The commissioning of INS Agray, INS Dunagiri and INS Sanshodhak is a reflection of India's increasing self-reliance: PM Modi in Kolkata
June 21st, 12:51 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.ସନ୍ଥଗୁରୁ ରବିଦାସଙ୍କ ୬୪୯ତମ ଜୟନ୍ତୀ ଅବସରରେ ୧ ଫେବୃଆରୀରେ ପଞ୍ଜାବ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 31st, 10:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧ ଫେବୃଆରୀ ୨୦୨୬ରେ ପଞ୍ଜାବ ଗସ୍ତ କରିବେ । ଦିନ ପ୍ରାୟ ୩:୪୫ ସମୟରେ, ପ୍ରଧାନମନ୍ତ୍ରୀ ଆଦମପୁର ବିମାନବନ୍ଦର ପରିଦର୍ଶନ କରି ବିମାନବନ୍ଦରର ନୂତନ ନାମ ‘ଶ୍ରୀ ଗୁରୁ ରବିଦାସ ଜୀ ବିମାନବନ୍ଦର, ଆଦମପୁର’ ଘୋଷଣା କରିବେ । ସେ ପଞ୍ଜାବର ଲୁଧିଆନା ସ୍ଥିତ ହଲୱାରା ବିମାନବନ୍ଦରରେ ଟର୍ମିନାଲ କୋଠା ମଧ୍ୟ ଉଦ୍ଘାଟନ କରିବେ ।ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 04th, 01:00 pm
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 04th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।ଶ୍ରୀ ନାରାୟଣଙ୍କ ଜୟନ୍ତୀରେ, ତାଙ୍କ ଦୃଷ୍ଟିକୋଣକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
September 07th, 04:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ନାରାୟଣଙ୍କ ଜୟନ୍ତୀଅବସରରେ ତାଙ୍କ ଦୃଷ୍ଟିକୋଣ ଏବଂ ଆମ ସାମାଜିକ ତଥା ଆଧ୍ୟାତ୍ମିକପରିଦୃଶ୍ୟ ଉପରେ ଏହାର ପ୍ରଭାବକୁ ସ୍ମରଣ କରିଛନ୍ତି । ଶ୍ରୀ ମୋଦୀକହିଛନ୍ତି, “ସମାନତା, କରୁଣା ଏବଂ ବିଶ୍ୱ ଭ୍ରାତୃତ୍ୱର ତାଙ୍କର ଶିକ୍ଷାବ୍ୟାପକ ଭାବରେ ପ୍ରତିଫଳିତ ହୋଇଥାଏ ।”୭୭ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 02:14 pm
ମୋର ପ୍ରିୟ ୧୪୦ କୋଟି ପରିବାର ସଦସ୍ୟ, ଆମେ ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଉଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିକୋଣରୁ ମଧ୍ୟ ଆମେ ବିଶ୍ୱରେ ଏକ ନମ୍ବର । ଏତେ ବଡ଼ ଦେଶ, ୧୪୦ କୋଟି ଦେଶବାସୀ, ଭାଇ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ୱାଧୀନତାର ପର୍ବ ପାଳନ କରୁଛନ୍ତି। ସ୍ୱାଧୀନତାର ଏହି ମହାନ ତଥା ପବିତ୍ର ପର୍ବରେ ଭାରତକୁ ଭଲ ପାଉଥିବା, ଭାରତକୁ ସମ୍ମାନ ଦେଉଥିବା, ଭାରତ ପାଇଁ ଗର୍ବିତ ଥିବା କୋଟି କୋଟି ଲୋକଙ୍କୁ ମୁଁ ଅନେକ ଶୁଭେଚ୍ଛା ଜଣାଉଛି ।India Celebrates 77th Independence Day
August 15th, 09:46 am
On the occasion of India's 77th year of Independence, PM Modi addressed the nation from the Red Fort. He highlighted India's rich historical and cultural significance and projected India's endeavour to march towards the AmritKaal. He also spoke on India's rise in world affairs and how India's economic resurgence has served as a pole of overall global stability and resilient supply chains. PM Modi elaborated on the robust reforms and initiatives that have been undertaken over the past 9 years to promote India's stature in the world.୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
August 15th, 07:00 am
ବିଶ୍ବର ସବୁଠୁ ବଡ଼ ଗଣତନ୍ତ୍ର ଏବଂ ବର୍ତ୍ତମାନ ଅନେକ ଲୋକ ମତ ଦେଇଛନ୍ତି ଯେ ଜନସଂଖ୍ୟା ଦୃଷ୍ଟିରୁ ଆମେ ବିଶ୍ବରେ ଏକ ନମ୍ବରରେ ରହିଛୁ। ଏତେ ବଡ଼ ବିଶାଳ ଦେଶ, ୧୪୦ କୋଟି ଦେଶ, ମୋ ଭାଇ ଓ ଭଉଣୀ, ମୋ ପରିବାର ସଦସ୍ୟ ଆଜି ସ୍ବାଧୀନତାର ପର୍ବ ପାଳନ କରୁଛନ୍ତି। ମୁଁ ଦେଶର କୋଟି କୋଟି ଜନସାଧାରଣଙ୍କୁ, ଦେଶ ତଥା ବିଶ୍ବର କୋଟି କୋଟି ଜନତା, ବିଶ୍ବରେ ଯେଉଁମାନେ ଭାରତକୁ ଭଲପାଆନ୍ତି, ଯେଉଁମାନେ ଭାରତକୁ ସମ୍ମାନ କରନ୍ତି, ଭାରତକୁ ଗୌରବ ଆଣିଦେଇ କୋଟି କୋଟି ଜନସାଧାରଣଙ୍କୁ ସ୍ବାଧୀନତାର ଏହି ମହାନ ପବିତ୍ର ପର୍ବର ଅନେକ ଅନେକ ଶୁଭକାମନା ଜଣାଉଛି।BJP Govt in UP means control over Dangaraaj, Mafiaraaj, Gundaraaj: PM Modi in Sitapur
February 16th, 03:46 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”PM Modi addresses public meeting in Sitapur, Uttar Pradesh
February 16th, 03:45 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”'ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର’ କାର୍ଯ୍ୟକ୍ରମର ଜାତୀୟ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଉଦ୍ବୋଧନ
January 20th, 10:31 am
କାର୍ଯ୍ୟକ୍ରମରେ ଆମ ସହ ଆଜି ଏଠାରେ ଉପସ୍ଥିତ ଥିବା ଲୋକସଭାର ଅଧ୍ୟକ୍ଷ ଶ୍ରୀ ଓମ୍ ବିରଳା ଜୀ, ରାଜସ୍ଥାନର ରାଜ୍ୟପାଳ ଶ୍ରୀ କଲରାଜ ମିଶ୍ର ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ଅଶୋକ ଗେହଲଟଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଶ୍ରୀ କିଶନ ରେଡ୍ଡୀଜ ଜୀ, ଭୂପେନ୍ଦର ଯାଦବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ପୁରୁଷୋତ୍ତମ ରୂପାଲା ଜୀ, ଏବଂ ଶ୍ରୀ କୈଳାଶ ଚୌଧୁରୀ ଜୀ, ରାଜସ୍ଥାନ ବିଧାନସଭାର ବିରୋଧୀ ଦଳ ନେତା ଶ୍ରୀ ଗୁଲାବଚନ୍ଦ କଟାରିୟା ଜୀ, ବ୍ରହ୍ମାକୁମାରୀମାନଙ୍କ କାର୍ଯ୍ୟକାରୀ ସଂପାଦକ ରାଜଯୋଗୀ ମୃତ୍ୟୁଞ୍ଜୟ ଜୀ, ରାଜଯୋଗିନୀ ଭଉଣୀ ମୋହିନୀ ଜୀ, ଭଉଣୀ ଚନ୍ଦ୍ରିକା ଜୀ, ବ୍ରହ୍ମାକୁମାରୀ ସଂଗଠନର ଅନ୍ୟ ସମସ୍ତ ଭଉଣୀ, ଏବଂ ସଜ୍ଜନମଣ୍ଡଳୀ ତଥା ଏଠାରେ ଉପସ୍ଥିତ ଥିବା ସକଳ ସାଧକ- ସାଧିକାବୃନ୍ଦ!ଜାତୀୟ ସ୍ତରରେ ‘ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର୍’ ସମାରୋହର ଶୁଭାରମ୍ଭ ଅବସରରେ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ
January 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ସ୍ତରରେ ‘ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର୍’ ସମାରୋହର ଶୁଭାରମ୍ଭ ଅବସରରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ସେ ମଧ୍ୟ ବ୍ରହ୍ମା କୁମାରିଜ୍ ସଂସ୍ଥାର ସାତଟି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜସ୍ଥାନ ରାଜ୍ୟପାଳ ଶ୍ରୀ କଲରାଜ ମିଶ୍ରା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଅଶୋକ ଗେହଲଟ, ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷନ ରେଡ୍ଡୀ, ଶ୍ରୀ ଭୂପେନ୍ଦର ଯାଦବ, ଶ୍ରୀ ଅର୍ଜ୍ଜୁନ ରାମ ମେଘୱାଲ, ଶ୍ରୀ ପୁରୁଷୋତ୍ତମ ରୂପାଲା ଏବଂ ଶ୍ରୀ କୈଳାସ ଚୌଧୁରୀ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ ।ସର୍ଦ୍ଦାର ଭବନର ଲୋକାର୍ପଣ ଏବଂ ସର୍ଦ୍ଦାରଧାମ ଫେଜ- IIର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 11th, 11:01 am
କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ବିଜୟ ଭାଇ ରୂପାଣୀ ମହାଶୟ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ନୀତିନ ଭାଇ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସାଥୀ ଶ୍ରୀ ପୁରୁଷୋତମ ରୂପାଲା ମହାଶୟ, ଶ୍ରୀ ମନସୁଖଭାଇ ମାଣ୍ଡଭ୍ୟ ମହାଶୟ, ଭଉଣୀ ଅନୁପ୍ରିୟା ପଟେଲ ମହାଶୟା, ଲୋକସଭାରେ ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଜନତାପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସି. ଆର ପାଟିଲ ମହାଶୟ, ଗୁଜରାଟ ସରକାରର ସମସ୍ତ ମନ୍ତ୍ରୀଗଣ, ଏଠାରେ ଉପସ୍ଥିତ ସମସ୍ତ ସହଯୋଗୀ ସାଂସଦ ସାଥୀ, ଗୁଜରାଟର ବିଧାୟକଗଣ, ସର୍ଦ୍ଦାର ଧାମର ସମସ୍ତ ଟ୍ରଷ୍ଟି, ମୋର ମିତ୍ର ଭାଇ ଶ୍ରୀ ଗାଗଜୀ ଭାଇ, ଟ୍ରଷ୍ଟ୍ରର ସମସ୍ତ ସମ୍ମାନିତ ସଦସ୍ୟଗଣ, ଏହି ପବିତ୍ର କାର୍ଯ୍ୟକୁ ଆଗେଇ ନେବାରେ ନିଜର ଯୋଗଦାନ ଦେଇଥିବା ସମସ୍ତ ସାଥୀ, ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୁମି ପୂଜନ କରିଛନ୍ତି
September 11th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାରଧାମ ଭବନର ଲୋକାର୍ପଣ ଏବଂ ଦ୍ୱିତୀୟ ପର୍ଯ୍ୟାୟ ସର୍ଦ୍ଦାରଧାମ କନ୍ୟା ଛାତ୍ରାଳୟର ଭୂମିପୂଜନ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିଥିଲେ । ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
August 23rd, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନାରାୟଣ ଗୁରୁଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ସନ୍ଥ କବୀର ଦାସ ଜୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
June 24th, 03:22 pm
ସନ୍ଥ କବୀର ଦାସ ଜୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 09th, 12:18 pm
କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଲୋକସଭା ସାଂସଦ ତଥା ସଂସଦୀୟ ଜୀବନରେ ଜଣେ ଉତ୍ତମ ସାଂସଦ ଭାବେ କାମ କରି ଅନ୍ୟମାନଙ୍କ ପାଇଁ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିଥିବା ଭାଇ ଭର୍ତ୍ତୃହରି ମହତାବ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ୟ ବରିଷ୍ଠ ମହାନୁଭବ, ଭାଇ ଓ ଭଉଣୀମାନେ! ମୋ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ମୋତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହାତାବ ଜୀଙ୍କ ସହ ଜଡ଼ିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ଅବସର ମିଳିଛି। ପାଖାପାଖି ଦେଢ଼ ବର୍ଷ ପୂର୍ବେ ଆମେ ସମସ୍ତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବ ଜୀଙ୍କ 120ତମ ଜୟନ୍ତୀକୁ ଏକ ବହୁତ ବଡ଼ ପ୍ରେରଣାର ଅବସର ରୂପରେ ପାଳନ କରିଥିଲୁ। ଆଜି ଆମେ ତାଙ୍କ ପ୍ରସିଦ୍ଧ ପୁସ୍ତକ “ଓଡ଼ିଶା ଇତିହାସ”ର ହିନ୍ଦୀ ସଂସ୍କରଣକୁ ଲୋକାର୍ପଣ କରୁଛୁ। ଓଡ଼ିଶାର ବ୍ୟାପକ ଏବଂ ବିବିଧତାପୂର୍ଣ୍ଣ ଇତିହାସ ଦେଶର ଲୋକମାନଙ୍କ ନିକଟରେ ପହଞ୍ଚୁ, ଏହା ଅତ୍ୟନ୍ତ ଆବଶ୍ୟକ। ଓଡ଼ିଆ ଓ ଇଂରାଜୀ ପରେ ହିନ୍ଦୀ ସଂସ୍କରଣ ଜରିଆରେ ଆପଣମାନେ ଏହି ଆବଶ୍ୟକତାକୁ ପୂରଣ କରିଛନ୍ତି। ମୁଁ ଏହି ଅଭିନବ ପ୍ରୟାସ ପାଇଁ ଭାଇ ଭର୍ତ୍ତୃହରି ମହତାବ, ହରେକୃଷ୍ଣ ମହତାବ ଫାଉଣ୍ଡେସନ ଓ ବିଶେଷ କରି ଶଙ୍କରଲାଲ ପୁରୋହିତଙ୍କୁ ଧନ୍ୟବାଦ ଜଣାଉଛି ଏବଂ ହାର୍ଦ୍ଦିକ ଶୁଭକାମନା ମଧ୍ୟ ଜ୍ଞାପନ କରୁଛି।ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶା ଇତିହାସର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚି
April 09th, 12:17 pm
ଉତ୍କଳ କେଶରୀ ଡକ୍ଟର ହରକେୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶାର ଇତିହାସର ହିନ୍ଦୀ ଅନୁବାଦ ଓ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ ଏହି ପୁସ୍ତକକୁ ଶ୍ରୀ ଶଙ୍କରଲାଲ ପୁରୋହିତ ହିନ୍ଦୀରେ ଅନୁବାଦ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ଥିଲେ ।ଶ୍ରୀ ଗୁରୁ ତେଗ୍ ବାହାଦୂର ଜୀଙ୍କର 400 ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ)କୁ ସ୍ମରଣୀୟ କରିବା ପାଇଁ ଉଚ୍ଚ ସ୍ତରୀୟ କମିଟି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
April 08th, 01:31 pm
କମିଟିର ସମସ୍ତ ସମ୍ମାନୀତ ସଦସ୍ୟଗଣ ଏବଂ ସାଥୀଗଣ! ଗୁରୁ ତେଗ୍ ବାହାଦୂର ଜୀଙ୍କର ଚାରିଶହ ପ୍ରକାଶ ପର୍ବର ଏହି ଅବସର ହେଉଛି ମଧ୍ୟ ଏକ ଆଧ୍ୟାତ୍ମିକ ସୌଭାଗ୍ୟ ମଧ୍ୟ ଏବଂ ହେଉଛି ଏକ ଜାତୀୟ କର୍ତ୍ତବ୍ୟ ମଧ୍ୟ । ଏଥିରେ ଆମେ ନିଜର କିଛି ଯୋଗଦାନ କରିପାରିବା, ଏହି ଗୁରୁକୃପା ଆମ ସମସ୍ତଙ୍କ ଉପରେ ହୋଇଛି । ମୁଁ ଖୁସି ଯେ ଆମେ ସମସ୍ତେ ଦେଶର ସମସ୍ତ ନାଗରିକଙ୍କୁ ସାଙ୍ଗରେ ନେଇ ଏହି ପ୍ରୟାସକୁ ଆଗେଇ ନେଉଛୁ ।