ସ୍ୱତନ୍ତ୍ର ଅଲିମ୍ପିକ୍ସ ବିଶ୍ୱ ଶୀତକାଳୀନ କ୍ରୀଡ଼ାରେ ୩୩ଟି ପଦକ ଜିତିଥିବା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

March 18th, 02:40 pm

ଇଟାଲୀର ଟୁରିନ ଠାରେ ଅନୁଷ୍ଠିତ ସ୍ୱତନ୍ତ୍ର ବିଶ୍ୱ ଶୀତକାଳୀନ ଅଲିମ୍ପିକ୍ସରେ ଅସାଧାରଣ ପ୍ରଦର୍ଶନ କରିଥିବା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତୀୟ ଦଳ ୩୩ଟି ପଦକ ବିଜୟୀ ହୋଇ ବିଶ୍ୱ ସ୍ତରରେ ଦେଶକୁ ଗର୍ବିତ କରିଛନ୍ତି ।