ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
June 19th, 05:48 pm
19.06.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ଓ ୨୧ ଜୁନରେ ବିହାର, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଗସ୍ତ କରିବେ। ସେ ୨୦ ଜୁନରେ ବିହାରର ସିୱାନ ଗସ୍ତ କରିବେ ଏବଂ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ବିହାରରେ ବହୁମୁଖୀ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 15th, 12:01 pm
ସାଥୀଗଣ, ଆଜି ଯେଉଁ 4ଟି ଯୋଜନାଗୁଡିକର ଉଦଘାଟନ ହେଉଛି, ସେଥିରେ ପାଟନା ସହରର ବେଉରୁ ଏବଂ କରମ-ଲୀଚକମେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଳାଣ୍ଟ ବ୍ୟତୀତ ଅମୃତ ଯୋଜନା ଅଧୀନରେ ସୀୱାନ ଏବଂ ଛପରାରେ ଜଳ ସହିତ ଜଡିତ ପ୍ରକଳ୍ପଗୁଡିକ ମଧ୍ୟ ସାମିଲ ହୋଇଛି । ଏହା ସହିତ ମୁଙ୍ଗେର ଏବଂ ଜମାଲପୁରରେ ଜଳ ସଙ୍କଟକୁ ଦୂର କରିବା ଭଳି ଜଳ ଯୋଗାଣ ପରିଯୋଜନାଗୁଡିକ ଓ ମୁଜଫରପୁରରେ ନମାମୀ ଗଙ୍ଗେ ଅଧୀନରେ ରିଭର ଫ୍ରଣ୍ଟ ବିକାଶ ଯୋଜନାର ମଧ୍ୟ ଆଜି ଶିଳାନ୍ୟାସ କରାଯାଇଛି । ସହରୀ ଗରିବ, ସହରରେ ରହୁଥିବା ମଧ୍ୟମ ବର୍ଗର ସାଥୀମାନଙ୍କ ଜୀବନକୁ ସହଜ ଓ ସରଳ କରିବା ପାଇଁ ଏହି ନୂତନ ସୁବିଧାଗୁଡିକ ନିମନ୍ତେ ବହୁତ-ବହୁତ ଅଭିନନ୍ଦନ ।ବିହାରରେ ‘ନମାମି ଗଙ୍ଗେ’ ଓ ‘ଅମୃତ’ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରରେ କାର୍ଯ୍ୟକାରୀ ହେଉଥିବା ନମାମି ଗଙ୍ଗେ ଓ ଅମୃତ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଉଦ୍ଘାଟନ କରିଛନ୍ତି । ଆଜି ଉଦ୍ଘାଟିତ 4ଟି ପ୍ରକଳ୍ପରେ ରହିଛି ପାଟନା ସହରର ବେଉର ଓ କରମ-ଲିଛକ୍ର ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଏବଂ ଅମୃତ ଯୋଜନାରେ ସିୱାନ ଓ ଛାପ୍ରାର ଦୁଇଟି ଜଳପ୍ରକଳ୍ପ । ଏହାଛଡା ପ୍ରଧାନମନ୍ତ୍ରୀ ମୁଙ୍ଗେର ଏବଂ ଜମାଲପୁରରେ ଦୁଇଟି ଜଳଯୋଗାଣ ପ୍ରକଳ୍ପର ଶୁଭ ଦେଇଥିବାବେଳେ ମୁଜାଫରପୁରଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମରେ ଏକ ରିଭରଫ୍ରଣ୍ଟ ବିକାଶ ଯୋଜନାର ଶିଳାନ୍ୟାସ କରିଛନ୍ତି ।People of Bihar have lost faith in Mahaswarthbandhan: PM Modi in Bihar
October 26th, 05:05 pm