ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।Key highlights of Prime Minister Shri Narendra Modi’s address from the ramparts of the Red Fort on the occasion of the 80th Independence Day
August 15th, 04:44 pm
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.ପରିବର୍ତ୍ତନର ୧୨ ବର୍ଷ: ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ପ୍ରଗତିକୁ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ
August 15th, 01:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଗତ ୧୨ ବର୍ଷ ମଧ୍ୟରେ ଭାରତର ପରିବର୍ତ୍ତନ ଉପରେ ଆଲୋକପାତ କରିଥିଲେ। ଏହା ସହିତ ଉତ୍ପାଦନ, ଡିଜିଟାଲ୍ ଭିତ୍ତିଭୂମି, ମୌଳିକ ସୁବିଧା, ଶକ୍ତି ସୁରକ୍ଷା, ଯୁବ ସଶକ୍ତିକରଣ, ନବସୃଜନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ହୋଇଥିବା ପ୍ରଗତିର ରୂପରେଖ ପ୍ରସ୍ତୁତ କରିଥିଲେ।ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।Cabinet approves Pradhan Mantri Surya Sarovar Yojana (PM-SSY) with a total outlay of Rs.5,070 crore
July 31st, 04:11 pm
The Union Cabinet, chaired by PM Modi, has approved the ₹5,070 crore Pradhan Mantri Surya Sarovar Yojana to develop 5,000 MW of floating solar projects with energy storage. The scheme will boost clean energy, strengthen the grid and create new employment opportunities.India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ
July 09th, 12:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁଲାଇରେ ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଆଣ୍ଟୋନୀ ଆଲବାନିଜଙ୍କ ଦ୍ୱାରା ଆୟୋଜିତ ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ସରକାରୀ ଭବନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଆଲବାନିଜ ସହାର୍ଦ୍ଦ୍ୟପୂର୍ଣ୍ଣ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।ଅର୍ଥନୈତିକ ରୋଡମ୍ୟାପ୍ ବ୍ୟବସାୟିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 06:15 am
ଆଜି ଏହି ସଭାଗୃହରେ ଭାରତ ଓ ଅଷ୍ଟ୍ରେଲିଆର ବ୍ୟବସାୟିକ ଶକ୍ତି ଏବଂ ବ୍ୟବସାୟିକ ମହତ୍ତ୍ୱାକାଂକ୍ଷାର ଏକ ଉତ୍କୃଷ୍ଟ ସମନ୍ୱୟ ଦେଖିବାକୁ ମିଳୁଛି। ଏଠାରେ ଆପଣମାନଙ୍କର ଉପସ୍ଥିତି ଆମର ସାମୂହିକ ବିଶ୍ୱାସ ଓ ସାମୂହିକ ଆଶା-ଆକାଂକ୍ଷାର ପ୍ରତୀକ।Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.ପ୍ରଧାନମନ୍ତ୍ରୀ ଜୁଲାଇ ୪ରେ ରାଜସ୍ଥାନ ଏବଂ ଗୁଜରାଟ ଗସ୍ତ କରିବେ
July 03rd, 11:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜୁଲାଇ ୨୦୨୬ରେ ରାଜସ୍ଥାନ ଓ ଗୁଜରାଟ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ପ୍ରଧାନମନ୍ତ୍ରୀ ଯୋଧପୁର ବିମାନବନ୍ଦରର ଟର୍ମିନାଲ ବିଲଡିଂ ଉଦଘାଟନ କରି ଯୋଧପୁରରେ ସଂଶୋଧିତ ଉଡାନ ଯୋଜନାର ଶୁଭାରମ୍ଭ କରିବେ । ଏହାପରେ, ମଧ୍ୟାହ୍ନ ପ୍ରାୟ ୧୨:୧୫ ମିନିଟ୍ରେ ସେ ବାଲୋତ୍ରା ଗସ୍ତ କରି ପ୍ରାୟ ୧.୦୬ ଲକ୍ଷ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ଏକ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୧ତମ ପ୍ରଗତି ବୈଠକ
May 27th, 10:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେବାତୀର୍ଥରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପ୍ରୟାସକୁ ସୁଗମ ଭାବରେ ସମନ୍ୱିତ କରି ସକ୍ରିୟ ପ୍ରଶାସନ ଏବଂ ସମୟାନୁବର୍ତ୍ତୀ କାର୍ଯ୍ୟାନ୍ୱୟନକୁ ପ୍ରୋତ୍ସାହିତ କରିବା ପାଇଁ ଆଇସିଟି-ସକ୍ଷମ, ବହୁମୁଖୀ-ମୋଡାଲ ପ୍ଲାଟଫର୍ମ ପ୍ରଗତିର ୫୧ତମ ବୈଠକର ଅଧ୍ୟକ୍ଷତା କରିଥିଲେ ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ହାଇଦ୍ରାବାଦରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 10th, 03:45 pm
ସାଇବେରାବାଦର ଶକ୍ତି ଜାତୀୟ ଏବଂ ବିଶ୍ୱସ୍ତରୀୟ। ଏହା ତେଲେଙ୍ଗାନା ଏବଂ ଦେଶର ଦ୍ରୁତ ବିକାଶର ଏକ ପ୍ରମୁଖ କେନ୍ଦ୍ର। ତେଣୁ, ଆଜି ସାଇବେରାବାଦରୁ, ତେଲେଙ୍ଗାନାକୁ ଦେଶର ଏକ ବଡ଼ ଉତ୍ପାଦନ ଶକ୍ତି କେନ୍ଦ୍ର କରିବା ପାଇଁ ଅନେକ ପ୍ରମୁଖ ପ୍ରକଳ୍ପ ଆରମ୍ଭ କରାଯାଉଛି। ଆଜି ଯେଉଁ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଏବଂ ଉଦଘାଟନ ହୋଇଛି, ସେଗୁଡ଼ିକ ଏଠାରେ ହଜାର ହଜାର ନୂତନ ନିଯୁକ୍ତି ସୃଷ୍ଟି କରିବ ଏବଂ ତେଲେଙ୍ଗାନାର ସଂଯୋଗୀକରଣ ମଧ୍ୟ ସୁଦୃଢ଼ ହେବ। ଏହି ପ୍ରକଳ୍ପଗୁଡ଼ିକ ପାଇଁ ମୁଁ ତେଲେଙ୍ଗାନାର ଲୋକମାନଙ୍କୁ ହୃଦୟର ସହିତ ଅଭିନନ୍ଦନ ଜଣାଉଛି।ତେଲେଙ୍ଗାନାର ହାଇଦ୍ରାବାଦରେ ପ୍ରାୟ ₹୯,୪୦୦ କୋଟି ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 10th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ହାଇଦ୍ରାବାଦରେ ପ୍ରାୟ ₹୯,୪୦୦ କୋଟି ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜାତୀୟ ଏବଂ ବିଶ୍ୱସ୍ତରୀୟ ଗୁରୁତ୍ୱର କେନ୍ଦ୍ର ଭାବରେ ହାଇଦ୍ରାବାଦର ପରିବର୍ତ୍ତନମୂଳକ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ତେଲେଙ୍ଗାନା ଏବଂ ସମଗ୍ର ଦେଶର ଦ୍ରୁତ ବିକାଶକୁ ଆଗେଇ ନେବାରେ ଏହି କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଗୁରୁତ୍ୱାରୋପ କରି, ସେ ଆଜି ଆରମ୍ଭ ହୋଇଥିବା ଅନେକ ବଡ଼ ପ୍ରକଳ୍ପ ତେଲେଙ୍ଗାନାକୁ ଏକ ପ୍ରମୁଖ ଉତ୍ପାଦନ କେନ୍ଦ୍ର ଭାବରେ ପ୍ରତିଷ୍ଠିତ କରିବ ବୋଲି ବର୍ଣ୍ଣନା କରିଥିଲେ। ଏହି ପ୍ରକଳ୍ପ ଉଦ୍ଘାଟନଗୁଡ଼ିକ ଆଞ୍ଚଳିକ ସଂଯୋଗୀକରଣକୁ ସୁଦୃଢ଼ କରିବା ସହିତ ହଜାର ହଜାର ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ତେଲେଙ୍ଗାନାର ଲୋକମାନଙ୍କୁ ଏହି ପ୍ରକଳ୍ପଗୁଡ଼ିକ ପାଇଁ ଅଭିନନ୍ଦନ ଜଣାଇଥିଲେ।