ତାମିଲ କବି ସୁବ୍ରମଣ୍ୟମ ଭାରତୀଙ୍କ ସମ୍ପୂର୍ଣ୍ଣ ରଚନା ଗୁଡିକର ସଂକଳନ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 02:00 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ରାଓ ଇନ୍ଦ୍ରଜିତ୍ ସିଂ, ଏଲ୍ ମୁରୁଗାନ୍ ଜୀ ଏବଂ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାହିତ୍ୟ ସେଭି, ସିନି ବିଶ୍ୱନାଥନ ଜୀ, ପ୍ରକାଶକ ଭି ଶ୍ରୀନିବାସନ ଜୀ ଏବଂ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଭଦ୍ର..... ମହିଳା ଏବଂ ଭଦ୍ର ମାନେ।PM Modi releases compendium of complete works of great Tamil poet Subramania Bharati
December 11th, 01:30 pm
PM Modi released the compendium of complete works of great Tamil poet and freedom fighter Subramania Bharati at 7, Lok Kalyan Marg. The Prime Minister lauded the extraordinary, unprecedented and tireless work of six decades for the compilation of 'Kaala Varisaiyil Bharathiyar Padaippugal' in 21 volumes. He added that the hard work of Seeni Vishwanathan ji was such a penance, which will benefit many generations to come.ମହାକବି ଭରଥିଆର ସୁବ୍ରମଣ୍ୟ ଭାରତୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି ପ୍ରଧାନମନ୍ତ୍ରୀ
December 11th, 11:03 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାକବି ଭରଥିଆର ସୁବମଣ୍ୟ ଭାରତୀଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀ ସୁବ୍ରମଣ୍ୟମ ଭାରତୀଙ୍କୁ ତାଙ୍କର ୧୦୦ ତମ ପୁଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
September 11th, 11:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାକବି ସୁବ୍ରମଣ୍ୟମ ଭାରତୀଙ୍କୁ ତାଙ୍କର ୧୦୦ ତମ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ସୁବ୍ରମଣ୍ୟମ ଭାରତୀଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
December 11th, 10:44 am
“ମହାନ ସୁବ୍ରମଣ୍ୟମ ଭାରତୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ସ୍ମରଣ କରୁଛି । ସମ୍ମାନର ସହ ସେ ‘ମହାକବି ଭାରତିଆର’ ଭାବେ ଜଣାଶୁଣା । ସେ ହେଉଛନ୍ତି ଦେଶଭକ୍ତି, ସମାଜ ସଂସ୍କାର, ଅସାଧାରଣ କବିତ୍ୱ, ସ୍ୱାଧୀନତା ଓ ଅଦମ୍ୟ ଉତ୍ସାହର ପ୍ରତୀକ । ତାଙ୍କ ଭାବନା ଏବଂ କାର୍ଯ୍ୟ ଆମକୁ ପ୍ରେରଣା ପ୍ରଦାନ କରି ଚାଲିଛି।