The whole country is proud of you and watching you with admiration: PM Modi says to Women’s World Cup Champions
November 06th, 10:15 am
During his interaction with Women’s World Cup 2025 champions, PM Modi said they had truly accomplished something remarkable. The PM acknowledged the recurring challenges they faced and praised their courage and ability to instill confidence in others despite adversity. He encouraged them to advocate for Fit India and expressed his joy at having had the opportunity to interact with them.ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗରେ ଆଇସିସି ମହିଳା ବିଶ୍ୱକପ ୨୦୨୫ ଚାମ୍ପିଅନ୍ ଦଳ ସହିତ ଆଲୋଚନା କରିଥିଲେ। ଭାରତୀୟ ଦଳ ଗତ ୨ ନଭେମ୍ବର, ୨୦୨୫ ରବିବାର ଦିନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଫାଇନାଲରେ ବିଜୟୀ ହୋଇଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ଦିନଟି ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ, କାରଣ ଏହି ଗୋଟିଏ ଦିନରେ ଉଭୟ ଦେବ ଦୀପାବଳି ଏବଂ ଗୁରୁ ପରବ ଉଭୟ ପାଳନ କରାଯାଉଛି। ସେ ଉପସ୍ଥିତ ସମସ୍ତଙ୍କୁ ତାଙ୍କର ଶୁଭେଚ୍ଛା ମଧ୍ୟ ଜଣାଇଥିଲେ।