ସୁବ୍ରମଣିଆ ଭାରତୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 11th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କବି ତଥା ଲେଖକ ସୁବ୍ରମଣିଆ ଭାରତୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।୧୧ ଡିସେମ୍ବର ୨୦୨୪ରେ ତାମିଲ କବି ତଥା ସ୍ୱାଧିନତା ସଂଗ୍ରାମୀ ସୁବ୍ରମଣିଆ ଭାରତୀଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟ ସଂକଳନ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ
December 10th, 05:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର, ଦିନ ପ୍ରାୟ ୧ଟା ସମୟରେ ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ ମାର୍ଗରେ ତାମିଲ କବି ତଥା ସ୍ୱାଧୀନତା ସଂଗ୍ରାମୀ ସୁବ୍ରମଣିଆ ଭାରତୀଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟଗୁଡିକର ସଂକଳନ ଉନ୍ମୋଚନ କରିବେ ।