ଫିଜିର ପ୍ରଧାନମନ୍ତ୍ରୀ ସିଟିବେନି ରାବୁକାଙ୍କ ଭାରତ ଗସ୍ତର ପ୍ରଭାବ
August 25th, 01:58 pm
ଫିଜିରେ ଏକ ସୁପର-ସ୍ପେଶାଲିଟି ହସ୍ପିଟାଲର ଡିଜାଇନ୍, ନିର୍ମାଣ, କମିଶନିଂ, ପରିଚାଳନା ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ଏବଂ ଫିଜି ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ।ଭାରତ-ଫିଜି ମିଳିତ ବିବୃତ୍ତି: ଭେଲୋମଣି ବନ୍ଧୁତ୍ୱ ଭାବନାରେ ସହଭାଗୀତା
August 25th, 01:52 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ଫିଜି ଗଣରାଜ୍ୟର ମହାମାନ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ସିଟିବେନୀ ରାବୁକା ୨୪ ରୁ ୨୬ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ରାବୁକା, ଯିଏ ବର୍ତ୍ତମାନ ତାଙ୍କର ପ୍ରଥମ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି, ତାଙ୍କ ସହିତ ତାଙ୍କ ପତ୍ନୀ; ମହାମାନ୍ୟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ସେବା ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ଲାଲାବାଲାଭୁ; ଏବଂ ଫିଜି ଗଣରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଅଛନ୍ତି ।ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 25th, 12:30 pm
ସେହି ସମୟରେ, ଆମେ ଭାରତ - ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ ସହଯୋଗ ଫୋରମ୍, ଅର୍ଥାତ୍ 'ଫିପିକ' ଆରମ୍ଭ କରିଥିଲୁ। ସେହି ପଦକ୍ଷେପ କେବଳ ଭାରତ-ଫିଜି ସମ୍ପର୍କକୁ ନୁହେଁ ବରଂ ସମଗ୍ର ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ସହିତ ଆମର ସମ୍ପର୍କକୁ ଏକ ନୂତନ ଶକ୍ତି ଦେଇଛି। ଆଜି ପ୍ରଧାନମନ୍ତ୍ରୀ ରାବୁକାଜୀଙ୍କ ଏହି ଗସ୍ତ ସହିତ, ଆମେ ଆମର ପାରସ୍ପରିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡୁଛୁ।Prime Minister honoured with the highest civilian awards of Papua New Guinea, Fiji and Palau
May 22nd, 02:18 pm
Prime Minister Narendra Modi, during his historic visit to Papua New Guinea, was conferred with three prestigious civilian awards. He was conferred the ‘Grand Companion of the Order of Logohu’ by Papua New Guinea, ‘Companion of the Order of Fiji’ by Republic of Fiji and ‘Ebakl’ Award by Republic of Palau.ଫିଜି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ସିତିଭେନି ରାବୁକାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 24th, 05:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଜି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ସିତିଭେନି ରାବୁକାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।