ନଭେମ୍ବର ୨୮ରେ ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ
November 27th, 12:04 pm
ପ୍ରଧାନମନ୍ତ୍ରୀ ନଭେମ୍ବର ୨୮ରେ କର୍ଣ୍ଣାଟକ ଓ ଗୋଆ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୩୦ରେ ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ଉଡୁପି ସ୍ଥିତ ଶ୍ରୀ କୃଷ୍ଣ ମଠକୁ ଗସ୍ତ କରିବେ । ପରେ ସେ ଗୋଆ ଯିବେ, ଯେଉଁଠାରେ ଅପରାହ୍ନ ୩ଟା ୧୫ରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ ବର୍ଷପୂର୍ତ୍ତି ଅବସରରେ ଅନୁଷ୍ଠିତ ‘ଶ୍ରାଦ୍ଧ ପଞ୍ଚଶତମନୋତ୍ସବ’ ପରିଦର୍ଶନ କରିବେ