ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ
July 09th, 12:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁଲାଇରେ ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଆଣ୍ଟୋନୀ ଆଲବାନିଜଙ୍କ ଦ୍ୱାରା ଆୟୋଜିତ ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ସରକାରୀ ଭବନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଆଲବାନିଜ ସହାର୍ଦ୍ଦ୍ୟପୂର୍ଣ୍ଣ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।India-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
June 28th, 02:02 pm
ତାଙ୍କ ଦ୍ୱାରା “Guardian of the Blue Horizon” ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଏବଂ ୧୪୦ କୋଟି ଭାରତବାସୀଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ। ମୁଁ ଏହି ସମ୍ମାନକୁ ନମ୍ରତାର ସହ ଗ୍ରହଣ କରି, ସେହି ସମସ୍ତ ଦେଶକୁ ସମର୍ପିତ କରୁଛି, ଯେଉଁମାନେ ଜଳବାୟୁ ପରିବର୍ତ୍ତନର ଆହ୍ୱାନ ବିରୋଧରେ ଲଢୁଛନ୍ତି ଏବଂ ପରିବେଶ ସୁରକ୍ଷାକୁ ଆଗାମୀ ପିଢ଼ି ପ୍ରତି ନିଜର ଦାୟିତ୍ୱ ବୋଲି ମନେ କରୁଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଗସ୍ତ: ଫଳାଫଳ ତାଲିକା
June 14th, 09:32 pm
ଭାରତ-ଫ୍ରାନ୍ସ ନବସୃଜନ ରୋଡ୍ମ୍ୟାପ୍ ୨୦୩୦କୁ ଗ୍ରହଣଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଆଲୋଚନା
June 14th, 08:37 pm
ଦୁଇ ନେତା ଦ୍ୱିପାକ୍ଷିତ ସମ୍ପର୍କର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା କରିଥିଲେ । ସେମାନେ ସମସ୍ତ କ୍ଷେତ୍ରରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗର ଉକ୍ରୃଷ୍ଟ ଅଭିବୃଦ୍ଧି ଏବଂ ଗଭୀରତାରେ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ପ୍ରତିରକ୍ଷା ପ୍ଲାଟଫର୍ମ ଏବଂ ଉନ୍ନତ ପ୍ରଯୁକ୍ତିର ସହ-ଡିଜାଇନ, ସହ-ବିକାଶ ଏବଂ ସହ-ଉତ୍ପାଦନ ଉପରେ ଧ୍ୟାନ ଦେଇ ଏହାକୁ ଆହୁରି ତୀବ୍ର କରିବାକୁ ସହମତ ହୋଇଥିଲେ । ଉଭୟ ନେତା ମହାକାଶ କ୍ଷେତ୍ରରେ ସହଯୋଗର ସମୃଦ୍ଧ ଐତିହ୍ୟକୁ ଉଲ୍ଲେଖ କରିଥିଲେ ଏବଂ ମାନବ ମହାକାଶ ଉଡ଼ାଣ ଏବଂ ମହାକାଶ ପରିସ୍ଥିତିଗତ ସଚେତନତାରେ ସହଯୋଗକୁ ଆହୁରି ଆଗକୁ ବଢ଼ାଇବା ଉପରେ ଆଲୋଚନା କରିଥିଲେ । ସେମାନେ ମହାକାଶରେ ଘରୋଇ କ୍ଷେତ୍ର ସହଯୋଗକୁ ବିସ୍ତାର କରିବାର ଉପାୟ ଗୁଡ଼ିକ ଉପରେ ମଧ୍ୟ ଆଲୋଚନା କରିଥିଲେ । ବେସାମରିକ ପରମାଣୁ ଶକ୍ତିରେ, ସେମାନେ ଉଲ୍ଲେଖ କରିଥିଲେ ଯେ ଭାରତର ଶାନ୍ତି ଆଇନ କ୍ଷୁଦ୍ର ଉନ୍ନତ ମଡୁ୍ୟଲାର ରିଆକ୍ଟର ସମେତ ସହଯୋଗ ପାଇଁ ନୂତନ ସୁଯୋଗ ସୃଷ୍ଟି କରେ ।ଯୁବ ନେତୃତ୍ୱାଧୀନ ବିକାଶ ଏବଂ ସୁଦୃଢ଼ ନବସୃଜନ ପରିବେଶ ଗଠନ ପାଇଁ ସରକାରଙ୍କ ଦୃଢ଼ ପଦକ୍ଷେପ ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ
June 13th, 11:44 am
ସରକାର ଯୁବ ନେତୃତ୍ୱାଧୀନ ବିକାଶ ପାଇଁ ଦୃଢ଼ତାର ସହିତ କାର୍ଯ୍ୟ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଗତ ୧୨ ବର୍ଷର ଏକ ପ୍ରମୁଖ ବୈଶିଷ୍ଟ୍ୟ ହେଉଛି ଭାରତର ଯୁବପିଢ଼ି କିପରି ଆତ୍ମବିଶ୍ୱାସର ସହିତ ସେମାନଙ୍କର ସ୍ୱପ୍ନକୁ ସାକାର କରି ଚାଲିଛନ୍ତି।PM shares a Sanskrit Subhashitam highlighting that Nari Shakti is the cornerstone of nation-building and the true embodiment of power
June 12th, 12:39 pm
PM Modi shared a Sanskrit Subhashitam highlighting Nari Shakti as the cornerstone of nation-building and the true embodiment of power. Reflecting on 12 years of women-led development, he noted the growing role of women across sectors such as financial inclusion, entrepreneurship, education, healthcare, sanitation, housing, science, innovation and governance.ନରୱେ-ଭାରତ ବ୍ୟବସାୟ ଏବଂ ଗବେଷଣା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 18th, 11:49 pm
ଆଜି, ଆମେ ନରୱେ ଏବଂ ଭାରତର ବ୍ୟବସାୟ ଏବଂ ଗବେଷଣା ମୁଖ୍ୟ ମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ପାଇଛୁ। ଏତେ ବଡ଼ ସ୍ତରରେ ଏହି ଶିଖର ସମ୍ମିଳନୀର ଆୟୋଜନ କରିବା ପାଇଁ ମୁଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି।ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
May 18th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓସ୍ଲୋଠାରେ ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଇଥିଲେ। ଏଥିରେ ନରୱେର ଯୁବରାଜ ହାକନ୍ ଏବଂ ପ୍ରଧାନମନ୍ତ୍ରୀ ଜୋନାସ୍ ଗାହର ଷ୍ଟୋର୍ ମଧ୍ୟ ଅଂଶଗ୍ରହଣ କରିଥିଲେ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 05th, 11:55 am
ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ପିଟର ପେଲେଗ୍ରୀନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ
February 20th, 09:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ୧୬ ରୁ ୨୦ ଫେବୃଆରୀ ପର୍ଯ୍ୟନ୍ତ ଚାଲିଥିବା ଭାରତ-ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ଅବସରରେ ସ୍ଲୋଭାକର ରାଷ୍ଟ୍ରପତି ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି । ଏହା ଦୁଇ ନେତାଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ ଥିଲା ।