ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଅଧୀନରେ ତିନିଟି ଗିନିଜ ୱାର୍ଲ୍ଡ ରେକର୍ଡ ହାସଲକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
November 01st, 02:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଅଧୀନରେ ତିନିଟି ଗିନିଜ ୱାର୍ଲ୍ଡ ରେକର୍ଡ ଟାଇଟଲ ହାସଲକୁ ପ୍ରଶଂସା କରିଛନ୍ତି ।ତୃଣମୂଳ ସ୍ତରରେ କାର୍ଯ୍ୟରତଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା, ‘ସ୍ୱସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନକୁ କରିଛନ୍ତି ପ୍ରଭାବଶାଳୀ
October 04th, 03:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ସ୍ୱସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ’କୁ ଭାରତର ନାରୀ ଶକ୍ତିଙ୍କ ପାଇଁ ପ୍ରଭାବଶାଳୀ ଓ ଲାଭକରୀ କରିବା ଦିଗରେ ତୃଣମୂଳ ସ୍ତରରେ ଅଧିକ ପରିଶ୍ରମ କରୁଥିବା ଲୋକଙ୍କ ପ୍ରଶଂସନୀୟ ପ୍ରଚେଷ୍ଟାକୁ ପ୍ରଶଂସା କରିଛନ୍ତି ।BJP’s connection with Delhi goes back to the Jana Sangh days and is built on trust and commitment to the city: PM Modi
September 29th, 08:40 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”PM Modi inaugurates Delhi BJP’s new office at Deendayal Upadhyaya Marg
September 29th, 05:00 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।When a woman progresses, the entire society moves forward: PM at Mukhyamantri Mahila Rojgar Yojana launch in Bihar
September 26th, 11:30 am
During the launch of Bihar’s Mukhyamantri Mahila Rojgar Yojana, PM Modi rejoiced in transferring ₹10,000 to the bank accounts of 75 lakh women. He noted that initiatives like Mudra Yojana, Drone Didi, Bima Sakhi, and Bank Didi are creating new employment opportunities for women. He urged everyone to ensure the state never returns to its past darkness, highlighting that women have been the key beneficiaries of this transformation.‘ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ନବରାତ୍ରିର ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ବିହାରର ମହିଳାମାନଙ୍କ ସହିତ ଏକ ଉତ୍ସବରେ ଯୋଗଦେଦେଇ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା ଆଜି ଆରମ୍ଭ ହେଉଛି। ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ୭୫ ଲକ୍ଷ ମହିଳା ଏହି ପ୍ରୟାସରେ ଯୋଗ ଦେଇସାରିଛନ୍ତି। ସେ ଘୋଷଣା କରିଥିଲେ, ଏହି ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏକକାଳୀନ ୧୦,୦୦୦ ଟଙ୍କା ପ୍ରେରଣ କରାଯାଇଛି।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ
September 16th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ମଧ୍ୟାହ୍ନ ୧୨ଟା ସମୟରେ ଧାରରେ ସେ ‘ସ୍ୱସ୍ଥ ନାରୀ ସଶକ୍ତ ପରିବାର’ ଏବଂ ‘ଅଷ୍ଟମ ରାଷ୍ଟ୍ରୀୟ ପୋଷଣ ମାହ’ ଅଭିଯାନର ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା ସହିତ, ଉପସ୍ଥିତ ବିଶାଳ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।