୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ ‘ବିକଶିତ ଭାରତ’ ଦିଗରେ ନୂଆ ଉଚ୍ଚତା ଛୁଇଁବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ
August 15th, 12:51 pm
ଲାଲ୍କିଲ୍ଲା ଉପରୁ ନିଜର ୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ସୁଦ୍ଧା 'ବିକଶିତ ଭାରତ' ଗଠନର ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଢ଼ ଆହ୍ବାନ ଦେଇଛନ୍ତି। ଦେଶର କାର୍ଯ୍ୟସଂସ୍କୃତି, ଚିନ୍ତାଧାରା ଏବଂ ଲକ୍ଷ୍ୟର ପରିସରରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇ ପ୍ରଧାନମନ୍ତ୍ରୀ ନାଗରିକ, ସରକାର, ଉଦ୍ୟୋଗ ଜଗତ, କୃଷକ, ଯୁବବର୍ଗ ଏବଂ ସମାଜର ଅନ୍ୟାନ୍ୟ ବର୍ଗର ମିଳିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି।ନମ୍ରତା ଏବଂ ନିଃସ୍ୱାର୍ଥପର ସେବାର ଗୁଣ ଉପରେ ଆଲୋକପାତ କରି ସଂସ୍କୃତ ସୁଭାଶିତମ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
July 07th, 10:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ସମୃଦ୍ଧିର ପ୍ରକୃତ ସୌନ୍ଦର୍ଯ୍ୟ ହେଉଛି ନମ୍ରତା ଏବଂ ନିଃସ୍ୱାର୍ଥପର ସେବା। ସେ ଉଲ୍ଲେଖ କରିଥିଲେ ଯେ ସଫଳତା କେବଳ ସେତେବେଳେ ଅର୍ଥପୂର୍ଣ୍ଣ ହୋଇଥାଏ ଯେତେବେଳେ ଏହା ଜନ କଲ୍ୟାଣ ଏବଂ ସମାଜର କଲ୍ୟାଣ ଭାବନା ଦ୍ୱାରା ପରିଚାଳିତ ହୋଇଥାଏ।ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 01st, 12:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଡାକ୍ତର ଦିବସ ଅବସରରେ ସାରା ଦେଶର ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ପ୍ରତି ସେମାନଙ୍କ ଅତୁଟ ସେବା, କରୁଣା ଏବଂ ପ୍ରତିବଦ୍ଧତା ପାଇଁ କୃତଜ୍ଞତା ବ୍ୟକ୍ତ କରିଛନ୍ତି।ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
June 23rd, 03:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ରାଷ୍ଟ୍ର ନିର୍ମାଣରେ ତାଙ୍କର ଅସାଧାରଣ ଅବଦାନକୁ ସ୍ମରଣ କରିଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:10 pm
ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 20th, 01:00 pm
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।India and Slovakia are moving forward in close coordination on the global stage: PM Modi at the India-Slovakia Joint Press Meet
June 15th, 03:00 pm
At the joint press meet in Bratislava, PM Modi and Slovak Prime Minister Robert Fico announced the elevation of India-Slovakia ties to a Comprehensive Partnership. PM Modi highlighted growing cooperation in trade, technology, defence, space, digital innovation and mobility, saying the upgraded partnership reflects shared priorities, shared trust and a shared vision for the future.Prime Minister expresses gratitude to Rashtrapati Ji for her warm wishes and kind words
June 10th, 07:18 pm
Prime Minister Shri Narendra Modi today expressed gratitude to Rashtrapati Ji for her warm wishes and kind words. The Prime Minister stated that whatever has been achieved over the years is the result of the collective efforts and aspirations of the people of India.Prime Minister shares a Sanskrit Subhashitam highlighting the qualities of a truly wise person dedicated to the welfare of society
June 09th, 10:27 am
PM Modi reflected on 12 years of governance by emphasizing the values of trust, development, public welfare and selfless service to the nation. Sharing a Sanskrit Subhashitam, he highlighted the spirit of Sabka Saath, Sabka Vikas as the guiding force behind India's journey towards becoming a stronger and more self-reliant nation.ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ଇଦ୍-ଉଲ୍-ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 28th, 09:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍-ଉଲ୍-ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ପ୍ରକୃତ ଜ୍ଞାନର ପରିବର୍ତ୍ତନକାରୀ ଶକ୍ତି ଉପରେ ଆଲୋକପାତ କରି ଏକ ସଂସ୍କୃତ 'ସୁଭାଶିତମ୍ ’ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
May 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ପ୍ରକୃତ ଜ୍ଞାନ ରାଷ୍ଟ୍ର, ସମାଜ ଏବଂ ସମଗ୍ର ମାନବତାର କଲ୍ୟାଣ ପାଇଁ ପଥ ପରିଷ୍କାର କରିଥାଏ। ସେ ଉଲ୍ଲେଖ କରିଥିଲେ ଯେ ଏହା ଗୁରୁତ୍ୱପୂର୍ଣ୍ଣ ଯେ ଆମର ଜ୍ଞାନ ଏବଂ କାର୍ଯ୍ୟ ସମସ୍ତ ମାନବଜାତି ପାଇଁ ପ୍ରେରଣାର ଉତ୍ସ ହେଉ।ପୋଚିଷେ ବୈଶାଖ ଅବସରରେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
May 09th, 09:10 am
ପୋଚିଷେ ବୈଶାଖର ସ୍ୱତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ହୃଦୟସ୍ପର୍ଶୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।ବାସବ ଜୟନ୍ତୀ ଅବସରରେ ଜଗଦଗୁରୁ ବାସବେଶ୍ୱରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
April 20th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାସବ ଜୟନ୍ତୀ ଅବସରରେ ଜଗଦଗୁରୁ ବାସବେଶ୍ୱରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।Spiritual centres like Sri Adichunchanagiri Mahasamsthana Matha are great contributions of this sacred land: PM Modi in Mandya
April 15th, 11:10 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.PM Modi inaugurates Sri Guru Bhairavaikya Mandira at Sri Kshetra Adichunchanagiri in Mandya, Karnataka
April 15th, 11:00 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.Prime Minister pays tributes to Dr. B.R. Ambedkar on his birth anniversary
April 14th, 09:14 am
The Prime Minister, Narendra Modi, paid heartfelt tributes to Dr. B. R. Ambedkar on his birth anniversary.ଇଷ୍ଟର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
April 05th, 09:02 am
ଇଷ୍ଟର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।