Bihar doesn't need ‘Katta Sarkar’: PM Modi in Sitamarhi

November 08th, 11:15 am

PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.

Unstoppable wave of support as PM Modi addresses rallies in Sitamarhi and Bettiah, Bihar

November 08th, 11:00 am

PM Modi today addressed large and enthusiastic gatherings in Sitamarhi and Bettiah, Bihar, seeking blessings in the sacred land of Mata Sita and highlighting the deep connection between faith and nation-building. Recalling the events of November 8, 2019, when he had prayed for a favourable Ayodhya verdict before heading for an inauguration the following day, he said he had now come to Sitamarhi to seek the people’s blessings for a Viksit Bihar.

ଫିଜିର ପ୍ରଧାନମନ୍ତ୍ରୀ ସିଟିବେନି ରାବୁକାଙ୍କ ଭାରତ ଗସ୍ତର ପ୍ରଭାବ

August 25th, 01:58 pm

ଫିଜିରେ ଏକ ସୁପର-ସ୍ପେଶାଲିଟି ହସ୍ପିଟାଲର ଡିଜାଇନ୍, ନିର୍ମାଣ, କମିଶନିଂ, ପରିଚାଳନା ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ଏବଂ ଫିଜି ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ।

ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨,୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ

July 31st, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଥିବା କେନ୍ଦ୍ର କ୍ୟାବିନେଟ ଆଜି ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨୦୨୫-୨୬ ରୁ ୨୦୨୮-୨୯ ପର୍ଯ୍ୟନ୍ତ ଚାରି ବର୍ଷ ପାଇଁ ୨୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ, ୨୦୨୫-୨୬ ଆର୍ଥିକ ବର୍ଷରୁ ପ୍ରତିବର୍ଷ ୫୦୦ କୋଟି ଟଙ୍କାର ଅନୁଦାନ ସହାୟତା ପ୍ରଦାନ କରାଯିବ।

India is a supporter and a fellow traveller in Ghana’s journey of nation building: PM Modi

July 03rd, 12:32 am

PM Modi and President Mahama of Ghana attended joint press meet. In his remarks, PM Modi thanked the President for the warm welcome given to him. Both the leaders have decided to elevate the bilateral relationship into a Comprehensive Partnership”. The PM remarked that shared beliefs, struggles, and a shared dream for an inclusive future lie at the heart of the friendship between India and Ghana.

ଗୁଜରାଟ ନବସାରିରେ ଲକ୍ଷପତି ଦିଦିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ କଥୋପକଥନ

March 08th, 11:00 pm

ମହିଳା ଦିବସରେ ଆମକୁ ଯେଉଁ ସମ୍ମାନ ମିଳିଛି, ସେଥିରେ ଆମେ ବହୁତ ଖୁସି

ଗୁଜରାଟ ନବସାରିରେ ଲକ୍ଷପତି ଦିଦିଙ୍କ ସହିତ କଥା ହେଲେ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 08th, 10:32 pm

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ଗୁଜରାଟ ନବସାରିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷପତି ଦିଦିମାନଙ୍କ ସହିତ ମନ ଖୋଲି କଥା ହୋଇଛନ୍ତି। ଏହି ଅବସରରେ ସେ ମହିଳାସଶକ୍ତିକରଣ ଓ ସମାଜ ପ୍ରତି ମହିଳାଙ୍କ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 23rd, 11:00 am

ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।

ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 23rd, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।

ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 03:30 pm

ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ

November 25th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।

Maharashtra needs a Mahayuti government with clear intentions and a spirit of service: PM Modi in Solapur

November 12th, 05:22 pm

PM Modi addressed a public gathering in Solapur, Maharashtra, highlighting BJP’s commitment to Maharashtra's heritage, middle-class empowerment, and development through initiatives that respect the state's legacy.

PM Modi addresses public meetings in Chimur, Solapur & Pune in Maharashtra

November 12th, 01:00 pm

Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.

Ek Hain To Safe Hain: PM Modi in Nashik, Maharashtra

November 08th, 12:10 pm

A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.

Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra

November 08th, 12:05 pm

A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”

PM Modi addresses public meetings in Dhule & Nashik, Maharashtra

November 08th, 12:00 pm

A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.

ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 03rd, 09:35 am

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍‌,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,

କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

August 03rd, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।

ଜାତୀୟ ମାନଚିତ୍ରରେ ଶ୍ରାବସ୍ତିକୁ ଏକ ସ୍ୱତନ୍ତ୍ର ପରିଚୟ ଦେବା ପାଇଁ ପ୍ରୟାସ ଚାଲିଛି: ୟୁପିର ଶ୍ରାବସ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ

May 22nd, 12:45 pm

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ୟୁପିର ଶ୍ରାବସ୍ତିରେ ନିଜର ସ୍ୱତନ୍ତ୍ର ଉପସ୍ଥିତି ଜାହିର କରିଥିଲେ ଏବଂ ବିରୋଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେ 'ବିକଶିତ ଉତ୍ତରପ୍ରଦେଶ' ପାଇଁ ତାଙ୍କର ଅତୁଟ ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରର ଉନ୍ନତି ପାଇଁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ଅନୁରୋଧ କରିଥିଲେ ।

ଆଜି ବିଶ୍ୱ ସ୍ତରରେ ଭାରତର ମର୍ଯ୍ୟାଦା ଓ ସମ୍ମାନ ଯଥେଷ୍ଟ ବୃଦ୍ଧି ପାଇଛି: ବସ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ

May 22nd, 12:35 pm

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ୟୁପିର ବସ୍ତିରେ ନିଜର ସ୍ୱତନ୍ତ୍ର ଉପସ୍ଥିତି ଜାହିର କରିବା ସହ ବିରୋଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେ 'ବିକଶିତ ଉତ୍ତରପ୍ରଦେଶ' ପାଇଁ ତାଙ୍କର ଅତୁଟ ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରର ଉନ୍ନତି ପାଇଁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ଅନୁରୋଧ କରିଥିଲେ ।