ସଚିବମାନଙ୍କ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
July 22nd, 07:37 pm
ପ୍ରଧାନମନ୍ତ୍ରୀ ଆଜି ତାଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ସଚିବମାନଙ୍କର ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଥିଲେ। ବୈଠକରେ 'ବିକଶିତ ଭାରତ' ଲକ୍ଷ୍ୟ ହାସଲ ଦିଗରେ ଗ୍ରାମୀଣ ବିକାଶ, କୃଷି, ସାମାଜିକ କଲ୍ୟାଣ ଏବଂ ସମ୍ପର୍କିତ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ଉପରେ ସମୀକ୍ଷା କରାଯାଇଥିଲା।India-Japan Joint Statement on cooperation in the field of Artificial Intelligence (AI)
July 02nd, 10:14 pm
PM Modi and Japanese Prime Minister Sanae Takaichi agreed to deepen India-Japan cooperation in Artificial Intelligence with a shared vision for a safe, trusted and human-centric AI ecosystem. The partnership will drive collaboration in AI governance, digital infrastructure, research, innovation and talent development, while supporting resilient AI growth across the Indo-Pacific and the Global South.ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ସିକିମର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 16th, 01:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିକିମର ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଚଳିତ ବର୍ଷ ସିକିମର ୫୦ତମ ରାଜ୍ୟ ପ୍ରତିଷ୍ଠା ଦିବସ ପାଳନ କରିବା ଏକ ଐତିହାସିକ ମାଇଲଖୁଣ୍ଟ। ଶ୍ରୀ ମୋଦୀ କହିଥିଲେ ଯେ ଭାରତର ବିକାଶ ଯାତ୍ରାରେ ସିକିମର ଯୋଗଦାନ ଅତ୍ୟନ୍ତ ମୂଲ୍ୟବାନ ଏବଂ ପ୍ରଶଂସନୀୟ। ନିକଟରେ ୫୦ତମ ରାଜ୍ୟ ପ୍ରତିଷ୍ଠା ଦିବସ ପାଳନ ଅବସରରେ ସିକିମ ଗସ୍ତକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଜ୍ୟବାସୀଙ୍କ ଉଷ୍ମତା ଏବଂ ସ୍ନେହ ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଛି।ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 10th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ନିଃସ୍ୱାର୍ଥପର ସେବା ଏବଂ କରୁଣାର ଭାବନା ଉପରେ ଆଲୋକପାତ କରି ସଂସ୍କୃତ ସୁଭାଷିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
May 06th, 09:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ନିଃସ୍ୱାର୍ଥପର ଭାବନାରେ କରାଯାଇଥିବା କାର୍ଯ୍ୟ ହେଉଛି ମାନବତାର ପ୍ରକୃତ ରୂପ। ସେ ଉଲ୍ଲେଖ କରିଥିଲେ ଯେ ଏଭଳି କାର୍ଯ୍ୟ କେବଳ ଆଭ୍ୟନ୍ତରୀଣ ସୁଖ ଆଣି ନଥାଏ, ବରଂ ସମାଜର କଲ୍ୟାଣରେ ମଧ୍ୟ ଯୋଗଦାନ କରିଥାଏ।PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ମୌଳବାଦୀ ଶକ୍ତିକୁ ପ୍ରୋତ୍ସାହିତ କରି ଏବଂ ଦୁର୍ନୀତିରେ ଲିପ୍ତ ହୋଇ ୟୁଡିଏଫ୍ ଏବଂ ଏଲଡିଏଫ୍ ଦ୍ୱିଗୁଣିତ କ୍ଷତି ପହଞ୍ଚାଉଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
April 02nd, 05:00 pm
ପ୍ରଧାନମନ୍ତ୍ରୀ ମୋଦୀ ମେରା ବୁଥ ସବସେ ମଜବୁତ ପଦକ୍ଷେପ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ତୃଣମୂଳ ସ୍ତରର ସଂଗଠନକୁ ଶକ୍ତି ପ୍ରଦାନ କରିଛନ୍ତି ଏବଂ ରାଜ୍ୟ ଏକ ଐତିହାସିକ ରାଜନୈତିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। କେରଳମବାସୀଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନ ପ୍ରଚାର ବିଜେପି-ଏନଡିଏ ସପକ୍ଷରେ ଏକ ଶକ୍ତିଶାଳୀ ଲହରକୁ ପ୍ରତିଫଳିତ କରୁଛି ।"ମେରା ବୁଥ ସବସେ ମଜବୁତ" ଅଭିଯାନ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
April 02nd, 04:30 pm
ପ୍ରଧାନମନ୍ତ୍ରୀ ମୋଦୀ ମେରା ବୁଥ ସବସେ ମଜବୁତ ପଦକ୍ଷେପ ଅଧୀନରେ କେରଳମର ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ତୃଣମୂଳ ସ୍ତରର ସଂଗଠନକୁ ଶକ୍ତି ପ୍ରଦାନ କରିଛନ୍ତି ଏବଂ ରାଜ୍ୟ ଏକ ଐତିହାସିକ ରାଜନୈତିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ବୋଲି ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି। କେରଳମବାସୀଙ୍କୁ ଶୁଭେଚ୍ଛା ଜଣାଇ ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନ ପ୍ରଚାର ବିଜେପି-ଏନଡିଏ ସପକ୍ଷରେ ଏକ ଶକ୍ତିଶାଳୀ ଲହରକୁ ପ୍ରତିଫଳିତ କରୁଛି ।ସଂସ୍କୃତ ସୁଭାଷିତମ୍ ସେୟାର କରି ଶ୍ରଦ୍ଧେୟ ଡ. ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
April 01st, 10:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧେୟ ଡକ୍ଟର ଶ୍ରୀ ଶିବକୁମାର ସ୍ୱାମୀଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷା, ସାମାଜିକ କଲ୍ୟାଣ ଏବଂ ଆଧ୍ୟାତ୍ମିକତା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଦେଶର ପ୍ରତ୍ୟେକ ପିଢ଼ିକୁ ନିଃସ୍ୱାର୍ଥପର ସେବା ଦିଗରେ ପ୍ରେରଣା ଯୋଗାଇବ।ଡକ୍ଟର ଶ୍ରୀ ଶିବକୁମାର ସ୍ୱାମୀଗାଲୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
April 01st, 10:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୟନ୍ତୀ ଅବସରରେ ଡକ୍ଟର ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗାଲୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେ ସହାନୁଭୂତି, ନମ୍ରତା ଏବଂ ମାନବତା ପ୍ରତି ଅତୁଟ ସେବାର ପ୍ରତିମୂର୍ତ୍ତି ଭାବେ ସାମୂହିକ ସ୍ମୃତିରେ ଛିଡ଼ା ହୋଇଛନ୍ତି। ଅନ୍ୟମାନଙ୍କ ଉନ୍ନତି ପାଇଁ ଉତ୍ସର୍ଗୀକୃତ ଜୀବନକାଳ ମଧ୍ୟରେ ସେ ପ୍ରଦର୍ଶନ କରିଥିଲେ ଯେ ପ୍ରକୃତ ମହାନତା ଅନ୍ୟମାନଙ୍କ ସେବା କରିବାରେ ରହିଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ଶିକ୍ଷା, ସାମାଜିକ କଲ୍ୟାଣ ଏବଂ ଆଧ୍ୟାତ୍ମିକତା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ସମାଜ ଉପରେ ଏକ ସ୍ଥାୟୀ ଛାପ ଛାଡ଼ି ଯାଇଛି। ଆଜି ମଧ୍ୟ, ତାଙ୍କର ଜୀବନ ଅଗଣିତ ଲୋକଙ୍କୁ ନିଃସ୍ୱାର୍ଥପରତା ଏବଂ ସେବା ମାର୍ଗରେ ଚାଲିବାକୁ ମାର୍ଗଦର୍ଶନ ଏବଂ ପ୍ରେରଣା ଜାରି ରଖିଛି।ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.ଅର୍ଥନୈତିକ ସର୍ଭେକୁ ଭାରତର “ସଂସ୍କାର ଏକ୍ସପ୍ରେସ”ର ଚିତ୍ର ଭାବେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ, ଯାହା ଆହ୍ୱାନପୂର୍ଣ୍ଣ ବୈଶ୍ୱିକ ପରିବେଶରେ ନିରନ୍ତର ପ୍ରଗତିର ପ୍ରତିବିମ୍ବ
January 29th, 08:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆଜି ସଂସଦରେ ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ଭେ ଭାରତ ସଂସ୍କାର ଏକ୍ସପ୍ରେସର ଏକ ବିସ୍ତୃତ ଚିତ୍ର ଉପସ୍ଥାପନ କରିଛି। ଏହା ଏକ ଆହ୍ୱାନପୂର୍ଣ୍ଣ ବୈଶ୍ୱିକ ପରିବେଶରେ ସ୍ଥିର ପ୍ରଗତିକୁ ପ୍ରତିଫଳିତ କରୁଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ, ଅର୍ଥନୈତିକ ସର୍ଭେରେ ସୁଦୃଢ଼ ବୃହତ ଅର୍ଥନୈତିକ ମୌଳିକତା, ନିରନ୍ତର ଅଭିବୃଦ୍ଧି ଗତି ଏବଂ ରାଷ୍ଟ୍ର ନିର୍ମାଣରେ ନବସୃଜନ, ଉଦ୍ୟମିତା ଏବଂ ଭିତ୍ତିଭୂମିର ସମ୍ପ୍ରସାରିତ ଭୂମିକା ଉପରେ ଆଲୋକପାତ କରାଯାଇଛି। ସର୍ଭେ କୃଷକ, ଏମ୍ଏସ୍ଏମ୍ଇ, ଯୁବ ନିଯୁକ୍ତି ଏବଂ ସାମାଜିକ କଲ୍ୟାଣ ଉପରେ ଧ୍ୟାନ କେନ୍ଦ୍ରିତ କରି ସମାବେଶୀ ବିକାଶର ଗୁରୁତ୍ୱକୁ ରେଖାଙ୍କିତ କରିଛି। ଏହା ଉତ୍ପାଦନକୁ ସୁଦୃଢ଼ କରିବା, ଉତ୍ପାଦିକତା ବୃଦ୍ଧି କରିବା ଏବଂ ଏକ ବିକଶିତ ଭାରତ ହେବା ଦିଗରେ ଆମର ଯାତ୍ରାକୁ ତ୍ୱରାନ୍ୱିତ କରିବା ପାଇଁ ରୋଡମ୍ୟାପକୁ ମଧ୍ୟ ରେଖାଙ୍କିତ କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି।Prime Minister Emphasizes Power of Benevolent Thoughts for Social Welfare through a Subhashitam
December 31st, 09:06 am
Continuing his daily reflection on values, PM Modi today shared a Sanskrit verse underlining the importance of benevolent thinking in advancing the welfare of society. The verse highlighted that cultivating noble intentions and a positive resolve leads to the fulfillment of all endeavours.Prime Minister Condoles the Demise of Shri Shivraj Patil
December 12th, 10:26 am
Prime Minister Shri Narendra Modi today condoled the passing of Shri Shivraj Patil, describing him as an experienced leader who devoted his life to public service.ମହାକାଶ ଅନୁସନ୍ଧାନ ସମ୍ପର୍କିତ ବିଶ୍ୱ ସମ୍ମିଳନୀରେ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 07th, 12:00 pm
ଗ୍ଲୋବାଲ ସ୍ପେସ୍ ଏକ୍ସପ୍ଲୋରେସନ୍ କନଫରେନ୍ସ ୨୦୨୫ରେ ଆପଣମାନଙ୍କ ସହ ସାମିଲ ହୋଇ ବହୁତ ଖୁସି ଲାଗୁଛି । ମହାକାଶ କେବଳ ଏକ ଗନ୍ତବ୍ୟ ସ୍ଥଳ ନୁହେଁ । ଏହା କୌତୂହଳ, ସାହସ ଓ ସାମୂହିକ ପ୍ରଗତିର ଏକ ପେଣ୍ଠସ୍ଥଳ। ଭାରତର ମହାକାଶ ଯାତ୍ରା ଏହି ଭାବନାକୁ ପ୍ରତିଫଳିତ କରେ। ୧୯୬୩ ମସିହାରେ ଏକ କ୍ଷୁଦ୍ର ରକେଟ୍ ଉତକ୍ଷେପଣ ଠାରୁ ଆରମ୍ଭ କରି ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିଥିବା ପ୍ରଥମ ରାଷ୍ଟ୍ର ହେବା ପର୍ଯ୍ୟନ୍ତ ଆମର ଯାତ୍ରା ଉଲ୍ଲେଖନୀୟ ଗୁରୁତ୍ୱ ବହନ କରୁଛି। ଆମର ରକେଟ୍ ପେଲୋଡ ଠାରୁ ଅଧିକ ଓଜନ ବହନ କରିଥାଏ। ସେମାନେ ୧.୪ ବିଲିୟନ ଭାରତୀୟଙ୍କ ସ୍ୱପ୍ନକୁ ଧାରଣ କରି ଚାଲିଥାନ୍ତି। ଭାରତର ସଫଳତା ଏକ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ମାଇଲଖୁଣ୍ଟ । ଏହା ବ୍ୟତୀତ, ସେମାନେ ପ୍ରମାଣ କରନ୍ତି ଯେ ମାନବ ଆତ୍ମା ମାଧ୍ୟାକର୍ଷଣକୁ ଚାଲେଞ୍ଜ କରିପାରେ । ଭାରତ ୨୦୧୪ରେ ପ୍ରଥମ ଉଦ୍ୟମରେ ମଙ୍ଗଳ ଗ୍ରହରେ ପହଞ୍ଚି ଇତିହାସ ରଚିଥିଲା। ଚନ୍ଦ୍ରଯାନ-୧ ଚନ୍ଦ୍ରରେ ଜଳ ଆବିଷ୍କାର କରିବାରେ ସାହାଯ୍ୟ କରିଥିଲା। ଚନ୍ଦ୍ରଯାନ-୨ ଆମକୁ ଚନ୍ଦ୍ରର ସର୍ବାଧିକ-ରିଜୋଲ୍ୟୁସନ୍ ଛବିଗୁଡ଼ିକ ଦେଇଛି। ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ମେରୁ ବିଷୟରେ ଆମର ବୁଝାମଣା ବୃଦ୍ଧିରେ ସହାୟକ ହୋଇଥିଲା। ଆମେ ରେକର୍ଡ ସମୟ ମଧ୍ୟରେ କ୍ରାୟୋଜେନିକ ଇଞ୍ଜିନ ନିର୍ମାଣ କରିଥିଲୁ। ଆମେ ଆମର ଉତକ୍ଷେପଣ ଯାନରେ ୩୪ଟି ଦେଶ ପାଇଁ ୪୦୦ରୁ ଅଧିକ ଉପଗ୍ରହ ଉତ୍କ୍ଷେପଣ କରିଛୁ। ଚଳିତ ବର୍ଷ ଆମେ ମହାକାଶରେ ଦୁଇଟି ଉପଗ୍ରହ ଡକ୍ କରିଛୁ, ଯାହା ଏକ ବଡ଼ ପଦକ୍ଷେପ।ବିଶ୍ୱ ମହାକାଶ ଅନୁସନ୍ଧାନ ସମ୍ମିଳନୀ (ଜିଏଲଇଏକ୍ସ) ୨୦୨୫କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 07th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଶ୍ୱ ମହାକାଶ ଅନୁସନ୍ଧାନ ସମ୍ମିଳନୀ (ଜିଏଲଇଏକ୍ସ) ୨୦୨୫ କୁ ସମ୍ବୋଧିତ କରିଛନ୍ତି । ସାରା ବିଶ୍ୱରୁ ଆସିଥିବା ବିଶିଷ୍ଟ ପ୍ରତିନିଧି, ବୈଜ୍ଞାନିକ ଏବଂ ମହାକାଶଚାରୀମାନଙ୍କୁ ସ୍ୱାଗତ କରି, ସେ (ଜିଏଲଇଏକ୍ସ) ୨୦୨୫ ରେ ଭାରତର ଉଲ୍ଲେଖନୀୟ ମହାକାଶ ଯାତ୍ରା ଉପରେ ଆଲୋକପାତ କରି କହିଥିଲେ ଯେ, ମହାକାଶ କେବଳ ଏକ ଗନ୍ତବ୍ୟସ୍ଥଳ ନୁହେଁ , ବରଂ କୌତୁହଳ, ସାହସ ଏବଂ ସାମୂହିକ ପ୍ରଗତିର ଉଦଘୋଷ । ୧୯୬୩ରେ ଏକ ଛୋଟ ରକେଟ୍ ଉତକ୍ଷେପଣ କରିବା ଠାରୁ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିଥିବା ପ୍ରଥମ ରାଷ୍ଟ୍ର ହେବା ପର୍ଯ୍ୟନ୍ତ ଭାରତର ମହାକାଶ ଯାତ୍ରାର ସଫଳତାର ଭାବନାକୁ ପ୍ରତିଫଳିତ କରେ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଭାରତୀୟ ରକେଟ୍ ପେଲୋଡ୍ ଅପେକ୍ଷା ଅଧିକ ବହନ କରେ - ଏଗୁଡିକ ୧.୪ ବିଲିୟନ ଭାରତୀୟଙ୍କ ସ୍ୱପ୍ନ ବହନ କରନ୍ତି ବୋଲି ସେ କହିବା ସହିତ ଏହା କହିଛନ୍ତି ଯେ , ଭାରତର ମହାକାଶ କ୍ଷେତ୍ରର ପ୍ରଗତି ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ମାଇଲଖୁଣ୍ଟ ଏବଂ ଏହା ପ୍ରମାଣିତ ଯେ ମାନବ ଭାବନା ଗୁରୁତ୍ୱାକର୍ଷଣକୁ ଚ୍ୟାଲେଞ୍ଜ କରିପାରିବ। ସେ ୨୦୧୪ ମସିହାରେ ପ୍ରଥମ ପ୍ରୟାସରେ ମଙ୍ଗଳ ଗ୍ରହରେ ପହଞ୍ଚିବାର ଭାରତର ଐତିହାସିକ ସଫଳତାକୁ ମନେ ପକାଇଥିଲେ। ସେ ଆଲୋକପାତ କରିଥିଲେ ଯେ ଚନ୍ଦ୍ରାୟଣ - ୧ ଚନ୍ଦ୍ରରେ ଜଳ ଆବିଷ୍କାର କରିବାରେ ସାହାଯ୍ୟ କରିଥିଲା, ଚନ୍ଦ୍ରାୟଣ - ୨ ଚନ୍ଦ୍ର ପୃଷ୍ଠର ସର୍ବୋଚ୍ଚ-ରିଜୋଲ୍ୟୁସନ୍ ଚିତ୍ର ପ୍ରଦାନ କରିଥିଲା ଏବଂ ଚନ୍ଦ୍ରାୟଣ -୩ ଚନ୍ଦ୍ରର ଦକ୍ଷିଣ ମେରୁ ସମ୍ପର୍କରେ ସୂଚନାକୁ ଆହୁରି ଆଗକୁ ବଢାଇଥିଲା। ଭାରତ ରେକର୍ଡ ସମୟରେ କ୍ରାୟୋଜେନିକ୍ ଇଞ୍ଜିନ୍ ବିକଶିତ କରିଥିଲା, ଗୋଟିଏ ମିଶନରେ ୧୦୦ ଉପଗ୍ରହ ପ୍ରକ୍ଷେପଣ କରିଥିଲା ଏବଂ ଭାରତୀୟ ପ୍ରକ୍ଷେପଣ ଯାନ ବ୍ୟବହାର କରି ୩୪ଟି ରାଷ୍ଟ୍ର ପାଇଁ ୪୦୦ ରୁ ଅଧିକ ଉପଗ୍ରହ ସଫଳତାର ସହିତ ସ୍ଥାପିତ କରିଥିଲା ବୋଲି ସେ ଉଲ୍ଲେଖ କରିଥିଲେ। ଭାରତର ସଦ୍ୟତମ ସଫଳତାରେ , ଚଳିତ ବର୍ଷ ମହାକାଶରେ ଦୁଇଟି ଉପଗ୍ରହ ଡକିଂ କୁ ଗୁରୁତ୍ୱାରୋପ କରି ଏହାକୁ ମହାକାଶ ଅନୁସନ୍ଧାନରେ ଏକ ପ୍ରମୁଖ ପଦକ୍ଷେପ ବୋଲି ସେ କହିଥିଲେ।In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଦାଉଦି ବୋହରା କମ୍ୟୁନିଟି ପ୍ରତିନିଧିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
April 17th, 08:05 pm
ଗୁରୁବାର ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗରେ ଅବସ୍ଥିତ ବାସଭବନରେ ଦାଉଦି ବୋହରା କମ୍ୟୁନିଟି ପ୍ରତିନିଧିଙ୍କ ସହ କଥା ହେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଟିମରେ ବୋହରା କମ୍ୟୁନିଟିର କିଛି ପ୍ରତିଷ୍ଠିତ ବ୍ୟବସାୟୀ, ଚାକିରିଆ, ଡାକ୍ତର, ଶିକ୍ଷାବିତ ରହିଥିଲେ । ସେମାନଙ୍କର ଜମିକୁ ଭୁଲବଶତଃ ୱକଫ ପକ୍ଷରୁ ଦାବି କରାଯାଇ ଆସୁଥିବା କୁହାଯାଇଥିଲା । ତେବେ ୱକଫ ଆଇନରେ ସଂଶୋଧନ ଆଣିଥିବାରୁ ଏହି କମ୍ୟୁନିଟି ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା ।