ବିଶିଷ୍ଟ ଅଭିନେତ୍ରୀ ସୁଲୋଚନାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

June 04th, 10:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଅଭିନେତ୍ରୀ ସୁଲୋଚନାଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ କାର୍ଯ୍ୟ ମାଧ୍ୟମରେ ସେ ସର୍ବଦା ଜୀବନ୍ତ ରହିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ପ୍ରଖ୍ୟାତ ମରାଠୀ ଲବଣୀ ଗାୟକ ସୁଲୋଚନା ତାଇ ଚାଭନଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

December 10th, 06:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ମରାଠୀ ଲବଣୀ ଗାୟକ ସୁଲୋଚନା ତାଇ ଚାଭନଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।