Assam’s progress is giving new momentum to entire Northeast: PM Modi in Guwahati

March 13th, 05:30 pm

PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.

PM Modi launches various development works in Guwahati, Assam

March 13th, 05:00 pm

PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.

List of Outcomes: Official visit of the Prime Minister to Malaysia

February 08th, 11:05 am

The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 08th, 08:35 am

ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।

India Malaysia Joint Statement on the occasion of the Official visit by Prime minister of India to Malaysia

February 08th, 08:30 am

At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.

ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 19th, 11:00 am

ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି

November 19th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।

Monsoon Session is a symbol of India’s rising stature, and democratic strength: PM Modi

July 21st, 10:30 am

PM Modi has addressed the media during the commencement of the Monsoon Session of Parliament. In his remarks, he touched upon the horrific Pahalgam massacre and lauded the unified voice of India’s political leadership in exposing Pakistan’s role. The PM also noted the global recognition of Digital India, particularly UPI. He affirmed that Naxalism and Maoism are on the decline and also hailed the success of Operation Sindoor.

ମୌସୁମୀ ଅଧିବେଶନ ୨୦୨୫ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

July 21st, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୌସୁମୀ ଅଧିବେଶନ ୨୦୨୫ ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ମୌସୁମୀ ଅଧିବେଶନକୁ ସମସ୍ତଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୌସୁମୀ ନବସୃଜନ ଏବଂ ନବୀକରଣର ପ୍ରତୀକ। ସେ ଏହା ମଧ୍ୟ କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନର ପାଣିପାଗ ପରିସ୍ଥିତି ଅନୁକୂଳ ହେଉଛି ଯାହା କୃଷି ପାଇଁ ସମାନ ଭାବରେ ଲାଭଦାୟକ। ସେ କହିଥିଲେ ଯେ ବୃଷ୍ଟିପାତ କେବଳ ଗ୍ରାମୀଣ ଅର୍ଥନୀତି ଏବଂ ଦେଶର ସାମଗ୍ରିକ ଅର୍ଥନୈତିକ ଗଠନରେ ନୁହେଁ ବରଂ ପ୍ରତ୍ୟେକ ପରିବାରର ଆର୍ଥିକ କଲ୍ୟାଣରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଶ୍ରୀ ମୋଦୀ କହିଛନ୍ତି ଯେ ବର୍ତ୍ତମାନର ସୂଚନା ଆଧାରରେ, ଗତ ଦଶ ବର୍ଷ ତୁଳନାରେ ଚଳିତ ବର୍ଷ ଜଳଭଣ୍ଡାରର ସ୍ତର ତିନି ଗୁଣ ବୃଦ୍ଧି ପାଇଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଏହି ବୃଦ୍ଧି ଆଗାମୀ ଦିନରେ ଭାରତର ଅର୍ଥନୀତିକୁ ଯଥେଷ୍ଟ ଲାଭ ଦେବ।

India and Trinidad & Tobago share a relationship rooted in centuries-old bonds: PM Modi in Parliament of Trinidad & Tobago

July 04th, 09:30 pm

At the invitation of the President of the Senate, H.E. Wade Mark and the Speaker of the House, H.E. Jagdeo Singh, Prime Minister Shri Narendra Modi today addressed the Joint Assembly of the Parliament of Trinidad & Tobago [T&T]. He is the first Prime Minister from India to address the T&T Parliament and the occasion marked a milestone in India-Trinidad & Tobago bilateral relations.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଓ ଟୋବାଗୋ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କଲେ

July 04th, 09:00 pm

ସିନେଟ ପ୍ରେସିଡେଣ୍ଟ ମହାମହିମ ୱାଡେ ମାର୍କ ଏବଂ ଗୃହର ବାଚସ୍ୱତି ମହାମହିମ ଜଗଦେଓ ସିଂହଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିନିଦାଦ ଓ ଟୋବାଗୋ (ଟି ଆଣ୍ଡ ଟି) ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ତ୍ରିନିଦାଦ ଓ ଟୋବାଗୋର ସଂସଦକୁ ସମ୍ବୋଧିତ କରିବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ । ଏହି ଅବସର ଭାରତ-ତ୍ରିନିଦାଦ ଓ ଟୋବାଗୋ ଦ୍ୱିପାକ୍ଷିକ ସମ୍ପର୍କର ମାଇଲଖୁଣ୍ଟ ହୋଇ ରହିବ ।

Action Plan (2024-2028) for the Implementation of the India-Poland Strategic Partnership

August 22nd, 08:22 pm

Building on the consensus reached by the Prime Ministers of India and Poland during talks held on August 22, 2024, in Warsaw and recognising the momentum in bilateral cooperation created by the establishment of the Strategic Partnership, the two sides agreed to formulate and execute a five-year Action Plan that will guide bilateral collaboration in the years 2024-2028 across various sectors.

India- Poland Joint Statement “Establishment of Strategic Partnership”

August 22nd, 08:21 pm

At the invitation of PM Donald Tusk of Poland, PM Narendra Modi paid an official visit to Poland from August 21-22, 2024. The historic visit, came as both nations celebrate the 70th anniversary of their diplomatic relations. Recognizing their long-standing ties, reaffirming the deep-rooted bonds of friendship between their countries and peoples, and commitment to realizing the full potential of their ties, the two leaders decided to elevate India-Poland bilateral relations to the level of a Strategic Partnership.”

ପୋଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

August 22nd, 03:00 pm

ୱାର୍ସା ଭଳି ଏକ ସୁନ୍ଦର ସହରରେ ଭବ୍ୟ ସ୍ୱାଗତ, ସୁନ୍ଦର ଆତିଥ୍ୟ ଏବଂ ବନ୍ଧୁତ୍ୱପୂର୍ଣ୍ଣ ଶବ୍ଦ ପାଇଁ ମୁଁ ପ୍ରଧାନମନ୍ତ୍ରୀ ଟସ୍କଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣ ଦୀର୍ଘ ଦିନ ଧରି ଭାରତର ଜଣେ ଭଲ ବନ୍ଧୁ ଅଟନ୍ତି । ଭାରତ ଏବଂ ପୋଲାଣ୍ଡ ମଧ୍ୟରେ ବନ୍ଧୁତାକୁ ସୁଦୃଢ କରିବାରେ ଆପଣଙ୍କର ଅବଦାନ ଅତୁଳନୀୟ ।

ଆର୍ଥିକ ସେବା ଯେତ୍ରରେ ବଜେଟର କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 26th, 12:38 pm

ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।

ଆର୍ଥିକ ସେବାକୁ ନେଇ ବଜେଟରେ ହୋଇଥିବା ବ୍ୟବସ୍ଥା ଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ ସମ୍ପର୍କରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 26th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 27, 2018

June 27th, 07:05 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ପୁଡୁଚେରୀରେ କଂଗ୍ରେସ ସରକାର ବିକାଶ ଉପରେ ଧ୍ୟାନ କେନ୍ଦ୍ରିତ ନକରି ସେଠାକାର ଲୋକମାନଙ୍କ ସହିତ ଅନ୍ୟାୟ କରିଛନ୍ତି :ପ୍ରଧାନମନ୍ତ୍ରୀ ମୋଦୀ

February 25th, 02:56 pm

ପ୍ରଧାନମନ୍ତ୍ରୀ ମୋଦୀ ପୁଡୁଚେରୀରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ କହିଲେ ,''ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପାଖାପାଖି 17 ବର୍ଷ ଧରି ଦେଶର ଶାସନ ଭାର ସମ୍ଭାଳିଥିଲେ । ତା'ପରେ ତାଙ୍କ ଝିଅ ପାଖାପାଖି 14 ବର୍ଷ ପର୍ଯ୍ୟନ୍ତ ସମ୍ଭାଳିଥିଲେ । ତାଙ୍କ ପୁତ୍ର ମଧ୍ୟ 5 ବର୍ଷ ପ୍ରଧାନମନ୍ତ୍ରୀ ଥିଲେ । ସେହି ପରିବାର ପାଖେ ଦୀର୍ଘ ସମୟଧରି ଦେଶ ଶାସନର ରିମୋର୍ଟ କଣ୍ଟ୍ରୋଲ ଥିଲା । ଏପରି ଭାବେ ଦେଖାଯାଏ ତ ଗୋଟିଏ ପରିବାର ପାଖେ ପାଖାପାଖି 48 ବର୍ଷ ପର୍ଯ୍ୟନ୍ତ ଏହି ଦେଶକୁ ଶାସନ କରିଛନ୍ତି ।''

ପୁଡୁଚେରୀରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

February 25th, 02:53 pm

ପୁଡୁଚେରୀରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳ ଉପରେ ଇଙ୍ଗିତ କରି କହିଲେ ଯେ ,'' ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପାଖାପାଖି 17 ବର୍ଷ ଶାସନରେ ଥିଲେ ,ପାଖାପାଖି 14 ବର୍ଷ ପାଇଁ ତୃତୀୟ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପୁତ୍ର ମଧ୍ୟ ପାଞ୍ଚ ବର୍ଷ ପ୍ରଧାନମନ୍ତ୍ରୀ ହୋଇଥିଲେ । ଗୋଟିଏ ହିଁ ପରିବାର ହାତରେ ଦୀର୍ଘ ସମୟ ଧରି ଶାସନର ରିମୋଟ କଣ୍ଟ୍ରୋଲ ଥିଲା । ଯଦି ମୋଟ ଭାବେ ଗଣନା କରାଯାଏ ତ ଏହି ପରିବାର ପାଖାପାଖି 48 ବର୍ଷ ଧରି ଏହି ଦେଶକୁ ଶାସନ କରିଛନ୍ତି !''

ଓମାନର ମାସ୍କଟଠାରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

February 11th, 09:47 pm

ଏତେ ବିଶାଳ ସଂଖ୍ୟାରେ ଆସିଥିବା, ଏଠାକୁ ଆସିଥିବା ମୋର ପ୍ରିୟ ଦେଶବାସୀଗଣ ଆପଣ ସମସ୍ତଙ୍କୁ ବହୁତ-ବହୁତ ନମସ୍କାର ।