ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 09th, 01:00 pm

ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 09th, 12:30 pm

ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।

ଝାଡଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

November 15th, 09:34 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଚୁର ପ୍ରାକୃତିକ ସମ୍ପଦ ଦ୍ୱାରା ଆଶୀର୍ବାଦପ୍ରାପ୍ତ ଏହି ରାଜ୍ୟ ପ୍ରଗତି ପଥରେ ଦ୍ରୁତ ଗତିରେ ନିଜର ମାର୍ଗ ପ୍ରଶସ୍ତ କରୁ ବୋଲି ସେ କାମନା କରିଛନ୍ତି ।

ରାଜ୍ୟ ପ୍ରତିଷ୍ଠା ଦିବସରେ ହରିୟାଣାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

November 01st, 11:31 am

ହରିୟାଣାବାସୀଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ରାଜ୍ୟ ଗଠନ ଦିବସରେ ଆନ୍ଧ୍ର ପ୍ରଦେଶ ଅଧିବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

November 01st, 11:31 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ଗଠନ ଦିବସରେ ଆନ୍ଧ୍ର ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଛତିଶଗଡ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

November 01st, 11:30 am

ଛତିଶଗଡ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର

April 30th, 11:32 am

ପ୍ରତ୍ୟେକ ଥର ମନ କି ବାତ୍ ପୂର୍ବରୁ ଦେଶର କୋଣ ଅନୁକୋଣରୁ, ସବୁ ବୟସର ଲୋକମାନଙ୍କଠାରୁ, ମନ କି ବାତକୁ ନେଇ ଅନେକଗୁଡ଼ିଏ ପରାମର୍ଶ ଆସେ । ଆକାଶବାଣୀ ମାଧ୍ୟମରେ ଆସେ, Narendra Modi App ରେ ଆସେ, My Gov ଜରିଆରେ ଆସେ, ଫୋନ ଦ୍ୱାରା ଆସେ । Recorded Message ଦ୍ୱାରା ଆସେ ଏବଂ ଯେତେବେଳେ ସମୟ ବାହାର କରି ମୁଁ ସେଗୁଡ଼ିକୁ ଦେଖେ, ତାହା ମୋ ପାଇଁ ଗୋଟିଏ ସୁଖକର ଅନୁଭୂତି ହୋଇଥାଏ । ସେଥିରୁ ବିବିଧତା ପୂର୍ଣ୍ଣ ସୂଚନା ମିଳେ । ଦେଶର ପ୍ରତିଟି କୋଣରେ ଶକ୍ତିର ଭଣ୍ଡାର ରହିଛି । ଜଣେ ସାଧକ ଭଳି ସମାଜରେ ରହିଥିବା ଲୋକମାନଙ୍କର ବିପୁଳ ଯୋଗଦାନ, ଅନ୍ୟପକ୍ଷରେ ସମସ୍ୟାଗୁଡ଼ିକର ଭଣ୍ଡାର ମଧ୍ୟ ଦେଖିବାକୁ ମିଳେ ଯେଉଁ ଦିଗକୁ ହୁଏତ ସରକାରଙ୍କ ଦୃଷ୍ଟି ମଧ୍ୟ ଯାଏନି । ବୋଧହୁଏ ଶାସନ ବ୍ୟବସ୍ଥା ଏଥିସହିତ ଅଭ୍ୟସ୍ତ ହୋଇପଡ଼ିଛି, ଲୋକେ ମଧ୍ୟ ଅଭ୍ୟସ୍ତ ହୋଇପଡ଼ିଛନ୍ତି । ମୁଁ ଲକ୍ଷ୍ୟ କରିଛି ଯେ, ଏଥିରେ ପିଲାଙ୍କ ଜିଜ୍ଞାସା, ଯୁବଗୋଷ୍ଠୀର ମହତ୍ୱାଂକାଂକ୍ଷା, ବୟସ୍କମାନଙ୍କ ଅନୁଭୂତିର ସାରମର୍ମ, ଭଳିକି ଭଳି କଥା ସାମନାକୁ ଆସେ ।

PM greets the people of Meghalaya, Manipur and Tripura on their Statehood Day

January 21st, 04:59 pm



PM wishes the people of Jharkhand on their Statehood Day

November 15th, 10:05 am



PM Narendra Modi wishes the people of Madhya Pradesh, Haryana, Karnataka, Kerala and Chhattisgarh on their foundation day

November 01st, 09:24 am