ପ୍ରଧାନମନ୍ତ୍ରୀଙ୍କ ସାଉଦି ଆରବ ଗସ୍ତରୁ ମିଳିଥିବା ସଫଳତାର ତାଲିକା
April 23rd, 02:25 am
୨୨ ଏପ୍ରିଲ ୨୦୨୫ରେ ଜେଦାହରେ ହୋଇଥିବା ଭାରତ-ସାଉଦି ଆରବ ରଣନୀତିକ ସହଭାଗିତା ପରିଷଦ (ଏସ୍ପିସି)ର ଦ୍ୱିତୀୟ ବୈଠକରେ ସହ-ଅଧ୍ୟକ୍ଷତା କରିଥିଲେ ସମ୍ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସାଉଦି ଆରବର ଯୁବରାଜ ତଥା ମହାମହିମ ପ୍ରଧାନମନ୍ତ୍ରୀ ମହମ୍ମଦ ବିନ୍ ସଲମାନ। ଏସ୍ପିସି ଅଧୀନରେ ଥିବା ବିଭିନ୍ନ କମିଟି, ସବ୍ କମିଟି ଓ କାର୍ଯ୍ୟକାରୀ ଗୋଷ୍ଠୀର କାମର ସମୀକ୍ଷା କରିଥିଲା ଏହି ପରିଷଦ ଯେଉଁଥିରେ ରହିଛି ରାଜନୀତି, ପ୍ରତିରକ୍ଷା,ସୁରକ୍ଷା, ବାଣିଜ୍ୟ, ପୁଂଜି ନିବେଶ, ଶକ୍ତି, ଟେକ୍ନୋଲଜି, କୃଷି, ସଂସ୍କୃତି ଓ ଦୁଇ ଦେଶର ନାଗରିକଙ୍କ ମଧ୍ୟରେ ଥିବା ସଂପର୍କ। ଏହି ଆଲୋଚନା ପରେ ଦୁଇର ନେତା ବୈଠକର କାର୍ଯ୍ୟ ବିବରଣୀରେ ସ୍ୱାକ୍ଷର କରିଥିଲେ।ଭାରତ-ସାଉଦି ଆରବ ଷ୍ଟ୍ରାଟେଜିକ ପାର୍ଟନରସିପ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
April 23rd, 02:20 am
ଚଳିତବର୍ଷ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜେଦାହ ରୟାଲ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ସାଉଦି କ୍ରାଉନ ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ସଲମାନ ।ସାଉଦି ଆରବର ଜେଦ୍ଦାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
April 22nd, 04:29 pm
ସାଉଦି ଆରବର ଜେଦ୍ଦାରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାଉଦି ଆକାଶ ମାର୍ଗରେ ପ୍ରବେଶ କରିବା ପରେ ସାଉଦି ବାୟୁସେନାର ବିମାନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନକୁ ସୁରକ୍ଷା ଦେଇ ଜେଦ୍ଦା ଅଭିମୁଖେ ଯାତ୍ରା କରିଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜେଦ୍ଦାରେ ଭବ୍ୟ ସ୍ୱାଗତ କରାଯାଇଥିଲା । ସେ ସାଉଦି ଆରବରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
February 14th, 04:57 am
ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ ଓ ଆତିଥେୟତା ପ୍ରଦର୍ଶନ କରିଥିବାରୁ ସେ ସର୍ବପ୍ରଥମେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଥିଲେ । ଭାରତ ଓ ଆମେରିକାର ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୂତ କରିଥିବାରୁ ଟ୍ରମ୍ପଙ୍କ ନେତୃତ୍ୱକୁ ମୋଦୀ ଧନ୍ୟବାଦ ଜ୍ଞାପନ କରିଥିଲେ ।The foundation of India - France friendship is based on the spirit of deep trust, innovation, & public welfare: PM at India-France CEO Forum, Paris
February 12th, 12:45 am
Giving a boost to business ties between India and France, PM Modi and President Macron attended the CEO Forum in Paris. The PM highlighted India's rise as a global economic powerhouse fueled by stability, reforms and innovation.ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ
February 12th, 12:25 am
ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ଉଭୟ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବେ ଉଦବୋଧନ ଦେଇଛନ୍ତି । ଏହି ଫୋରମରେ ଉଭୟ ପକ୍ଷର ବିଭିନ୍ନ କମ୍ପାନୀର ଏକାଧିକ ସିଇଓ ଯୋଗ ଦେଇଥିଲେ । ଏହି ଅବସରରେ ପ୍ରତିରକ୍ଷା, ମହାକାଶ, ବିକଶିତ ପ୍ରଯୁକ୍ତି ବିଦ୍ୟା, ଭିତ୍ତିଭୂମି, କୃତ୍ରିମ ବୁଦ୍ଧିମତା, ଜୀବ ବିଜ୍ଞାନ, ଜୀବନଶୈଳୀ, ଖାଦ୍ୟ ଓ ଆତିଥେୟତା ପରି ବିଭିନ୍ନ ବିଭାଗ ଉପରେ ଆଲୋକପାତ କରାଯାଇଥିଲା ।ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 25th, 01:00 pm
ଭାରତର ପ୍ରଥମ ସାଧାରଣତନ୍ତ୍ର ଦିବସରେ ଇଣ୍ଡୋନେସିଆ ମୁଖ୍ୟ ଅତିଥି ଥିଲା ଏବଂ ଏହା ଆମ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ, ଆମେ ଆମର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ, ପୁଣି ଥରେ ଇଣ୍ଡୋନେସିଆ ଏହି ଗୁରୁତ୍ୱପୂର୍ଣ୍ଣ ଅବସରର ଏକ ଅଂଶ ଭାବରେ ରହିଛି । ଏହି ଅବସରରେ ମୁଁ ରାଷ୍ଟ୍ରପତି ପ୍ରବୋଓଙ୍କୁ ଭାରତରେ ସ୍ୱାଗତ କରୁଛି ।ଜର୍ମାନୀ ଚାନସେଲରଙ୍କ ସହିତ ସଂଯୁକ୍ତ ପ୍ରେସ୍ ବାର୍ତ୍ତାରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବକ୍ତବ୍ୟ
October 25th, 01:50 pm
ପ୍ରଥମେ ମୁଁ ଚାନସେଲର ସୋଲଜ ଏବଂ ତାଙ୍କ ପ୍ରତିନିଧି ଦଳଙ୍କୁ ଭାରତରେ ସ୍ୱାଗତ କରୁଛି । ମୁଁ ଖୁସିଯେ ବିଗତ ଦୁଇ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଛି ।ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
September 05th, 09:00 am
ଭବ୍ୟ ସ୍ୱାଗତ ପାଇଁ ମୁଁ ଆପଣଙ୍କୁ ବହୁତ ଧନ୍ୟବାଦ ଜଣାଉଛି । ଆପଣ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ହେଉଛି ଆମର ପ୍ରଥମ ସାକ୍ଷାତ । ଆପଣଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମୋର ବିଶ୍ୱାସ ଯେ ୪ଜି ନେତୃତ୍ୱରେ ସିଙ୍ଗାପୁର ଅଧିକ ଦ୍ରୁତ ଗତିରେ ଅଗ୍ରଗତି କରିବ ।ବ୍ରୁନେଇର ସୁଲତାନ ହାଜି ହସନାଲ ବୋଲକିଆଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 04th, 12:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବନ୍ଦର ସେରୀ ବେଗାୱାନର ଇସ୍ତାନା ନୁରୁଲ ଇମାନରେ ପହଞ୍ଚିଥିଲେ, ଯେଉଁଠାରେ ତାଙ୍କୁ ବ୍ରୁନେଇର ମହାମହିମ ସୁଲତାନ ହାଜି ହସନାଲ ବୋଲକିଆ ଉତ୍ସାହର ସହ ସ୍ୱାଗତ କରିଥିଲେ ।ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ ବିବୃତ୍ତି
May 24th, 06:41 am
ଅଷ୍ଟ୍ରେଲିଆ ଗସ୍ତ ସମୟରେ ମୋତେ ଏବଂ ମୋର ପ୍ରତିନିଧିମାନଙ୍କୁ ଦିଆଯାଇଥିବା ଆତିଥ୍ୟ ଏବଂ ଆଦର-ସତ୍କାର ପାଇଁ ମୁଁ ଅଷ୍ଟ୍ରେଲିଆର ଲୋକମାନଙ୍କୁ ଏବଂ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କୁ ହୃଦୟର ସହିତ ଧନ୍ୟବାଦ ଜଣାଉଛି । ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଆଲବାନିଜଙ୍କ ଭାରତ ଗସ୍ତର ଦୁଇ ମାସ ମଧ୍ୟରେ ମୁଁ ଏଠାକୁ ଆସିଛି । ଗତ ଏକ ବର୍ଷ ମଧ୍ୟରେ ଏହା ହେଉଛି ଆମର ଷଷ୍ଠ ସାକ୍ଷତ ବୈଠକ।ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭର ଭାରତ ଉପରେ ଆୟୋଜିତ ସେମିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 27th, 05:11 pm
ଭାରତରେ ପ୍ରତିରକ୍ଷା ଉତ୍ପାଦନ ସହ ଜଡ଼ିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ଆଜି ଏଠାରେ ଉପସ୍ଥିତ ଥିବା ଦେଖି ମୁଁ ଆନନ୍ଦିତ। ଏହି ସେମିନାର ଆୟୋଜନ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ମହାଶୟ ଏବଂ ତାଙ୍କର ସମସ୍ତ ସହଯୋଗୀମାନଙ୍କୁ ମୁଁ ଅନେକ ଅନେକ ଶୁଭକାମନା ଜଣାଉଛି। ଆଜି ଏଠାରେ ଅନୁଷ୍ଠିତ ଏହି ମନ୍ଥନରୁ ଯେଉଁ ଫଳାଫଳ ମିଳିବ, ତାହା ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତା ନିମନ୍ତେ ଆମର ପ୍ରୟାସକୁ ଆହୁରି ଶକ୍ତି ଓ ଗତି ପ୍ରଦାନ କରିବ। ଆପଣମାନେ ଯେଉଁ ପରାମର୍ଶ ଦେଇଛନ୍ତି, ବିଚାରବିମର୍ଶ କରିଛନ୍ତି ତାହା ଆଗାମୀ ଦିନରେ ବିଶେଷ ଉପକାରସିଦ୍ଧ ହେବ।ପ୍ରତିରକ୍ଷା ବିନିର୍ମାଣ କ୍ଷେତ୍ରରେ ଆତ୍ମନିର୍ଭର ଭାରତ ସେମିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 27th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରତିରକ୍ଷା ମାନୁଫାକ୍ଚରିଂରେ ଆତ୍ମନିର୍ଭର ଭାରତ ଉପରେ ଆୟୋଜିତ ସେମିନାରକୁ ସମ୍ବୋଧିତ କରିଛନ୍ତି । ପ୍ରତିରକ୍ଷା ମାନୁଫାକ୍ଚରିଂ (ବିନିର୍ମାଣ)ରେ ଆତ୍ମନିର୍ଭର ହେବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ କହିଲେ, ପ୍ରତିରକ୍ଷା ଉତ୍ପାଦନକୁ ତ୍ୱରାନ୍ୱିତ କରିବା, ନୂଆ ଟେକ୍ନୋଲୋଜିର ବିକାଶ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଘରୋଇ କମ୍ପାନୀଙ୍କ ଭୂମିକାକୁ ଗୁରୁତ୍ୱ ଦେବା ଆମର ଲକ୍ଷ୍ୟ ।ସାଉଦୀ ଆରବ ସହ ରଣନୈତିକ ଭାଗିଦାରୀ ପରିଷଦ ରାଜିନାମା ଦ୍ୱାରା ଉଭୟ ପକ୍ଷ ମଧ୍ୟରେ ସମ୍ପର୍କ ସୁଦୃଢ଼ ହେବ: ପ୍ରଧାନମନ୍ତ୍ରୀ
October 29th, 11:08 am
ସାଉଦୀ ଆରବ ସହ ରଣନୈତିକ ଭାଗିଦାରୀ ପରିଷଦ ରାଜିନାମା ଫଳରେ ଉଭୟ ଦେଶ ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ କରିଛନ୍ତି ।