Our guiding spirit is - Grow More, Achieve More: PM Modi at the community programme in Melbourne, Australia
July 09th, 03:22 pm
PM Modi and Australian PM Anthony Albanese participated in a community programme of the Indian diaspora in Melbourne. In his address, PM Modi elaborated on the rapid progress taking place in India and expressed appreciation for the contribution of the Indian diaspora in Australia to the bilateral relationship, describing them as a living bridge between the two countries.Prime Minister addresses the Indian Diaspora in Australia
July 09th, 03:00 pm
PM Modi and Australian PM Anthony Albanese participated in a community programme of the Indian diaspora in Melbourne. In his address, PM Modi elaborated on the rapid progress taking place in India and expressed appreciation for the contribution of the Indian diaspora in Australia to the bilateral relationship, describing them as a living bridge between the two countries.ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 23rd, 10:10 pm
ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 23rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ
January 19th, 11:30 am
In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.ଉପଗ୍ରହର ସଫଳ ଅନ୍ତରୀକ୍ଷ ଡକିଙ୍ଗ ପାଇଁ ଇସ୍ରୋକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
January 16th, 01:36 pm
ଉପଗ୍ରହର ସଫଳ ଅନ୍ତରୀକ୍ଷ ଡକିଙ୍ଗ ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇସ୍ରୋ ଏବଂ ସମଗ୍ର ଅନ୍ତରୀକ୍ଷ ସମୁଦାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି କି ଆଗାମୀ ବର୍ଷ ମାନଙ୍କରେ ଭାରତର ମହତ୍ୱାକାଂକ୍ଷୀ ଅନ୍ତରୀକ୍ଷ ମିଶନ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।