ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 11th, 04:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।