ବିଶ୍ୱ ନେତା ଏବଂ ନାଗରିକମାନଙ୍କୁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
June 10th, 11:50 pm
ପ୍ରଧାନମନ୍ତ୍ରୀ ବିଶ୍ୱ ନେତା ଏବଂ ସମାଜର ସମସ୍ତ ବର୍ଗର ଲୋକଙ୍କ ପ୍ରତି ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ ବାର୍ତ୍ତା ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଛନ୍ତି । ଏହି ଶୁଭକାମନା ଦ୍ୱାରା ଗଭୀର ଭାବରେ ପ୍ରଭାବିତ ହୋଇ ସେ କହିଥିଲେ ଯେ, ଭାରତର ସେବା କରିବା ଏବଂ ଦେଶର ବିକାଶ ଯାତ୍ରାରେ ଯୋଗଦାନ ଦେବା ତାଙ୍କ ପାଇଁ ଏକ ସୌଭାଗ୍ୟ । ଲୋକଙ୍କ ବିଶ୍ୱାସ ହିଁ ତାଙ୍କର ଶକ୍ତିର ସବୁଠାରୁ ବଡ ଶକ୍ତି ବୋଲି ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏକ ବିକଶିତ ଭାରତର ଦୃଷ୍ଟିକୋଣକୁ ସାକାର କରିବା, ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ପୂରଣ କରିବା ଏବଂ ଭାରତର ବିଶ୍ୱ ସହଭାଗୀତାକୁ ଆହୁରି ମଜବୁତ କରିବା ପାଇଁ ଅଧିକ ସମର୍ପଣ ଭାବ ସହିତ କାର୍ଯ୍ୟ କରିବାକୁ ତାଙ୍କର ପୂର୍ଣ୍ଣ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି ।ରୋଜଗାର ମେଳା ଅନ୍ତର୍ଗତ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:15 am
ଆଜି ଦେଶବ୍ୟାପୀ ହଜାର ହଜାର ଯୁବକ ଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ।ଆଜି ୫୧ ହଜାରରୁ ଅଧିକ ଯୁବକ-ଯୁବତୀ ସରକାରୀ ଚାକିରିର ନିଯୁକ୍ତିପତ୍ର ପାଇଛନ୍ତି। ଆଜି, ଆପଣମାନେ ସମସ୍ତେ ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦାୟିତ୍ବପୂର୍ଣ୍ଣ ଅଂଶୀଦାର ହେବାକୁ ଯାଉଛନ୍ତି। ଆପଣମାନେ ରେଳବାଇ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଆହୁରି ଅନେକ କ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଏକ ବିକଶିତ ଭାରତ ପାଇଁ ସଂକଳ୍ପ ପୂରଣ କରିବାରେ ଆପଣମାନେ ସମସ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।ରୋଜଗାର ମେଳା ଅବସରରେ ନବନିଯୁକ୍ତ ୫୧,୦୦୦ ଯୁବକଯୁବତୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 11:00 am
୧୯ତମ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ପ୍ରତିଷ୍ଠାନରେ ନୂଆକରି ନିଯୁକ୍ତି ପାଇଥିବା ୫୧,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧିତ କରି ସେ ଏହି ଅବସରକୁ ସାରା ଦେଶର ହଜାର ହଜାର ଯୁବକଯୁବତୀଙ୍କ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ ବୋଲି କହିଥିଲେ। ସରକାରୀ ସେବାରେ ନୂତନ ପ୍ରବେଶକାରୀଙ୍କୁ ସ୍ୱାଗତ କରି, ସେ ରେଳ, ବ୍ୟାଙ୍କିଙ୍ଗ, ପ୍ରତିରକ୍ଷା, ସ୍ୱାସ୍ଥ୍ୟ ଏବଂ ଶିକ୍ଷା ସମେତ ଭାରତର ବିକାଶରେ ସେମାନଙ୍କର ଆଗାମୀ ଅବଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ବର୍ଷଗୁଡ଼ିକରେ, ଆପଣମାନେ ସମସ୍ତେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ, ଶ୍ରୀ ମୋଦୀ ଆଶା ପ୍ରକାଶ କରିଥିଲେ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
May 19th, 04:25 pm
ଆଜି ତୃତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ସର୍ବପ୍ରଥମେ, ମୁଁ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା ପାଇଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ସହୃଦୟରୁ ଧନ୍ୟବାଦ ଜଣାଉଛି। ଏଠାରେ ଉପସ୍ଥିତ ସମସ୍ତ ନର୍ଡିକ ନେତାମାନଙ୍କୁ ମଧ୍ୟ ମୁଁ ସ୍ୱାଗତ କରୁଛି।ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
May 18th, 05:00 am
ସର୍ବପ୍ରଥମେ, ଏହି ଗୋଲଟେବୁଲ ବୈଠକକୁ ମୋତେ ଆମନ୍ତ୍ରଣ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ଉଲ୍ଫ କ୍ରିଷ୍ଟରସନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏହି ବୈଠକ ଗୋଥେନବର୍ଗରେ ଆୟୋଜିତ ହେଉଥିବାରୁ ମୁଁ ଖୁସି ଅନୁଭବ କରୁଛି। ଏହି ସହର ଯାହା କେବଳ ନବସୃଜନ ପାଇଁ ଜଣାଶୁଣା ନୁହେଁ ବରଂ ୟୁରୋପର ଉତ୍ପାଦନ ମନୋଭାବର ଏକ ସ୍ପନ୍ଦନଶୀଳ ପ୍ରତୀକ ଭାବରେ ମଧ୍ୟ ପରିଚିତ।ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
May 17th, 11:43 pm
କିଛି ସମୟ ପୂର୍ବରୁ, ମୋତେ ସ୍ୱିଡେନର ସର୍ବୋଚ୍ଚ ସମ୍ମାନ, “ରୋୟାଲ୍ ଅର୍ଡର୍ ଅଫ୍ ଦ ପୋଲାର୍ ଷ୍ଟାର୍” ପ୍ରଦାନ କରାଯାଇଥିଲା। ଏହି ସମ୍ମାନ କେବଳ ମୋର ନୁହେଁ; ଏହା ୧.୪ ବିଲିୟନ ଭାରତୀୟଙ୍କ ପାଇଁ ଏକ ସମ୍ମାନ। ଏହା ସ୍ୱିଡେନରେ ଥିବା ଆମର ସମସ୍ତ ବନ୍ଧୁଙ୍କ ପାଇଁ ମଧ୍ୟ ଏକ ଶ୍ରଦ୍ଧାଞ୍ଜଳି ଯେଉଁମାନେ ଭାରତ - ସ୍ୱିଡେନ୍ ସମ୍ପର୍କକୁ ସମୃଦ୍ଧ କରିଛନ୍ତି ଏବଂ ସେମାନଙ୍କୁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରିଛନ୍ତି।ପ୍ରଧାନମନ୍ତ୍ରୀ ଏବଂ ସ୍ୱିଡେନର ପ୍ରଧାନମନ୍ତ୍ରୀ ରବୀନ୍ଦ୍ରନାଥ ଟାଗୋରଙ୍କ ସହଭାଗୀ ସାଂସ୍କୃତିକ ପରମ୍ପରାକୁ ପାଳନ କରୁଥିବା ସ୍ୱତନ୍ତ୍ର ଉପହାର ବିନିମୟ କରିଥିଲେ
May 17th, 11:18 pm
ନୋବେଲ ପୁରସ୍କାର ବିଜେତା ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ପରମ୍ପରାକୁ ପାଳନ କରିବା ଉଦ୍ଦେଶ୍ୟରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଉଲ୍ଫ କ୍ରିଷ୍ଟରସନ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ସ୍ମାରକୀ ଉପହାର ବିନିମୟ କରିଥିଲେ।Prime Minister receives the Royal Order of the Polar Star, Degree Commander Grand Cross in Sweden
May 17th, 11:13 pm
In a special ceremony hosted in Gothenburg, Sweden, Her Royal Highness Crown Princess Victoria conferred upon PM Modi the Royal Order of the Polar Star, Degree Commander Grand Cross, one of Sweden’s oldest and most distinguished honours. Expressing gratitude for the recognition, PM Modi dedicated the honour to the 1.4 billion people of India and to the enduring friendship between India and Sweden. PM Modi also became the first Asian leader to be conferred with this award.ସ୍ୱିଡେନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
May 17th, 06:09 pm
ପ୍ରଧାନମନ୍ତ୍ରୀ ମୋଦୀ ସ୍ୱିଡେନର ଗୋଥେନବର୍ଗରେ ପହଞ୍ଚିଥିଲେ ଏବଂ ସ୍ୱିଡେନ ପ୍ରଧାନମନ୍ତ୍ରୀ ଉଲ୍ଫ କ୍ରିଷ୍ଟରସନ ତାଙ୍କର ପାଞ୍ଚଟି ଦେଶ ଗସ୍ତର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ କରିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସୁରକ୍ଷା ଦେବା ପାଇଁ ସ୍ୱିଡେନ ମଧ୍ୟ ଏହାର ଯୁଦ୍ଧ ବିମାନ ପଠାଇଥିଲା। ଏହି ଗସ୍ତ ଭାରତ-ସ୍ୱିଡେନ ସମ୍ପର୍କର ବଢୁଥିବା ଗଭୀରତା ଏବଂ ପ୍ରମୁଖ କ୍ଷେତ୍ରରେ ସହଯୋଗକୁ ମଜବୁତ କରିବା ଦିଗରେ ସହଭାଗୀ ପ୍ରତିବଦ୍ଧତାକୁ ଦର୍ଶାଉଛି ।ୟୁରୋପୀୟ ଶିଳ୍ପ ଗୋଲ ଟେବୁଲ ବୈଠକକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
May 17th, 12:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ମଇ, ୨୦୨୬ରେ ଗୋଥେନବର୍ଗଠାରେ ଆୟୋଜିତ ୟୁରୋପୀୟ ଶିଳ୍ପ ଗୋଲଟେବୁଲ (ଇଆରଟି) ବୈଠକକୁ ସମ୍ବୋଧିତ କରିଛନ୍ତି । ଭଲଭୋ ଗ୍ରୁପ୍ ଦ୍ୱାରା ଆୟୋଜିତ ଏହି ଆଲୋଚନାରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ଶ୍ରୀ ଉଲଫ୍ କ୍ରିଷ୍ଟରସନ୍; ୟୁରୋପୀୟ କମିଶନର ଅଧ୍ୟକ୍ଷା ଶ୍ରୀମତୀ ଉର୍ସୁଲା ଭନ୍ ଡେର୍ ଲେଏନ୍, ୟୁରୋପୀୟ ଶିଳ୍ପପତି ଏବଂ ଅଗ୍ରଣୀ ୟୁରୋପୀୟ ଏବଂ ଭାରତୀୟ କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଯୋଗଦେଇଥିଲେ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱିଡେନ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ
December 01st, 08:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁବାଇ ଠରରେ ଚାଲିଥିବା କପ୍-୨୮ ସମ୍ମିଳନୀରେ ଡିସେମ୍ବର ପହିଲା ଦିନ ସ୍ୱିଡେନ ରାଜ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ଓଲଫ କ୍ରିଷ୍ଟରସନଙ୍କୁ ଭେଟି ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।କପ୍-୨୮ରେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ ଭାରତ ଓ ସ୍ୱିଡେନ ଦ୍ୱାରା ମିଳିତ ଭାବେ ଉଦ୍ଘାଟିତ
December 01st, 08:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ସ୍ୱିଡେନ ପ୍ରଧାନମନ୍ତ୍ରୀ ମହାମହିମ ଓଲଫ କ୍ରିଷ୍ଟରସନ ମିଳିତଭାବେ ଶିଳ୍ପ ଅବସ୍ଥାନ୍ତର ଗୋଷ୍ଠୀ ନେତୃତ୍ୱ ଦ୍ୱିତୀୟ ପର୍ଯ୍ୟାୟ (ଲିଂଡ ଆଇଟି-୨.୦) ୨୦୨୪-୨୬କୁ ଦୁବାଇଠାରେ ଚାଲିିଥିବା କପ୍-୨୮ରେ ଉଦ୍ଘାଟନ କରିଛନ୍ତି ।୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 06th, 11:30 am
ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ
August 06th, 11:05 am
ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।ସୁଇଡେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଉଲ୍ଫ କ୍ରିଷ୍ଟରସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 19th, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁଇଡେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଉଲ୍ଫ କ୍ରିଷ୍ଟରସନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।‘ଲାଇଫ୍’ ଆନ୍ଦୋଳନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
June 05th, 07:42 pm
ୟୁଏନଇପିର ଗ୍ଲୋବାଲ୍ ମୁଖ୍ୟ ମହାମହୀମ ଇଙ୍ଗର ଆଣ୍ଡରସନ, ୟୁଏନଡିପିର ଗ୍ଲୋବାଲ୍ ହେଡ୍ ମହାବହୀମ ଆଚିମ୍ ଷ୍ଟେନର, ମୋର ବନ୍ଧୁ ବିଶ୍ୱ ବ୍ୟାଙ୍କର ସଭାପତି ଲର୍ଡ ନିକୋଲାସ୍ ଷ୍ଟର୍ଣ୍ଣ, ମିଷ୍ଟର କାସ୍ ସନଷ୍ଟେନ୍, ମୋର ବନ୍ଧୁ ବିଲ୍ ଗେଟ୍ସ, ଶ୍ରୀ ଅନୀଲ ଦାସଗୁପ୍ତା, ଭାରତର ପରିବେଶ ବିଭାଗ ମନ୍ତ୍ରୀ ଶ୍ରୀ ଭୂପୀନ୍ଦର ଯାଦବ,