ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ମିଳିତ ବିବୃତି
August 30th, 05:56 pm
ଉଜବେକିସ୍ତାନ ରାଷ୍ଟ୍ରପତି ମହାମହିମ ଶ୍ରୀ ଶୌକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଓ ୩୦ ଅଗଷ୍ଟ ୨୦୨୬ରେ ଉଜବେକିସ୍ତାନକୁ ସରକାରୀ ଗସ୍ତରେ ଯାଇଥିଲେ।A stronger India-Uzbekistan partnership will be powerful force for peace, progress, prosperity in Central Asia: PM Modi at Joint Press Meet
August 30th, 01:30 pm
At the India-Uzbekistan Joint Press Meet, PM Modi praised President Shavkat Mirziyoyev for his positive and visionary outlook and deep friendship towards India. As bilateral ties are elevated to a Comprehensive Strategic Partnership, PM Modi announced a $5 billion trade target by 2030 and plans to enhance win-win cooperation in infrastructure development, while highlighting growing cooperation across sectors.ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 29th, 10:34 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡ଼ା ଦିବସ ଅବସରରେ ସମସ୍ତ କ୍ରୀଡ଼ା ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ କ୍ରୀଡ଼ାବିତମାନଙ୍କ ସମର୍ପଣ, ଉତ୍ସାହ ଏବଂ ସଂକଳ୍ପ ସମଗ୍ର ଦେଶକୁ ଗର୍ବିତ କରିଥାଏ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ସମ୍ଵାଦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 27th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଂଶଗ୍ରହଣ
August 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଖେଲୋ ଇଣ୍ଡିଆ ମତବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।୨୭ ଅଗଷ୍ଟରେ ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
August 26th, 10:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ଅଗଷ୍ଟ ପୂର୍ବାହ୍ଣ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଖେଲୋ ଇଣ୍ଡିଆ ଡାଇଲଗ୍’କୁସମ୍ବୋଧନ କରିବେ। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ଭାରତର କ୍ରୀଡ଼ା ଯାତ୍ରା ସହ ଯୋଡ଼ିବା, ସେମାନଙ୍କ ଆକାଂକ୍ଷା ବାଣ୍ଟିବାର ସୁଯୋଗ ଦେବା ଏବଂ ଯୁବ ନେତୃତ୍ୱାଧୀନ ବିକଶିତ ଭାରତ ଗଠନ ପାଇଁ ସେମାନଙ୍କ ଚିନ୍ତାଧାରା ଓ ପ୍ରସ୍ତାବ ଗ୍ରହଣ କରିବା।Key highlights of Prime Minister Shri Narendra Modi’s address from the ramparts of the Red Fort on the occasion of the 80th Independence Day
August 15th, 04:44 pm
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.ଗୋଟିଏ ବର୍ଷରେ ୧ କୋଟି ଯୁବକଯୁବତୀଙ୍କ ପାଇଁ ଏଆଇ ଦକ୍ଷତା ତାଲିମ ଘୋଷଣା କଲେ ପ୍ରଧାନମନ୍ତ୍ରୀ
August 15th, 01:01 pm
୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃତ୍ରିମ ବୁଦ୍ଧିମତ୍ତା, ଶିକ୍ଷା, କ୍ରୀଡା, ନାଗରିକ ପ୍ରତିରକ୍ଷା, ସେମିକଣ୍ଡକ୍ଟର ଉତ୍ପାଦନ, ପରମାଣୁ ଶକ୍ତି ଏବଂ ମହିଳା ନେତୃତ୍ୱାଧୀନ ବିକାଶକୁ ନେଇ ଅନେକ ପଦକ୍ଷେପ ଏବଂ ଲକ୍ଷ୍ୟ ଘୋଷଣା କରିଥିଲେ।ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ଭାରତର ସି ଡ଼ବ୍ଲୁ ଜି ଚାମ୍ପିଅନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
August 10th, 10:00 am
ବାସଭବନରେ ଜାତୀୟ କ୍ରୀଡ଼ାବିତ୍ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 10th, 09:30 am
ବାସଭବନରେ ଜାତୀୟ କ୍ରୀଡ଼ାବିତ୍ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”ପ୍ରଧାନମନ୍ତ୍ରୀ ରାଜ୍ୟଗୋଷ୍ଠୀ କ୍ରୀଡା 2026 ପଦକ ବିଜେତାଙ୍କୁ ଆତିଥ୍ୟତା ପ୍ରଦାନ କରିଛନ୍ତି
August 09th, 10:07 pm
ପ୍ରଧାନମନ୍ତ୍ରୀ ମୋଦୀ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ଉତ୍କୃଷ୍ଟ ପଦକ ବିଜେତାମାନଙ୍କୁ ଭେଟି ସେମାନଙ୍କ ସହ ଆଲୋଚନା କରିଥିଲେ, ଏହି ସମୟରେ ଚାମ୍ପିଅନମାନେ କ୍ରୀଡ଼ାରୁ ସେମାନଙ୍କର ଅଭିଜ୍ଞତା ବାଣ୍ଟିଥିଲେ। ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସଫଳତାକୁ ପ୍ରଶଂସା କରି କହିଥିଲେ ଯେ ସେମାନେ ଅନେକ ଯୁବପିଢ଼ିଙ୍କୁ କ୍ରୀଡ଼ା ଗ୍ରହଣ କରିବାକୁ ପ୍ରେରଣା ଦିଅନ୍ତି।ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହାର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ
August 05th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି ନିର୍ଣ୍ଣାୟକ ପଦକ୍ଷେପର ମହତ୍ୱ ବିଷୟରେ ଅବତାରଣା କରିଛନ୍ତି । ୫ ଅଗଷ୍ଟ ୨୦୧୯କୁ ଭାରତର ସମାବେଶୀ ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ସେ କହିଛନ୍ତି ।Prime Minister expresses pride in Indian contingent’s performance at Commonwealth Games 2026
August 03rd, 09:55 am
The Prime Minister, Shri Narendra Modi, has expressed pride in the performance of the Indian contingent at the Commonwealth Games 2026 in Glasgow.ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
August 02nd, 11:25 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।ବିବେକା ସ୍ମାରକ ଆମକୁ ଏକ ଉଚ୍ଚ ଉଦ୍ଦେଶ୍ୟ ପାଇଁ ନିଜକୁ ସମର୍ପିତ କରିବାକୁ ପ୍ରେରଣା ଦିଏ : କର୍ଣ୍ଣାଟକର ମୈସୁରୁରେ ପ୍ରଧାନମନ୍ତ୍ରୀ ମୋଦୀ
August 01st, 04:53 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ କର୍ଣ୍ଣାଟକର ମୈସୁରୁରେ ସ୍ୱାମୀ ବିବେକାନନ୍ଦ ସାଂସ୍କୃତିକ ଯୁବ କେନ୍ଦ୍ର - ବିବେକା ସ୍ମାରକ ଉଦଘାଟନ କରିଛନ୍ତି
August 01st, 04:00 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।