ଭାରତ-ସେଶେଲ୍ସ ଭାଗିଦାରୀ: ଉନ୍ନତ ଆପୋସ ସମ୍ପର୍କ ମାଧ୍ୟମରେ ଦୀର୍ଘସ୍ଥାୟିତ୍ୱ, ଆର୍ଥିକ ବିକାଶ ତଥା ସୁରକ୍ଷା ସୁଦୃଢ଼ୀକରଣର ମିଳିତ ରୂପରେଖ

February 09th, 03:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେଶେଲ୍ସ ଗଣରାଜ୍ୟର ରାଷ୍ଟ୍ରପତି ଡକ୍ଟର ପାଟ୍ରିକ୍ ହର୍ମିନି ୫ ରୁ ୧୦ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି।

ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 09th, 01:00 pm

ରାଷ୍ଟ୍ରପତି ହର୍ମିନି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି ।

List of Outcomes: Official visit of the Prime Minister to Malaysia

February 08th, 11:05 am

The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.

22ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

October 25th, 09:48 am

ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 26 ଅକ୍ଟୋବର, 2025 ରେ 22ତମ ଆସିଆନ - ଭାରତ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେବେ । ଆମର ଆକ୍ଟ ଇଷ୍ଟ ପଲିସି ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଦୃଷ୍ଟିକୋଣ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ଆସିଆନ ନେତାମାନଙ୍କ ସହ ଆସିଆନ-ଭାରତ ସମ୍ପର୍କର ଅଗ୍ରଗତିର ମିଳିତ ସମୀକ୍ଷା କରିବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି

August 19th, 07:34 pm

ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ଶ୍ରୀ ୱାଙ୍ଗ ୟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା

August 05th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

India and Mauritius are natural partners in the field of maritime security: PM Modi

February 29th, 01:15 pm

Prime Minister Narendra Modi and Prime Minister of Mauritius, H.E. Mr Pravind Jugnauth jointly inaugurated the new Airstrip and St. James Jetty along with six community development projects at the Agalega Island in Mauritius via video conferencing today. The inauguration of these projects is a testimony to the robust and decades-old development partnership between India and Mauritius and will fulfil the demand for better connectivity between mainland Mauritius and Agalega, strengthen maritime security and foster socio-economic development.

ମରିସସର ଅଗଲେଖା ଦ୍ୱୀପରେ ନିର୍ମିତ ଏକ ଏୟାର ଷ୍ଟ୍ରିପ ଓ ଜେଟ୍ଟି ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଉଦ୍‌ଘାଟିତ

February 29th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ମରିସସ ପ୍ରତିପକ୍ଷ ଶ୍ରୀ ପ୍ରବିନ୍ଦ ଜଗନ୍ନାଥ ମିଳିତଭାବେ ସେଠାକାର ଅଗଲେଖା ଦ୍ୱୀପରେ ନବନିର୍ମିତ ଏକ ଏୟାର ଷ୍ଟ୍ରିପ୍ ଓ ସେଣ୍ଟ ଜେମ୍‌ସ ଜେଟ୍ଟିକୁ ଭିଡିଓ କନ୍‌ଫରେନ୍ସି ବ୍ୟବସ୍ଥାରେ ଆଜି ଉଦ୍‌ଘାଟନ କରିଛନ୍ତି । ଏହା ସହିତ ଅଗଲେଖା ଦ୍ୱୀପରେ ନିର୍ମିତ ଛ’ଟି ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ମଧ୍ୟ ଦୁଇ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମିଳିତଭାବେ ଉଦ୍‌ଘାଟିତ ହୋଇଛି ।

ଶ୍ରୀଲଙ୍କା ଏବଂ ମରିସସ୍‌ରେ ୟୁପିଆଇ ସେବାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 12th, 01:30 pm

ଭାରତ ମହାସାଗର କ୍ଷେତ୍ରର ତିନୋଟି ବନ୍ଧୁ ରାଷ୍ଟ୍ର ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର । ଆମର ଦୀର୍ଘଦିନର ଐତିହାସିକ ସମ୍ପର୍କକୁ ବୃଦ୍ଧି କରିବା ପାଇଁ ଆମେ ଆଧୁନିକ ଡିଜିଟାଲ୍ ସଂଯୋଗ ସ୍ଥାପନ କରୁଛୁ । ଏହି ପଦକ୍ଷେପ ଜନସାଧାରଣଙ୍କ ପ୍ରଗତି ପ୍ରତି ଆମର ଅତୁଟ ସମର୍ପଣକୁ ଦର୍ଶାଉଛି । ଫିନଟେକ୍ ଯୋଗାଯୋଗ ମାଧ୍ୟମରେ ଆମେ କେବଳ ସୀମାପାର କାରବାରକୁ ବୃଦ୍ଧି କରିବାକୁ ନୁହେଁ , ବରଂ ସୀମାରେ ପାରସ୍ପରିକ ସମ୍ପର୍କକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖିଛୁ । ୟୁପିଆଇ ନାମରେ ପରିଚିତ ଭାରତର ୟୁନିଫାଇଡ୍ ପେମେଣ୍ଟ୍ ଇଣ୍ଟରଫେସ୍ ଏବେ ଏକ ନୂଆ ଭୂମିକା ନିର୍ବାହ କରୁଛି , ଅର୍ଥାତ୍ ୟୁନିଟିଂ ପାର୍ଟନର୍ସ ୱିଥ ଇଣ୍ଡିଆ (ଭାରତ ସହିତ ଭାଗୀଦାରୀକୁ ଏକାଠି କରିବା ) ଆରମ୍ଭ କରୁଛି ।

ମରିସସ୍ ପ୍ରଧାନମନ୍ତ୍ରୀ ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ଭାବେ ୟୁପିଆଇ ସେବା ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

February 12th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ରାଷ୍ଟ୍ରପତି ଶ୍ରୀ ରାନିଲ ବିକ୍ରମସିଂହେ ଏବଂ ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବୀନ୍ଦ ଜୁଗନାଥଙ୍କ ସହ ମିଳିତ ଭାବେ ଶ୍ରୀଲଙ୍କା ଏବଂ ମରିସସରେ ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ସେବା ଏବଂ ମରିସସରେ ରୁପେ କାର୍ଡ ସେବାର ଶୁଭାରମ୍ଭ କରିଛନ୍ତି ।

ଆମେରିକାର ବୈଦେଶିକ ଏବଂ ପ୍ରତିରକ୍ଷା ସଚିବଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

November 10th, 08:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆମେରିକାର ବୈଦେଶିକ ସଚିବ ମହାମହିମ ଶ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ଏବଂ ପ୍ରତିରକ୍ଷା ସଚିବ ମହାମହିମ ଶ୍ରୀ ଲଏଡ୍ ଅଷ୍ଟିନ ସାକ୍ଷାତ କରିଛନ୍ତି ।

ପରିଣାମର ଫଳାଫଳ : ତାଞ୍ଜାନିଆ ସଂଯୁକ୍ତ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ସାମିଆ ସୁଲୁହୁ ହସନଙ୍କ ଭାରତକୁ ରାଜକୀୟ ଯାତ୍ରା (8-10 ଅକ୍ଟୋବର 2023)

October 09th, 07:00 pm

ଡିଜିଟାଲ୍ ରୂପାନ୍ତରଣ ପାଇଁ ଜନସଂଖ୍ୟା ଆଧାରରେ ସଫଳ ଡିଜିଟାଲ୍ ସମାଧାନ ଆଦାନ ପ୍ରଦାନ କ୍ଷେତ୍ରରେ ସହଯୋଗ ପାଇଁ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏବଂ ୟୁନାଇଟେଡ୍ ରିପବ୍ଲିକ୍ ଅଫ୍ ତାଞ୍ଜାନିଆର ସୂଚନା, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ମଧ୍ୟରେ ରାଜିନାମା

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ- ମାଳଦ୍ୱୀପ ମଧ୍ୟରେ ଜାରି ମିଳିତ ବିବୃତି

August 02nd, 10:18 pm

ମାଳଦ୍ୱୀପ ପ୍ରଜାତନ୍ତ୍ରର ରାଷ୍ଟ୍ରମତି ମହାମହିମ ଶ୍ରୀ ଇବ୍ରାହିମ୍ ମହମ୍ମଦ ସୋଲିହ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆମନ୍ତ୍ରଣ କ୍ରମେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଜୋସେଫ ଆର ବାଇଡେନଙ୍କ ମଧ୍ୟରେ ଭର୍ଚୁଆଲ୍ ଆଲୋଚନା

April 10th, 09:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଏପ୍ରିଲ ୨୦୨୨ ତାରିଖ ଦିନ ଆମେରିକାର ରାଷ୍ଟ୍ରପତି ଜୋସେଫ ଆର ବାଇଡେନଙ୍କ ସହ ଏକ ଭର୍ଚୁଆଲ ବୈଠକ କରିବେ । ଦୁଇ ନେତା ଜାରିଥିବା ଦ୍ୱିପାକ୍ଷିକ ସହଯୋଗ ଏବଂ ନିକଟରେ ଦକ୍ଷିଣ ଏସିଆ, ଇଣ୍ଡୋ-ପାସିଫିକ୍‍ ଅଞ୍ଚଳ ଏବଂ ଆର୍ନ୍ତଜାତୀୟ ସ୍ଥିତି ସଂକ୍ରାନ୍ତରେ ଆଲୋଚନା କରିବେ । ଆର୍ନ୍ତଜାତିକ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବା ଲକ୍ଷ୍ୟରେ ଏହି ଭର୍ଚୁଆଲ୍ ବୈଠକ ଉଭୟ ପକ୍ଷକୁ ସେମାନଙ୍କର ନିୟମିତ ଏବଂ ଉଚ୍ଚ ସ୍ତରୀୟ ଯୋଗଦାନ ଜାରି ରଖିବାକୁ ସକ୍ଷମ କରିବ ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବର୍ଷ 2021 ର 21ଟି ସ୍ୱତନ୍ତ୍ର ଫଟୋ

December 31st, 11:59 am

ବର୍ଷ 2021 ଶେଷ ହେବାକୁ ଯାଉଥିବାବେଳେ, ଏଠାରେ ନଜର ପକାନ୍ତୁ ବର୍ଷ 2021 ର ପ୍ରଧାନମନ୍ତ୍ରୀ ମୋଦୀଙ୍କ କିଛି ସ୍ୱତନ୍ତ୍ର ଫଟୋ ।