'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

July 10th, 04:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।

‘ୟାସ’ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା ଲାଗି ଆୟୋଜିତ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ର

May 23rd, 01:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ସଂସ୍ଥାର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ ‘ୟାସ’ ବାତ୍ୟା 26 ତାରିଖ ସନ୍ଧ୍ୟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବ।

ପ୍ରଧାନମନ୍ତ୍ରୀ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ,ମୁଖ୍ୟମନ୍ତ୍ରୀମାନକ ସହିତ ଆଲୋଚନା କଲେ

August 01st, 01:19 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ,ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରେମା ଖଣ୍ଡୁ ,ନାଗାଲେଣ୍ଡ ମୁଖ୍ୟମନ୍ତ୍ରୀ ଟି.ଆର. ଜେଲିୱାଙ୍ଗ ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର ବନ୍ୟା ପରିସ୍ଥିତି ନେଇ ଆଲୋଚନା ଓ ସମୀକ୍ଷା କରିଛନ୍ତି ।

PM reviews drought and water scarcity situation at high level meeting with Odisha CM

May 21st, 05:46 pm



PM reviews drought and water scarcity situation at high level meeting with Andhra Pradesh CM

May 17th, 06:30 pm



PM reviews drought and water scarcity situation at high level meeting with Chhattisgarh CM

May 17th, 06:06 pm



PM reviews drought and water scarcity situation at high level meeting with Rajasthan CM

May 14th, 09:20 pm



PM reviews drought and water scarcity situation at high level meeting with Jharkhand CM

May 14th, 09:18 pm



PM reviews drought and water scarcity situation at high level meeting with Madhya Pradesh CM

May 10th, 09:05 pm



PM reviews drought and water scarcity situation at high level meeting with Telangana CM

May 10th, 03:30 pm



PM reviews drought and water scarcity situation at high level meeting with Karnataka CM

May 07th, 07:03 pm



PM reviews drought and water scarcity situation at high level meeting with Uttar Pradesh CM

May 07th, 12:42 pm