ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 07th, 08:14 pm

ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ରାଷ୍ଟ୍ରପତିଙ୍କୁ ଅପମାନିତ କରାଯିବା ଏବଂ ସାନ୍ତାଳ ସଂସ୍କୃତି ପ୍ରତି ଅବହେଳା ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି।

ଜୋର୍ଡାନର ରାଜାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 02nd, 09:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୋର୍ଡାନର ମହାମହିମ ରାଜା ଦ୍ୱିତୀୟ ଅବଦୁଲ୍ଲାଙ୍କ ସହ କଥା ହୋଇଥିଲେ।

୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 22nd, 02:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

Prime Minister condoles the passing of Smt Pramila Tai Medhe ji

July 31st, 07:28 pm

Prime Minister Shri Narendra Modi today condoled the passing of Smt. Pramila Tai Medhe, the Pramukh Sanchalika of the Rashtra Sevika Samiti. The Prime Minister emphasized that her exemplary life stands as a beacon of inspiration for generations to come, particularly in the pursuit of inclusive social development and empowerment of women.