ରାଜ୍ୟ ପ୍ରତିଷ୍ଠା ଦିବସରେ ନାଗାଲାଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 01st, 06:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ନାଗାଲାଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସେବା, ସାହସ ଏବଂ କରୁଣା ଉପରେ ଆଧାରିତ ଗୌରବମୟ ନାଗା ସଂସ୍କୃତି ବ୍ୟାପକ ଭାବେ ପ୍ରଶଂସିତ। ନାଗାଲାଣ୍ଡର ଲୋକମାନେ ଅନେକ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ରାଜ୍ୟ ସମୃଦ୍ଧି ଏବଂ ପ୍ରଗତି ସହିତ ଆଗକୁ ବଢ଼ୁ , ବୋଲି ଶ୍ରୀ ମୋଦୀ କହିଛନ୍ତି।

ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଝାଡ଼ଖଣ୍ଡର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 15th, 08:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଝାଡ଼ଖଣ୍ଡର ସମସ୍ତ ଜନସାଧାରଣଙ୍କୁ ତାଙ୍କର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଥିଲେ ଯେ ଝାଡ଼ଖଣ୍ଡ ହେଉଛି ଜୀବନ୍ତ ଆଦିବାସୀ ସଂସ୍କୃତିରେ ସମୃଦ୍ଧ ଏକ ଗୌରବମୟ ଭୂମି। ଭଗବାନ ବିର୍ସା ମୁଣ୍ଡାଙ୍କ ଐତିହ୍ୟକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିର ଇତିହାସ ସାହସ, ସଂଘର୍ଷ ଏବଂ ମର୍ଯ୍ୟାଦାର ପ୍ରେରଣାଦାୟୀ କାହାଣୀରେ ପରିପୂର୍ଣ୍ଣ।

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

April 01st, 08:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।

PM Modi greets the people of Nagaland on their Statehood Day

December 01st, 12:28 pm

The Prime Minister Shri Narendra Modi today greeted the people of Nagaland on their Statehood Day. He remarked that Naga culture was known for its spirit of duty and compassion.

ମିଜୋରାମ ଲୋକଙ୍କୁ ସେମାନଙ୍କ ରାଜ୍ୟର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

February 20th, 10:49 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଜୋରାମବାସୀଙ୍କୁ ସେମାନଙ୍କ ରାଜ୍ୟର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ମିଜୋରାମର ନିରନ୍ତର ପ୍ରଗତି, ଶାନ୍ତି ଏବଂ ସମୃଦ୍ଧି ପାଇଁ ସେ ପ୍ରାର୍ଥନା କରିଛନ୍ତି ।

ହିମାଚଳ ପ୍ରଦେଶ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 25th, 09:42 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମଣିପୁର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 21st, 09:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁର ଲୋକଙ୍କୁ ରାଜ୍ୟର ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।