16th India-Japan Annual Summit Joint Statement
July 02nd, 10:22 pm
At the 16th India–Japan Annual Summit, PM Modi and Japanese Prime Minister Sanae Takaichi reaffirmed their commitment to advancing the India–Japan Special Strategic and Global Partnership through deeper cooperation in defence, economic security, clean energy, AI, technology, investment and people-to-people ties. The Joint Statement also sets the stage for celebrating the 75th anniversary of India–Japan diplomatic relations next year.ଫ୍ରାନ୍ସର ଏଭିୟନଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 18th, 05:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ଅନ୍ତ ଘଟାଇବା ସହିତ ଏକ ବ୍ୟାପକ କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ପାଇଁ ହୋଇଥିବା ଚୁକ୍ତିରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ପ୍ରୟାସକୁ ପ୍ରଶଂସା କରିଛନ୍ତି । ସେ ହର୍ମୁଜ୍ ପ୍ରଣାଳୀରେ ମୁକ୍ତ ନୌପରିବହନ ଏବଂ ବାଧାମୁକ୍ତ ବାଣିଜ୍ୟ ବଜାୟ ରଖିବା ତଥା ନାବିକମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବାର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି ।Prime Minister meets President of the United Arab Emirates on the sidelines of the G7 Summit
June 17th, 12:38 am
On the sidelines of the G7 Summit in Evian, France, PM Modi met UAE President HH Sheikh Mohamed bin Zayed Al Nahyan. The two leaders reviewed the progress and positive developments in bilateral cooperation and exchanged views on issues of mutual interest. They also called for continued free, safe, and unimpeded navigation, trade and commerce through the Strait of Hormuz.ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ
May 15th, 03:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂଯୁକ୍ତ ଆରବ ଏମିରେଟ୍ସକୁ ସରକାରୀ ଗସ୍ତ କରିଛନ୍ତି। ବିମାନବନ୍ଦରରେ ୟୁଏଇର ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଜାୟେଦ ଅଲ୍ ନହୟାନ ତାଙ୍କୁ ସ୍ୱାଗତ କରିବା ସହ ସେଠାରେ ତାଙ୍କୁ ଭବ୍ୟ ସାମରିକ ସମ୍ମାନ ପ୍ରଦାନ କରାଯାଇଥିଲା।ୟୁଏଇ ଉପରେ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା, ଶାନ୍ତି ଏବଂ ଆଞ୍ଚଳିକ ସ୍ଥିରତା ପାଇଁ ସମର୍ଥନ ଦୋହରାଇଲେ
May 05th, 01:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇ ଉପରେ ହୋଇଥିବା ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି, ଯେଉଁଥିରେ ତିନି ଜଣ ଭାରତୀୟ ନାଗରିକ ଆହତ ହୋଇଛନ୍ତି।Prime Minister receives phone call from President Emmanuel Macron, discusses situation in West Asia and maritime security
April 16th, 10:25 pm
In a telephone call, PM Modi and French President Emmanuel Macron discussed the prevailing situation in West Asia. They agreed on the need to restore safety and ensure freedom of navigation in the Strait of Hormuz. Both leaders reiterated their commitment to close cooperation in advancing peace and stability.ପ୍ରଧାନମନ୍ତ୍ରୀଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟେଲିଫୋନ କଲ
April 14th, 10:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଟେଲିଫୋନ କଲ୍ ପାଇଛନ୍ତି ।