The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।ସ୍ଥଳସେନା ଦିବସରେ ସ୍ଥଳ ବାହିନୀର ବୀରତ୍ୱ ଏବଂ ସମର୍ପଣକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
October 27th, 08:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ଥଳସେନା ଦିବସ ଅବସରରେ ସ୍ଥଳ ବାହିନୀର ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।Prime Minister visits AFS Adampur to meet brave air warriors and soldiers
May 13th, 01:04 pm
PM Modi visited AFS Adampur on May 13, 2025, to meet the brave air warriors and soldiers. Calling it a special experience, he lauded their courage, determination, and fearlessness. He affirmed that India remains eternally grateful to the armed forces for their selfless service.ସଶସ୍ତ୍ର ବାହିନୀ ପତାକା ଦିବସ ସାହସୀ ସୈନିକମାନଙ୍କର ବୀରତ୍ୱ, ନିଷ୍ଠା ଏବଂ ବଳିଦାନକୁ ସଲାମ କରିବାର ସମୟ : ପ୍ରଧାନମନ୍ତ୍ରୀ
December 07th, 02:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ କହିଛନ୍ତି ଯେ ଏହି ଦିବସ ଆମର ସାହସୀ ସୈନିକମାନଙ୍କର ବୀରତ୍ୱ, ନିଷ୍ଠା ଏବଂ ବଳିଦାନକୁ ସଲାମ କରିବାର ସମୟ । ଏହି ଅବସରରେ ସେ ସମସ୍ତଙ୍କୁ ସଶସ୍ତ୍ର ବାହିନୀ ପତାକା ଦିବସ ପାଣ୍ଠିରେ ଯୋଗଦାନ କରିବାକୁ ଅନୁରୋଧ କରିଛନ୍ତି ।In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।କାରଗିଲ ବିଜୟ ଦିବସ ଅବସରରେ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
July 26th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାରଗିଲ ବିଜୟ ଦିବସ ଅବସରରେ କାରଗିଲ ଠାରେ ଦେଶର ସୁରକ୍ଷା ପାଇଁ ଅଦମ୍ୟ ସାହସ ପ୍ରଦର୍ଶନ ସହ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଗୋଆଠାରେ ଗୋଆ ମୁକ୍ତି ଦିବସ ପାଳନ ଅବସରରେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 19th, 03:15 pm
ଭାରତ ମାତା କୀ ଜୟ, ଭାରତ ମାତା କୀ ଜୟ, ଗୋଆର ସମସ୍ତ ଭାଇ ଭଉଣୀଙ୍କୁ ମୋର ନମସ୍କାର । ଏହି ଐତିହାସିକ କାର୍ଯ୍ୟକ୍ରମରେ ଉପସ୍ଥିତ ଗୋଆର ରାଜ୍ୟପାଳ ଶ୍ରୀ ପି. ଏସ୍. ଶ୍ରୀଧରନ୍ ପିଲ୍ଲଇ ମହୋଦୟ, ଗୋଆର ଉର୍ଜାବାନ୍ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ମହୋଦୟ, ଉପମୁଖ୍ୟମନ୍ତ୍ରୀ ଚନ୍ଦ୍ରକାନ୍ତ କାୱଲେକର ମହୋଦୟ, ମନୋହର ଅଜଗାଓଁକର ମହୋଦୟ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀପଦ ନାୟକ ମହୋଦୟ, ଗୋଆ ବିଧାନସଭାର ବାଚସ୍ପତି ରାଜେଶ ପଟନେକର ମହୋଦୟ, ଗୋଆ ସରକାରର ସମସ୍ତ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ, ସମସ୍ତ ଅଧିକାରୀଗଣ ଏବଂ ଗୋଆର ମୋର ଭାଇ ଓ ଭଉଣୀମାନେ ।ଗୋଆ ମୁକ୍ତି ଦିବସ ପାଳନ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
December 19th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଗୋଆଠାରେ ଆଜି (୧୯.୧୨.୨୦୨୧) ଗୋଆ ମୁକ୍ତି ସଂଗ୍ରାମ ସ୍ମାରକୀ ଦିବସ ସମାରୋହରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୁକ୍ତି ଯୋଦ୍ଧା ଓ ଅପରେସନ ବିଜୟର ପ୍ରବୀଣ ସେନାନୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ଆଗୁଦା କାରାଗାର ସଂଗ୍ରହାଳୟ, ଗୋଆ ମେଡିକାଲ କଲେଜ ସୁପର ସ୍ପେଶିଆଲିଟି ବ୍ଲକ, ନୂତନ ଦକ୍ଷିଣ ଗୋଆ ଜିଲ୍ଳା ହସ୍ପିଟାଲ, ମୋପା ବିମାନଘାଟୀରେ ଉଡାଣ କୌଶଳ ବିକାଶ କେନ୍ଦ ଓ ମାଡଗାଁଓର ଡାବୋଲିମ-ନାଭୋଲିମ୍ଠାରେ ଗ୍ୟାସ ବିଚ୍ଛିନ୍ନ ସବ୍ଷ୍ଟେସନ ସମେତ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଥିଲେ । ଗୋଆ ବାର କାଉନସିଲ ଇଣ୍ଡିଆ ଟ୍ରଷ୍ଟଠାରେ ଭାରତ ଆନ୍ତର୍ଜାତିକ ଆଇନ ଶିକ୍ଷା ବିଦ୍ୟାଳୟର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ଗୋଆ ମୁକ୍ତି ଦିବସ ଉତ୍ସବରେ ଭାଗ ନେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୯ତାରିଖରେ ଗୋଆ ଯିବେ
December 17th, 04:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୧୯ତାରିଖରେ ଗୋଆ ଗସ୍ତରେ ଯିବେ । ଗୋଆ ମୁକ୍ତିଦିବସ ଅବସରରେ ସେଠାକାର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ଅପରାହ୍ନ ପ୍ରାୟ ୩ଟା ସମୟରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀ ଏବଂ ‘ଅପରେସନ ବିଜୟ’ର ସଦସ୍ୟମାନଙ୍କୁ ସମ୍ମାନୀତ କରିବେ ।୫୦ତମ ବିଜୟ ଦିବସ ଅବସରରେ ମୁକ୍ତିଯୋଦ୍ଧା, ବୀରାଙ୍ଗନା ଓ ଭାରତୀୟ ସଶସ୍ତ୍ର ସେନାର ବୀରତ୍ୱ ଓ ବଳିଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
December 16th, 12:07 pm
୫୦ତମ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁକ୍ତିଯୋଦ୍ଧା, ବୀରାଙ୍ଗନା ଓ ସାହସୀ ଭାରତୀୟ ସଶସ୍ତ୍ର ସେନାର ବୀରତ୍ୱ ଓ ବଳିଦାନକୁ ସ୍ମରଣ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଜୀଙ୍କ ଢାକାରେ ଉପସ୍ଥିତି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ବେଶ ଗୁରୁତ୍ୱ ବହନ କରେ ବୋଲି ଶ୍ରୀ ମୋଦୀ କହିଛନ୍ତି ।ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍, ମାଇ ଗଭ୍ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।ବିଶ୍ୱ ଯୁଦ୍ଧରେ ଇଟାଲୀରେ ଲଢିଥିବା ଭାରତୀୟ ସୈନିକଙ୍କ ସ୍ମରଣ ସଭାରେ ଭାଗ ନେଇଥିବା ଶିଖ ସମ୍ପ୍ରଦାୟ ଓ ସଂସ୍ଥାର ପ୍ରତିନିଧିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
October 30th, 12:55 am
ପ୍ରଥମ ଓ ଦ୍ୱିତୀୟ ବିଶ୍ୱ ଯୁଦ୍ଧରେ ଇଟାଲୀରେ ଲଢିଥିବା ଭାରତୀୟ ସୈନିକଙ୍କ ସ୍ମରଣ ସଭାରେ ଭାଗ ନେଇଥିବା ବିଭିନ୍ନ ସମ୍ପ୍ରଦାୟର ସଦସ୍ୟଙ୍କ ସହ ଶିଖ ସମ୍ପ୍ରଦାୟ ଓ ସଂସ୍ଥାର ପ୍ରତିନିଧିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟି ଆଲୋଚନା କରିଛନ୍ତି ।'ମନ୍ କି ବାତ୍' ରେ ରହିଛି ସକାରାତ୍ମକତା, ସମ୍ବେଦନଶୀଳତା । ଏହାର ଏକ ସମଷ୍ଟିଗତ ଚରିତ୍ର ଅଛି: ପ୍ରଧାନମନ୍ତ୍ରୀ ମୋଦୀ
July 25th, 09:44 am
ମନ୍ କି ବାତ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳ ସହ ତାଙ୍କର କଥାବାର୍ତ୍ତାକୁ ସ୍ମରଣ କରି ଦେଶବାସୀଙ୍କୁ ସେମାନଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିଥିଲେ । ଅମୃତ ମହୋତ୍ସବ ବିଷୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ୱତନ୍ତ୍ର ୱେବସାଇଟ୍ ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁଠାରେ ଦେଶର ନାଗରିକମାନେ ନିଜ ସ୍ୱରରେ ଜାତୀୟ ସଂଗୀତ ରେକର୍ଡ କରିପାରିବେ । ସେ ଦେଶର ବିଭିନ୍ନ ସ୍ଥାନରୁ ଅନେକ ପ୍ରେରଣାଦାୟକ କାହାଣୀ ବାଣ୍ଟିଥିଲେ, ଜଳ ସଂରକ୍ଷଣର ଗୁରୁତ୍ୱ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋକପାତ କରିଥିଲେ ।ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 26th, 04:26 pm
PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
March 26th, 04:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।ମନର କଥା ୨.୦ (ଏକବିଂଶ ଅଧ୍ୟାୟ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
February 28th, 11:00 am
During Mann Ki Baat, PM Modi, while highlighting the innovative spirit among the country's youth to become self-reliant, said, Aatmanirbhar Bharat has become a national spirit. PM Modi praised efforts of inpiduals from across the country for their innovations, plantation and biopersity conservation in Assam. He also shared a unique sports commentary in Sanskrit.