Together, we can build global solutions: PM Modi at the Economic Roadmap Business Reception in Melbourne, Australia
July 09th, 06:15 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.List of Outcomes: Prime Minister’s visit to Indonesia
July 07th, 01:03 pm
The state visit of PM Modi to Indonesia resulted in the signing of 14 agreements, strengthening India-Indonesia cooperation across key sectors. Major announcements include the restoration of Prambanan Temple, the Tagore-Dewantara Year of Cultural and Educational Diplomacy, an IIM Bangalore campus in Indonesia and the launch of the Indonesia Open Network in India.ଫଳାଫଳ ତାଲିକା: ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
April 20th, 03:57 pm
ଭାରତ- ଦକ୍ଷିଣ କୋରିଆ ସ୍ୱତନ୍ତ୍ର ରଣନୈତିକ ସହଭାଗୀତା ପାଇଁ ମିଳିତ ରଣନୈତିକ ଦୃଷ୍ଟିକୋଣTMC came to power by lying in the name of “Maa, Maati, Manush”: PM Modi in Dakshin Dinajpur, West Bengal
April 11th, 11:40 am
PM Modi addressed a massive rally Dakshin Dinajpur, West Bengal. In his speech, he prioritised women’s safety, justice, and empowerment, outlining measures like fast-tracking cases, increasing women police recruitment, and financial support initiatives. He remarked that while the BJP believes in Sabka Saath, Sabka Vikas, it will also ensure that ‘hisaab’ is fulfilled in West Bengal.The BJP’s resolve is a declaration to end TMC’s jungle raj and syndicate rule: PM Modi in Jangipur, West Bengal
April 11th, 11:38 am
PM Modi addressed a massive rally in Jangipur, West Bengal. In his speech, he lauded BJP’s manifesto, outlining six key guarantees focused on ending syndicate raj, ensuring women’s empowerment, boosting education infrastructure, and delivering transparent governance. He also promised employment opportunities and benefits for government employees.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.In India, democracy means last mile delivery: PM Modi at 28th CSPOC
January 15th, 11:00 am
In his address while inaugurating the 28th CSPOC at the Central Hall of Samvidhan Sadan, PM Modi highlighted India’s democratic journey. Remarking that India is the mother of democracy, the PM noted the increasing representation of women in government bodies and persity of Indian languages. He further highlighted that India has begun using AI in Parliament to improve its functioning.ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପିଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 15th, 10:32 am
ଏହି ବିଶେଷ ଅବସରରେ ଅତିଥିମାନଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ସେମାନଙ୍କ ଉପସ୍ଥିତି ପ୍ରତି ସମ୍ମାନ ଜଣାଇଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଯେଉଁ ସ୍ଥାନରେ ବସିଛନ୍ତି ତାହା ଭାରତର ଗଣତାନ୍ତ୍ରିକ ଯାତ୍ରାରେ ବହୁତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ। ଉପନିବେଶବାଦୀ ଶାସନର ଶେଷ ବର୍ଷଗୁଡ଼ିକରେ, ଯେତେବେଳେ ଭାରତର ସ୍ୱାଧୀନତା ପାଖେଇ ଆସୁଥିଲା, ଦେଶର ସମ୍ବିଧାନ ପ୍ରସ୍ତୁତ କରିବା ପାଇଁ ସମ୍ବିଧାନ ସଭା ଏହି କେନ୍ଦ୍ରୀୟ ହଲରେ ଏକାଠି ହୋଇଥିଲା। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସ୍ୱାଧୀନତାର ୭୫ ବର୍ଷ ଧରି ଏହି ଭବନ ଭାରତର ସଂସଦ ଭାବରେ କାର୍ଯ୍ୟ କରିଥିଲା, ଯେଉଁଠାରେ ଦେଶର ଭବିଷ୍ୟତକୁ ଆକାର ଦେବାକୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ବିତର୍କ ଅନୁଷ୍ଠିତ ହୋଇଥିଲା। ଶ୍ରୀ ମୋଦୀ ଆହୁରି କହିଛନ୍ତି ଯେ, ଭାରତ ଏବେ ଏହି ଐତିହାସିକ ସ୍ଥାନକୁ ସମ୍ବିଧାନ ସଦନ ଭାବରେ ନାମିତ କରିଛି ଏବଂ ଏହାକୁ ଗଣତନ୍ତ୍ର ପାଇଁ ଉତ୍ସର୍ଗ କରିଛି। ସେ ଉଲ୍ଲେଖ କରିଥିଲେ ଯେ, ନିକଟରେ ଭାରତ ସମ୍ବିଧାନ କାର୍ଯ୍ୟକାରୀ ହେବାର ୭୫ ବର୍ଷ ପୁର୍ତି ପାଳନ କରିଥିଲା। ସମ୍ବିଧାନ ଗୃହରେ ସମସ୍ତ ସମ୍ମାନିତ ଅତିଥିଙ୍କ ଉପସ୍ଥିତି ଭାରତର ଗଣତନ୍ତ୍ର ପାଇଁ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ମୁହୂର୍ତ୍ତ ବୋଲି ସେ କହିଥିଲେ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।ଇଣ୍ଡିଆ ଷ୍ଟିଲ 2025 କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
April 24th, 02:00 pm
ଆଜି ଏବଂ ଆଗାମୀ ଦୁଇ ଦିନ ମଧ୍ୟରେ, ଆମେ ଭାରତର ଉଦୀୟମାନ କ୍ଷେତ୍ର ଇସ୍ପାତ କ୍ଷେତ୍ରର ସାମର୍ଥ୍ୟ ଏବଂ ଦକ୍ଷତା ବିଷୟରେ ବ୍ୟାପକ ଆଲୋଚନା କରିବୁ। ଏହା ଏପରି ଏକ କ୍ଷେତ୍ର, ଯାହା ଭାରତର ପ୍ରଗତିର ମେରୁଦଣ୍ଡ, 'ଯାହା ବିକଶିତ ଭାରତ’ ପାଇଁ ଏକ ସୁଦୃଢ଼ ମୂଳଦୁଆ, ଏବଂ ଦେଶରେ ପରିବର୍ତ୍ତନର ଏକ ନୂତନ ଅଧ୍ୟାୟ ସୃଷ୍ଟି କରୁଛି। ଇଣ୍ଡିଆ ଷ୍ଟିଲ୍ 2025 କୁ ମୁଁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ମୋର ବିଶ୍ୱାସ ଅଛି ଯେ ଏହି କାର୍ଯ୍ୟକ୍ରମରେ ନୂତନ ଚିନ୍ତାଧାରା ବାଣ୍ଟିବା, ନୂତନ ଭାଗିଦାରୀ ସୃଷ୍ଟି କରିବା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ନୂତନ ଲଞ୍ଚ ପ୍ୟାଡ୍ ଭାବରେ କାର୍ଯ୍ୟ କରିବ। ଏହା ଇସ୍ପାତ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟର ମୂଳଦୁଆ ପକାଇବ।ଇଣ୍ଡିଆ ଷ୍ଟିଲ 2025 କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 24th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ମୁମ୍ବାଇରେ ଇଣ୍ଡିଆ ଷ୍ଟିଲ୍ 2025 କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ଆଗାମୀ ଦୁଇ ଦିନରେ, ଭାରତର ଉଦୀୟମାନ କ୍ଷେତ୍ର - ଇସ୍ପାତ ଶିଳ୍ପର ସମ୍ଭାବନା ଏବଂ ସୁଯୋଗ ଉପରେ ଆଲୋଚନା ହେବ। ସେ କହିଥିଲେ ଯେ ଏହି କ୍ଷେତ୍ର ଭାରତର ପ୍ରଗତିର ମୂଳଦୁଆ ଗଠନ କରେ, ଏକ ବିକଶିତ ଭାରତର ଭିତ୍ତିଭୂମିକୁ ମଜବୁତ କରେ ଏବଂ ଦେଶରେ ପରିବର୍ତ୍ତନର ଏକ ନୂତନ ଅଧ୍ୟାୟ ଲେଖିଥାଏ। ପ୍ରଧାନମନ୍ତ୍ରୀ ଇଣ୍ଡିଆ ଷ୍ଟିଲ୍ 2025କୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ନୂତନ ଚିନ୍ତାଧାରା ଆଦାନପ୍ରଦାନ, ନୂତନ ସହଭାଗୀତା ଗଠନ ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଲଞ୍ଚପ୍ୟାଡ୍ ଭାବରେ କାର୍ଯ୍ୟ କରିବ ବୋଲି ବିଶ୍ୱାସ ପ୍ରକାଶ କରିଥିଲେ । ସେ ଜୋର ଦେଇ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ ଇସ୍ପାତ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟର ମୂଳଦୁଆ ସ୍ଥାପନ କରିବ।ରିପବ୍ଲିକ ପ୍ଲେନାରୀ ଶିଖର ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 08:05 pm
ଆପଣମାନେ ସବୁ ଥକି ପଡିଥିବେ? ଅର୍ଣ୍ଣବର ଉଚ୍ଚ ଶବ୍ଦ ଯୋଗୁଁ କାନ ନିଶ୍ଚିତ ଭାବେ ଥକି ଯାଇଥିବ। ବସନ୍ତୁ ଅର୍ଣ୍ଣବ, ଏହି ସମୟ ନିର୍ବାଚନର ସମୟ ନୁହେଁ। ସର୍ବ ପ୍ରଥମେ, ମୁଁ ରିପବ୍ଲିକ୍ ଟିଭିକୁ ତା’ର ଅଭିନବ ପ୍ରୟାସ ପାଇଁ ଅନେକ ଧନ୍ୟବାଦ ଦେଉଛି। ଆପଣମାନେ ଯୁବପିଢିକୁ ତ୍ରୂଣମୂଳ ସ୍ତରରେ ସାମିଲ କରି, ଏତେ ବଡ଼ ପ୍ରତିଯୋଗିତା କରାଇ ତାଙ୍କୁ ଏଠାକୁ ନେଇ ଆସିଛନ୍ତି। ଯେତେବେଳେ ଦେଶର ଯୁବବର୍ଗ ଜାତୀୟ ଆଲୋଚନାରେ ସାମିଲ ହୁଅନ୍ତି, ସେତେବେଳେ ବିଚାରରେ ନୂତନତା ଆସେ, ସେ ସମ୍ପୂର୍ଣ୍ଣ ପରିବେଶକୁ ଏକ ନୂତନ ଶକ୍ତିରେ ପରିପୂର୍ଣ୍ଣ କରେ ଏବଂ ଏହି ଶକ୍ତିକୁ ଆମେ ଏବେ ଏଠାରେ ମଧ୍ୟ ଅନୁଭବ କରୁଛୁ। ଏକ ପ୍ରକାରରେ ଆମେ ଯୁବକମାନଙ୍କର ଯୋଗଦାନ ଦ୍ୱାରା ପ୍ରତିବନ୍ଧକ ଗୁଡ଼ିକୁ ପ୍ରତିହତ କରିପାରୁ। ନିର୍ଦ୍ଧାରିତ ସୀମାଠାରୁ ଉପରକୁ ଯାଇପାରୁ, ଏମିତି କୌଣସି ଲକ୍ଷ୍ୟ ନାହିଁ, ଯାହାକୁ ଆମେ ପୂରଣ କରି ନ ପାରୁ। ଏମିତି କୌଣସି ଉଦ୍ଦେଶ୍ୟ ବାକି ରହେ ନାହିଁ ଯାହା ପର୍ଯ୍ୟନ୍ତ ପହଞ୍ଚି ନ ହେବ। ରିପବ୍ଲିକ୍ ଟିଭି ଏହି ସମ୍ମିଳନୀ ପାଇଁ ଏକ ନୂତନ କନ୍ସେପ୍ଟ ଉପରେ କାମ କରିଛି। ମୁଁ ଏହି ସମ୍ମିଳନୀର ସଫଳତା ପାଇଁ ଆପଣମାନଙ୍କୁ ବହୁତ-ବହୁତ ଧନ୍ୟବାଦ ଜଣାଉଛି, ଆପଣଙ୍କୁ ଅଭିନନ୍ଦନ ଜଣାଉଛି। ଏଥିରେ ମୋର ମଧ୍ୟ କିଛି ସ୍ୱାର୍ଥ ନିହିତ ଅଛି, ପ୍ରଥମତଃ ମୁଁ ପୂର୍ବରୁ ଏକ ଲକ୍ଷ ନବଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ଚେଷ୍ଟା ଜାରି ରଖିଛି, ଏବଂ ସେହି ଏକ ଲକ୍ଷ ଯେଉଁମାନେ ତାଙ୍କର ପରିବାରରେ ପ୍ରଥମ ଥିବେ, ଏଥିପାଇଁ ଏହି ସମାରୋହଟି ମୋର ଉଦ୍ଦେଶ୍ୟ ପୂରଣ ପାଇଁ ଭୂମିକା ପ୍ରସ୍ତୁତ କରିବାରେ ସାହାଯ୍ୟ କରୁଛି। ଦ୍ୱିତୀୟଟି, ମୋର ବ୍ୟକ୍ତିଗତ ଲାଭ ଅଟେ, ବ୍ୟକ୍ତିଗତ ଲାଭଟି ହେଉଛି ଯେ 2029ରେ ଯେଉଁମାନେ ଭୋଟ ଦେବାକୁ ଯିବେ, ସେମାନଙ୍କୁ ଜଣାନାହିଁ ଯେ, 2014 ପୂର୍ବରୁ ସାମ୍ପ୍ରତିକ ସମ୍ବାଦପତ୍ରର ହେଡଲାଇନ କିପରି ଥିଲା, ସେମାନେ ଜାଣନ୍ତି ନାହିଁ, 10-10, 12-12 ଲକ୍ଷ କୋଟିର ଘୋଟାଲା ହେଉ ଥିଲା, ସେମାନେ ଜାଣନ୍ତି ନାହିଁ, ଯେତେବେଳେ ସେମାନେ 2029ରେ ଭୋଟ ଦେବାକୁ ଯିବେ, ସେମାନଙ୍କ ସାମ୍ନାରେ ତୁଳନା ପାଇଁ କିଛି ନଥିବ ଏବଂ ଏଥିପାଇଁ ମତେ ସେହି ମାପଦଣ୍ଡରୁ ପାର ହେବାକୁ ହେବ, ଏବଂ ମୋର ଦୃଢ ବିଶ୍ୱାସ ଅଛି, ଯେ ପ୍ରସ୍ତୁତ କରାଯାଇଥିବା ଏହି ଭୂମିକା ସେତେବେଳେ ଏହି କାମକୁ ଶକ୍ତ କରିଦେବ।ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 08:00 pm
ଗୁରୁବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଆୟୋଜିତ ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ । ସମବେତ ଜନତାକୁ ଉଦବୋଧନ ଦେଇ ତୃଣମୂଳସ୍ତରରେ ଯୁବକମାନଙ୍କୁ ସର୍ଜନାତ୍ମକ କାର୍ଯ୍ୟରେ ବିନିଯୋଗ କରି ହାକାଥନ ପ୍ରତିଯୋଗିତା ଆୟୋଜନ କରିଥିବାରୁ ରିପବ୍ଲିକ ଟିଭିକୁ ସେ ଧନ୍ୟବାଦ ଜଣାଇଥିଲେ । ଯେତେବେଳେ ଦେଶର ଯୁବକମାନେ ଜାତୀୟ ସମ୍ପାନରେ ନିଜକୁ ନିୟୋଜିତ କରିଥାନ୍ତି ସେତେବେଳେ ନୂଆ ଆଇଡିଆ ସୃଷ୍ଟି ହୋଇ ସମଗ୍ର ବାତାବରଣକୁ ସେମାନଙ୍କର ଊର୍ଜାରେ ଭରି ଦେଇଥାନ୍ତି । ଏହି ସମିଟରେ ସେହିପ୍ରକାର ଊର୍ଜା ପରିଲକ୍ଷିତ ହୋଇଥିବା ସେ କହିଥିଲେ । ସବୁ ପ୍ରକାର ବାଧାକୁ ଯୁବକମାନଙ୍କ ସମ୍ପୃକ୍ତି ହିଁ ଦୂର କରିଥାଏ ଓ ପ୍ରତି ଲକ୍ଷ୍ୟ ହାସଲ କରିବାକୁ ପ୍ରେରଣା ଦେଇଥାଏ । ଏହି ସମିଟ ପାଇଁ ଏକ ନୂଆ ଚିନ୍ତାଧାରା ନେଇ ରିପବ୍ଲିକ ଟିଭି କାମ କରୁଥିବାରୁ ସେ ପ୍ରଶଂସା କରିଥିଲେ । କୌଣସି ରାଜନୈତିକ ପୃଷ୍ଠଭୂମି ନଥାଇ ଏକ ଲକ୍ଷ ଯୁବକଙ୍କୁ ରାଜନୀତିକୁ ଆଣିବାକୁ ତାଙ୍କ ଚିନ୍ତାଧାରା ରହିଥିବା ସେ କହିଥିଲେ ।ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର: ପ୍ରଧାନମନ୍ତ୍ରୀ
January 17th, 05:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି, ଆନ୍ଧ୍ର ପ୍ରଦେଶର ଲୋକଙ୍କ ହୃଦୟ ଓ ମନରେ ବିଶାଖାପାଟଣା ଷ୍ଟିଲ ପ୍ଲାଣ୍ଟର ସ୍ଥାନ ସ୍ୱତନ୍ତ୍ର । ଶ୍ରୀ ମୋଦୀ କହିଛନ୍ତି, “ଗତକାଲିର କ୍ୟାବିନେଟ ବୈଠକରେ ପ୍ଲାଣ୍ଟ ପାଇଁ ୧୦ ହଜାର କୋଟି ଟଙ୍କାର ଅଂଶଧନ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି ହୋଇଛି ।”ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ସବୁଜ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
September 11th, 10:40 am
ବୈଜ୍ଞାନିକ ଏବଂ ଉଦ୍ଭାବକଗଣ, ଉଦ୍ୟୋଗ ଜଗତର ମୋର ପ୍ରିୟ ସାଥିମାନେ, ମୁଁ ଆପଣସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ସବୁଜ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀରେ ଆପଣଙ୍କୁ ସ୍ୱାଗତ କରିବା ଏକ ଆନନ୍ଦର ବିଷୟ ।ଗ୍ରୀନ୍ ହାଇଡ୍ରୋଜେନ ଉପରେ ଦ୍ୱିତୀୟ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 11th, 10:20 am
ଗ୍ରୀନ୍ ହାଇଡ୍ରୋଜେନ୍ ଉପରେ ଦ୍ୱିତୀୟ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ହାର୍ଦ୍ଦିକ ସ୍ୱାଗତ କରି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ ଏବଂ କହିଥିଲେ ଯେ ବିଶ୍ୱ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି । ଜଳବାୟୁ ପରିବର୍ତ୍ତନ କେବଳ ଭବିଷ୍ୟତର ବିଷୟ ନୁହେଁ ବରଂ ଏହାର ପ୍ରଭାବ ବର୍ତ୍ତମାନ ଅନୁଭବ କରାଯାଇପାରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ବର୍ତ୍ତମାନ କାର୍ଯ୍ୟାନୁଷ୍ଠାନର ସମୟ ଆସିଛି”, ବୋଲି ଶ୍ରୀ ମୋଦୀ କହିଥିଲେ । ସେ ଉଲ୍ଲେଖ କରିଥିଲେ ଯେ ଶକ୍ତି ପରିବର୍ତ୍ତନ ଏବଂ ଦୀର୍ଘସ୍ଥାୟୀ ବିଶ୍ୱ ନୀତି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି ।