ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ମନ୍ଦିର ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

November 01st, 01:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଥିବା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।