PM to visit Uttar Pradesh on 28-29 April
April 26th, 03:46 pm
PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।ଆସାମ ଗୋଲାଘାଟରେ ପଲିପ୍ରପଲିନ ପ୍ଲାଂଟ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 14th, 03:30 pm
ଭାରତ ମାତାଙ୍କର ଜୟ ହେଉ । ଆସାମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା, କେନ୍ଦ୍ର କ୍ୟାବିନେଟ ସହଯୋଗୀ ସର୍ବାନନ୍ଦ ସୋନୱାଲ, ହରଦୀପ ସିଂ ପୁରୀ, ରାଜ୍ୟ ସରକାରଙ୍କ ମନ୍ତ୍ରିବର୍ଗ, ସାଂସଦ, ବିଧାୟକ ବନ୍ଧୁ, ଏଇଠି ଅଧିକ ସଂଖ୍ୟାରେ ସମବେତ ଭାଇ ଓ ଉଭଣୀମାନେ ।ଆସାମର ଗୋଲାଘାଟରେ ବାୟୋ-ଇଥାନଲ ପ୍ଲାଣ୍ଟ ଉଦଘାଟନ ଓ ପଲିପ୍ରୋପାଇଲିନ ୟୁନିଟ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
September 14th, 03:00 pm
ସ୍ୱଚ୍ଛ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଏବଂ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରତା କମ୍ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଆସାମର ଗୋଲାଘାଟ ସ୍ଥିତ ନୁମାଲିଗଡ଼ ରିଫାଇନାରୀ ଲିମିଟେଡ (ଏନଆରଏଲ)ରେ ଆସାମ ବାୟୋ ଇଥାନଲ ପ୍ଲାଣ୍ଟର ଉଦଘାଟନ ପଲିପ୍ରୋପାଇଲିନ ୟୁନିଟର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆସାମର ସମସ୍ତ ଜନସାଧାରଣଙ୍କୁ ଶାରଦୀୟ ଦୁର୍ଗାପୂଜାର ହାର୍ଦ୍ଦିକ ଶୁଭକାମନା ଜଣାଇଥିଲେ । ସେ ମହାନ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ଶ୍ରୀମନ୍ତ ଶଙ୍କରଦେବଙ୍କ ଜୟନ୍ତୀର ମହତ୍ୱକୁ ସ୍ୱୀକାର କରିଥିଲେ ଏବଂ ପୂଜ୍ୟ ଗୁରୁଜନଙ୍କୁ ସାଦର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 07th, 09:20 am
ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !ଏମ୍.ଏସ୍. ସ୍ୱାମୀନାଥନ୍ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 07th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍.ଏସ୍. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.