Prime Minister conferred with the highest national honour of the Slovak Republic - ''Order of the White Double Cross, 1st Class''
June 15th, 11:35 pm
In a special ceremony, Slovak Republic President Peter Pellegrini conferred upon PM Modi The Order of the White Double Cross (1st Class), the highest honour of Slovakia. Accepting the award, the PM noted that the honour was a tribute to the 1.4 billion people of India and to the enduring bonds of friendship between India and Slovakia.Prime Minister meets with the President of the Slovak Republic
June 15th, 11:33 pm
PM Modi met and interacted with Slovak Republic President Peter Pellegrini at the Presidential Palace in Bratislava. The two leaders welcomed the growing ties between the two countries and also discussed regional and global developments of mutual interest. They visited an art exhibition showcasing Varanasi’s rich culture and witnessed a yoga demonstration.ସ୍ଲୋଭାକିଆ ବିଜନେସ୍ ଲିଡର୍ସମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
June 15th, 09:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ଶ୍ରୀ ରୋବର୍ଟ ଫିକୋଙ୍କ ସହିତ, ରେଳ, ପ୍ରତିରକ୍ଷା, ଅଟୋମୋଟିଭସ୍, ଶକ୍ତି, ଆଇଟି, ସ୍ୱାସ୍ଥ୍ୟସେବା ସମେତ ବିଭିନ୍ନ କ୍ଷେତ୍ରରେ ସ୍ଲୋଭାକିଆର ପ୍ରମୁଖ ବ୍ୟବସାୟ ଏବଂ ଶିଳ୍ପ ନେତାମାନଙ୍କ ସହିତ ଆଲୋଚନା କରିଥିଲେ ।ଅଜଣା ସୈନିକଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ
June 15th, 06:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍ଲାଭାରେ ଥିବା ଅଜଣା ସୈନିକଙ୍କ ସମାଧିସ୍ଥଳରେ ସ୍ଲୋଭାକିଆର ଶହୀଦ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ
June 15th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଐତିହାସିକ ବ୍ରାଟିସ୍ଲାଭା ଦୁର୍ଗରେ ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ରବର୍ଟ ଫିକୋ ଭବ୍ୟ ସ୍ୱାଗତ କରିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।India-Slovakia Joint Statement
June 15th, 05:32 pm
At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.List of Outcomes during the visit of Hon’ble Prime Minister to Slovakia
June 15th, 05:17 pm
During PM Modi’s historic visit to Slovakia, India and Slovakia elevated their relationship to a Comprehensive Partnership and announced a wide-ranging set of outcomes across defence, digital technology, higher education, research, labour mobility, quantum communication, healthcare, tourism and culture. The two sides also agreed to establish a Joint Working Group on Counter Terrorism and a Consular Dialogue.ସ୍ଲୋଭାକିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
June 15th, 02:15 am
ପ୍ରଧାନମନ୍ତ୍ରୀ ମୋଦୀ ସ୍ଲୋଭାକିଆର ବ୍ରାଟିସ୍ଲାଭାରେ ପହଞ୍ଚିଛନ୍ତି ,ଭାରତ-ସ୍ଲୋଭାକିଆ ସମ୍ପର୍କର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ । ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା।ଫ୍ରାନ୍ସ ଏବଂ ସ୍ଲୋଭାକିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି
June 13th, 10:03 am
ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରନ ଏବଂ ସ୍ଲୋଭାକର ପ୍ରଧାନମନ୍ତ୍ରୀ ଶ୍ରୀ ରବର୍ଟ ଫିକୋଙ୍କ ନିମନ୍ତ୍ରଣରେ ମୁଁ ୧୩ରୁ ୧୮ ଜୁନ୍ ୨୦୨୬ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସ୍ଲୋଭାକ ଗସ୍ତ କରିବି ।Visit of Prime Minister to France and Slovakia (June 13-18, 2026)
June 09th, 07:20 pm
PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ପିଟର ପେଲେଗ୍ରୀନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ
February 20th, 09:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ୧୬ ରୁ ୨୦ ଫେବୃଆରୀ ପର୍ଯ୍ୟନ୍ତ ଚାଲିଥିବା ଭାରତ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି । ଏହା ଦୁଇ ନେତାଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ ଥିଲା ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋମାନିଆର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନିକୋଲା-ଆଇଓନେଲ ସିୟୁକାଙ୍କ ସହିତ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି
February 28th, 09:48 pm
ପ୍ରଧାନମନ୍ତ୍ରୀ ୟୁକ୍ରେନରୁ ଭାରତୀୟ ନାଗରିକଙ୍କୁ ସ୍ଥାନାନ୍ତର କରିବାରେ ସ୍ଲୋଭାକ ରିପବ୍ଲିକ ଦ୍ୱାରା ପ୍ରଦାନ କରାଯାଇଥିବା ସହାୟତା ଏବଂ ଭାରତରୁ ସ୍ୱତନ୍ତ୍ର ବିମାନ ଉଡ଼ାଣ ପାଇଁ ଅନୁମତି ଦେଇଥିବାରୁ ଶ୍ରୀ ଏଡୁଆର୍ଡ ହେଗର୍ଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆସନ୍ତା କିଛି ଦିନ ପାଇଁ ସ୍ଲୋଭାକ ରିପବ୍ଲିକ ନିରନ୍ତର ସହାୟତା ଜାରି ରଖିବାକୁ ସେ ଅନୁରୋଧ କରିବା ସହିତ ବିବାଦୀୟ ଅଞ୍ଚଳରୁ ଅନ୍ୟ ନାଗରିକଙ୍କୁ ସ୍ଥାନାନ୍ତର କରିବା ପାଇଁ ଭାରତ ମଧ୍ୟ ପଦକ୍ଷେପ ଗ୍ରହଣ କରିଥିବା କହିଛନ୍ତି ।ଲକ୍ଷ୍ନୌଠାରେ ଉତ୍ତରପ୍ରଦେଶ ନିବେଶକ ଶିଖର ସମ୍ମିଳନୀକୁ ଫେବୃଆରୀ 21 ରେ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
February 20th, 07:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ଲକ୍ଷ୍ନୌଠାରେ ଆରମ୍ଭ ହେଉଥିବା ଦୁଇଦିନିଆ ଉତ୍ତରପ୍ରଦେଶ ନିବେଶକ ଶିଖର ସମ୍ମିଳନୀ-2018 କୁ ଉଦ୍ଘାଟନ କରିବେ । ଏଥିରେ ଶ୍ରୀ ରାଜନାଥ ସିଂହ, ଶ୍ରୀ ଅରୁଣ ଜେଟଲୀ, ଶ୍ରୀମତୀ ନିର୍ମଳା ସିତାରମଣ, ଶ୍ରୀ ନିତିନ ଗଡକରୀ, ଶ୍ରୀ ସୁରେଶ ପ୍ରଭୁ, ଶ୍ରୀମତୀ ସ୍ମୃତି ଇରାନୀ, ଶ୍ରୀ ରବି ଶଙ୍କର ପ୍ରସାଦ, ଡ. ହର୍ଷବର୍ଦ୍ଧନ, ଶ୍ରୀ ଭି.କେ.ସିଂହ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ କେନ୍ଦ୍ର ମନ୍ତ୍ରୀ ଅଂଶଗ୍ରହଣ କରିବେ । ସେମାନେ ଏହି ସମ୍ମିଳନୀର ପୃଥକ ପୃଥକ ଅଧିବେଶନରେ ଅଧ୍ୟକ୍ଷତା କରି ରାଜ୍ୟକୁ ପୁଂଜି ନିବେଶକାରୀମାନଙ୍କୁ ଆକୃଷ୍ଟ କରିବେ । ପ୍ରଧାନମନ୍ତ୍ରୀ ଫେବୃଆରୀ 21 ରେ ଏହି ସମ୍ମିଳନୀକୁ ଉଦ୍ଘାଟନ କରୁଥିବାବେଳେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ସମ୍ମିଳନୀର ଉଦ୍ଯାପନୀ ଅଧିବେଶନରେ ଯୋଗ ଦେବେ ।