସ୍ଥିତ ଥିଲେ। ଠିକ୍ ଗୋଟିଏ ମାସ ପରେ ସେ ଏହି ସ୍ଥାନକୁ କେନ୍ସ ହାସଲ କରିଥିବା ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଁ ପୁନର୍ବାର ଆସିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ, ଏହା କେବଳ ଏକ ସଂଯୋଗ ନୁହେଁ, ବରଂ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍ କେତେ ଦ୍ରୁତ ଗତିରେ ବିକଶିତ ହେଉଛି, ଏହା ତାହାର ପ୍ରମାଣ।”କଂଗ୍ରେସ ଆମର ବୀର ଯବାନଙ୍କ ଅପମାନ କରିଛନ୍ତି ,ସେମାନେ କୃଷକମାନଙ୍କ ପ୍ରତି ସମ୍ବେଦନଶୀଳ ନାହାନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
May 03rd, 01:17 pm
କର୍ଣ୍ଣାଟକର କଲବୁର୍ଗୀ ରେ ଏକ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଲେ ଯେ ରାଜ୍ୟରେ ନିର୍ବାଚନ କର୍ଣ୍ଣାଟକର ଭବିଷ୍ୟତ ନିର୍ଣ୍ଣୟ କରିବାକୁ ଯାଉଛି । '' ଏହା ମହିଳାଙ୍କ ସୁରକ୍ଷା ଏବଂ କୃଷକମାନଙ୍କ ହିତ ବିଷୟରେ । ମାନିନିଅନ୍ତୁ ,ଏହା କେବଳ ବିଧାୟମାନଙ୍କୁ ଚୟନ କରିବା ବିଷୟରେ ନାହିଁ ,ଏହା ତାହା ଉର୍ଦ୍ଧରେ ବୋଲି ପ୍ରଧାନମନ୍ତ୍ରୀ କହିଲେ ।Students from Stanford University call on PM
March 22nd, 06:50 pm