Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।‘ପରୀକ୍ଷା ପେ ଚର୍ଚ୍ଚା 2025 "କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
February 10th, 11:30 am
ଛାତ୍ର: ଆମେ ପରୀକ୍ଷା ପେ ଚର୍ଚ୍ଚା ପାଇଁ ବହୁତ ଉତ୍ସାହିତ ଅଛୁ।ପରୀକ୍ଷା ପେ ଚର୍ଚ୍ଚା 2025ରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମତ ବିନିମୟ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ପରୀକ୍ଷା ପେ ଚର୍ଚ୍ଚା (ପିପିସି) ର ଅଷ୍ଟମ ସଂସ୍କରଣ ଅବସରରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିଛନ୍ତି । ସାରା ଦେଶର ଛାତ୍ରଛାତ୍ରୀମାନଙ୍କ ସହ ଏକ ଅନୌପଚାରିକ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ଅନେକ ବିଷୟ ଉପରେ ଆଲୋଚନା କରିଥିଲେ। ସେ ରାଶି ଲଡ଼ୁ ବଣ୍ଟନ କରିଥିଲେ ଯାହା ପାରମ୍ପରିକ ଭାବରେ ଶରୀରକୁ ଉଷ୍ମ ରଖିବା ପାଇଁ ଶୀତଦିନେ ପରିବେଷଣ କରାଯାଏ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।ବାରଣାସୀରେ ଆର ଜେ ଶଙ୍କରା ନେତ୍ର ଚିକିତ୍ସାଳୟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 02:21 pm
ଶ୍ରୀ କାଞ୍ଚି କାମକୋଟି ପୀଠରେ ଶଙ୍କରାଚାର୍ଯ୍ୟ ଜୀ, ପୂଜ୍ୟ ଜଗତଗୁରୁ ଶ୍ରୀ ଶଙ୍କର ବିଜୟେନ୍ଦ୍ର ସରସ୍ୱତୀ ଜୀ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦି ବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଯୋଗୀ ଆଦିତ୍ୟନାଥ ଜୀ, ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଶଙ୍କରା ନେତ୍ର ଫାଉଣ୍ଡେସନର ଆର ବି ରମଣି ଜୀ, ଡାକ୍ତର ଏସ.ବି. ବାଲସୁଭ୍ରମଣ୍ୟମ୍ ଜୀ, ଶ୍ରୀ ମୂରଲୀ କୃଷ୍ଣମୂର୍ତ୍ତୀ ଜୀ, ରେଖା ଝୁନଝୁନୱାଲା ଜୀ ସଂସ୍ଥା ସହ ଜଡିତ ଅନ୍ୟ ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ହସ୍ପିଟାଲର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 20th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିଛନ୍ତି। ବିଭିନ୍ନ ଚକ୍ଷୁ ଅବସ୍ଥା ପାଇଁ ଡାକ୍ତରଖାନା ବିସ୍ତୃତ ପରାମର୍ଶ ଏବଂ ଚିକିତ୍ସା ପ୍ରଦାନ କରିଥାଏ। ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀରେ ଶ୍ରୀ ମୋଦୀ ମଧ୍ୟ ପରିଦର୍ଶନ କରିଥିଲେ।କଂଗ୍ରେସ ଓ ଏହାର ସହଯୋଗୀ ଦଳମାନେ ଦେଶର ୬୦ ବର୍ଷ ନଷ୍ଟ କରିଛନ୍ତି: ବିହାରର ଚମ୍ପାରଣରେ ପ୍ରଧାନମନ୍ତ୍ରୀ ମୋଦୀ
May 21st, 11:30 am
ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଚମ୍ପାରଣଠାରେ ଏକ ଉତ୍ସାହଜନକ ଜନସଭାକୁ ସମ୍ବୋଧିତ କରି ତାଙ୍କ ନେତୃତ୍ୱରେ ଭାରତ ଗ୍ରହଣ କରିଥିବା ପରିବର୍ତନଶୀଳ ଯାତ୍ରା ଏବଂ ଏହି ଗତିଜାରି ରଖିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ, ବିଶେଷ କରି ଇଣ୍ଡି ମେଣ୍ଟର ବିଫଳତାକୁ ପଦାରେ ପକାଇବା ସହିତ ତାଙ୍କ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସଫଳତା ଉପରେ ଆଲୋକପାତ କରିଥିଲେ।ବିହାରର ଚମ୍ପାରଣ ଓ ମହାରାଜଗଞ୍ଜରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 21st, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଚମ୍ପାରଣ ଏବଂ ମହାରାଜଗଞ୍ଜରେ ଉତ୍ସାହଜନକ ଜନସଭାକୁ ସମ୍ବୋଧିତ କରି ତାଙ୍କ ନେତୃତ୍ୱରେ ଭାରତ ଗ୍ରହଣ କରିଥିବା ପରିବର୍ତନଶୀଳ ଯାତ୍ରା ଏବଂ ଏହି ଗତିଜାରି ରଖିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ, ବିଶେଷ କରି ଇଣ୍ଡି ମେଣ୍ଟର ବିଫଳତାକୁ ପଦାରେ ପକାଇବା ସହିତ ତାଙ୍କ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସଫଳତା ଉପରେ ଆଲୋକପାତ କରିଥିଲେ।India is poised to continue its trajectory of success: PM Modi
November 17th, 08:44 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.PM Modi addresses Diwali Milan programme at BJP HQ, New Delhi
November 17th, 04:42 pm
Speaking at the BJP's Diwali Milan event at the party's headquarters in New Delhi, Prime Minister Narendra Modi reiterated his commitment to transform India into a 'Viksit Bharat,' emphasizing that these are not merely words but a ground reality. He also noted that the 'vocal for local' initiative has garnered significant support from the people.ସ୍ୱଚ୍ଛତା ଅଭିଯାନରେ ଭାଗ ନେଲେ ପ୍ରଧାନମନ୍ତ୍ରୀ
October 01st, 02:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜି ସାରା ଦେଶ ସ୍ୱଚ୍ଛତା ଅଭିଯାନ ପାଳନ କରିଛି । ସମସ୍ତେ ସ୍ୱଚ୍ଛତା ପାଇଁ ଗୋଟିଏ ଘଣ୍ଟା ଉତ୍ସର୍ଗ କରିଛନ୍ତି ଯାହା ଦେଶର ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣରେ ସହାୟକ ହେବ ।