The Dehradun-Delhi Economic Corridor will transform the entire region: PM Modi in Uttarakhand
April 14th, 01:25 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.Prime Minister Shri Narendra Modi inaugurates Delhi–Dehradun Economic Corridor
April 14th, 01:20 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.From Panchayat to Parliament, PM Modi outlines roadmap for women’s leadership at Nari Shakti Vandan Sammelan
April 13th, 11:15 am
In his address at the Nari Shakti Vandan Sammelan, PM Modi said the Nari Shakti Vandan Act must be implemented on time. Highlighting the critical role of women in the Viksit Bharat journey, the Prime Minister expressed satisfaction that his government has created schemes for every stage of women's life cycle. He also urged women to take the discussions from the programme to every village in the country.‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 13th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଦୃଢ଼ତାର ସହ କହିଛନ୍ତି, ‘‘ଭାରତ ଏକବିଂଶ ଶତାବ୍ଦୀର ସବୁଠାରୁ ବଡ଼ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ନେବାକୁ ଯାଉଛି, ଏହା ନାରୀ ଶକ୍ତି ପାଇଁ ଉତ୍ସର୍ଗୀକୃତ ।’’ବାବୁ ଜଗଜୀବନ ରାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
April 05th, 09:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Prime Minister pays tributes to former CM of Tamil Nadu, J. Jayalalithaa ji
February 24th, 09:33 am
On the birth anniversary of former Tamil Nadu CM J. Jayalalithaa, PM Modi paid rich tributes to her and lauded her as an outstanding administrator. He noted that Jayalalithaa ji championed welfare-driven governance with a steadfast focus on women’s empowerment, social justice and inclusive development. The PM also shared what he had said about her in this month’s #MannKiBaat programme.Cabinet approves continuation of Atal Pension Yojana (APY) till 2030-31
January 21st, 12:14 pm
The Union Cabinet chaired by PM Modi, today approved the continuation of Atal Pension Yojana (APY) up to FY 2030-31 along with extension of funding support for promotional and developmental activities and gap funding. This will ensure old-age income security for millions of low-income and unorganised sector workers, strengthening the Viksit Bharat @2047 vision by providing sustainable social security.ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।Bihar doesn't need ‘Katta Sarkar’: PM Modi in Sitamarhi
November 08th, 11:15 am
PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.Unstoppable wave of support as PM Modi addresses rallies in Sitamarhi and Bettiah, Bihar
November 08th, 11:00 am
PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କ ଗୁରୁ ପୂଜା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 30th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରମପୂଜ୍ୟ ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କର ଗୁରୁ ପୂଜାର ପବିତ୍ର ଅବସରରେ ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
October 11th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କୁ ଭାରତର ସର୍ବଶ୍ରେଷ୍ଠ ଅନ୍ତରାତ୍ମାର ନିର୍ଭୀକ ସ୍ୱର ଏବଂ ଗଣତନ୍ତ୍ର ଓ ସାମାଜିକ ନ୍ୟାୟର ନିରନ୍ତର ଚାମ୍ପିଅନ ଭାବେ ବର୍ଣ୍ଣନା କରିଥିଲେ ।ମହାତ୍ମା ଆୟାଙ୍କାଲିଙ୍କର ଜୟନ୍ତୀରେ ତାଙ୍କୁ ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
August 28th, 03:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଆୟାଙ୍କାଲିଙ୍କର ଜୟନ୍ତୀ ଅବସରରେ ତାଙ୍କୁ ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ତାଙ୍କୁ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣର ଜଣେ ସ୍ଥାୟୀ ପ୍ରତୀକ ଭାବରେ ମନେ ପକାଇଛନ୍ତି । ଶ୍ରୀ ମୋଦୀ ଶିକ୍ଷା ଏବଂ ସମାନତା ପ୍ରତି ମହାତ୍ମା ଆୟାଙ୍କାଲିଙ୍କ ଅଟଳ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି । ତାଙ୍କର ଐତିହ୍ୟ ସମାବେଶୀମୂଳକ ପ୍ରଗତି ଆଡକୁ ଦେଶର ସାମୂହିକ ଯାତ୍ରାକୁ ପ୍ରେରଣା ଦେଇ ଆସୁଛି ।ଥିରୁ କେ. କାମରାଜଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
July 15th, 10:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ କେ. କାମରାଜଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଥିରୁ କାମରାଜଙ୍କ ମହାନ ଆଦର୍ଶ ଏବଂ ସାମାଜିକ ନ୍ୟାୟ ଉପରେ ଗୁରୁତ୍ୱ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଏ ବୋଲି ସେ କହିଛନ୍ତି ।ପ୍ରଧାନମନ୍ତ୍ରୀ ଏକ୍ରାରେ ନକୃହ୍ମା ମେମୋରିଆଲ ପାର୍କରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ
July 03rd, 03:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘାନାର ଏକ୍ରା ଠାରେ ନକୃହ୍ମା ମେମୋରିଆଲ ପାର୍କ ଗସ୍ତ କରିଛନ୍ତି । ସେଠାରେ ସେ ଘାନାର ସଂସ୍ଥାପକ ରାଷ୍ରପତି ତଥା ଆଫ୍ରିକୀ ସ୍ୱତନ୍ତ୍ରତା ଆନେ୍ଦାଳନର ଜଣେ ପ୍ରତିଷ୍ଠିତ ଅଗ୍ରଣୀ ଡା. କ୍ୱାମି ନକୃହ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ତାଙ୍କ ସହିତ ଘାନାର ଉପରାଷ୍ଟ୍ରପତି ମହାମହିମ ପ୍ରଫେସର ନାନା ଜାନେ ଓପୋକୁ-ଅଗ୍ୟମଙ୍ଗ ମଧ୍ୟ ଗସ୍ତରେ ଥିଲେ । ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ରତା, ଏକତା ଓ ସାମାଜିକ ନ୍ୟାୟ ପାଇଁ ଡା. ନକୃହ୍ମାଙ୍କ ଅସୀମ ଯୋଗଦାନର ସମ୍ମାନରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ କିଛି ସମୟ ନିରବ ପ୍ରାର୍ଥନା କରିଥିଲେ ।Prime Minister pays tributes to Dr Ram Manohar Lohia on his birth anniversary
March 23rd, 09:02 am
The Prime Minister, Shri Narendra Modi has paid tributes to Dr Ram Manohar Lohia on his birth anniversary, remembering him as a visionary leader, a fierce freedom fighter, and an icon of social justice.ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 08:15 pm
ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।