Our guiding spirit is - Grow More, Achieve More: PM Modi at the community programme in Melbourne, Australia
July 09th, 03:22 pm
PM Modi and Australian PM Anthony Albanese participated in a community programme of the Indian diaspora in Melbourne. In his address, PM Modi elaborated on the rapid progress taking place in India and expressed appreciation for the contribution of the Indian diaspora in Australia to the bilateral relationship, describing them as a living bridge between the two countries.Prime Minister addresses the Indian Diaspora in Australia
July 09th, 03:00 pm
PM Modi and Australian PM Anthony Albanese participated in a community programme of the Indian diaspora in Melbourne. In his address, PM Modi elaborated on the rapid progress taking place in India and expressed appreciation for the contribution of the Indian diaspora in Australia to the bilateral relationship, describing them as a living bridge between the two countries.ସିଡନୀ ଠାରେ ବ୍ୟବସାୟିକ ଗୋଲ୍ ଟେବୁଲ ବୈଠକକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
May 24th, 04:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଡନୀ ଠାରେ ଅଷ୍ଟ୍ରେଲୀୟ ବରିଷ୍ଠ କମ୍ପାନୀର ସିଇଓ ମାନଙ୍କ ସହିତ ଏକ ବ୍ୟବସାୟିକ ଗୋଲ୍ ଟେବୁଲ ବୈଠକକୁ ସମ୍ବୋଧିତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା
May 24th, 02:48 pm
ଅଷ୍ଟ୍ରେଲିଆର ବିରୋଧୀ ଦଳ ନେତା ମହାମହିମ ଶ୍ରୀ ପିଟର ଡଟନ ଅଷ୍ଟ୍ରେଲିଆର ସିଡନୀ ଠାରେ ମେ ୨୪, ୨୦୨୩ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଅଷ୍ଟ୍ରେଲିଆର ଗଭର୍ଣ୍ଣର ଜେନେରାଲଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 24th, 11:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ସିଡନୀ ସ୍ଥିତ ଆଡମିରାଲିଟି ହାଉସ ଠାରେ ମେ ୨୪, ୨୦୨୩ରେ ଅଷ୍ଟ୍ରେଲିଆର ଗଭର୍ଣ୍ଣର ଜେନେରାଲ ମହାମହିମ ଶ୍ରୀ ଡେଭିଡ ହର୍ଲେଙ୍କ ସହ ବୈଠକ କରିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହିତ ବୈଠକ
May 24th, 10:03 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ୍ଙ୍କ ସହ ୨୪ ମେ ୨୦୨୩ ଦିନ ଅଷ୍ଟ୍ରେଲିଆର ସିଡ୍ନୀସ୍ଥିତ ଆଡମିରାଲ୍ଟି ହାଉସଠାରେ ଦ୍ୱିପକ୍ଷୀୟ ବୈଠକରେ ଯୋଗଦେଇଥିଲେ ।ଅଷ୍ଟ୍ରେଲିଆର ସିଡନୀ ଠାରେ ସାମୁଦାୟିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 23rd, 08:54 pm
ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଏବଂ ମୋର ପ୍ରିୟ ମିତ୍ର, ମହାମହିମ, ଆନ୍ଥୋନୀ ଆଲବାନିସ, ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ, ମହାମହିମ ସ୍କଟ୍ ମାରିସନ, ନିଉ ସାଉଥ୍ ୱେଲ୍ସର ପ୍ରିମିୟର କ୍ରିସ୍ ମିନ୍ସ, ବୈଦେଶିକ ମନ୍ତ୍ରୀ ପେନୀ ବୋଂଗ, ସଞ୍ଚାର ମନ୍ତ୍ରୀ ମିଶେଲ ରୋଲେଣ୍ଡ, ଶକ୍ତି ମନ୍ତ୍ରୀ କ୍ରିସ୍ ବୋବେନ, ବିରୋଧୀ ଦଳ ନେତା ପିଟର ଡଟନ, ସହଯୋଗୀ ବୈଦେଶିକ ମନ୍ତ୍ରୀ ଟିମ୍ ୱାଟ୍ସ, ନିଉ ସାଉଥ୍ ୱେଲ୍ସର ସମସ୍ତ ଆଦରଣୀୟ ସଦସ୍ୟ, ପେରାମାଟାର ସଂସଦ ସଦସ୍ୟ ଡକ୍ଟର ଏଣ୍ଡୟୁ ଚାର୍ଲଟନ, ଏଠାରେ ଉପସ୍ଥିତ ଅଷ୍ଟ୍ରେଲିଆର ସମସ୍ତ ସାଂସଦ ସଦସ୍ୟ, ମେୟର, ଡେପୁଟି ମେୟର, କାଉନସିଲର୍ସ ଏବଂ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟ, ଯେଉଁମାନେ ଆଜି ଏତେ ବିଶାଳ ସଂଖ୍ୟାରେ ଉପସ୍ଥିତ ଅଛନ୍ତି, ଆପଣ ସମସ୍ତଙ୍କୁ ମୋର ନମସ୍କାର!ଅଷ୍ଟ୍ରେଲିଆର ସିଡନୀରେ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
May 23rd, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ମହାମହିମ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସଙ୍କ ସହ ସିଡନୀର କୁଡୋସ ବ୍ୟାଙ୍କ ଅଞ୍ଚଳରେ ୨୩ ମେ’୨୦୨୩ ଦିନ ଏକ ବିଶାଳ ଭାରତୀୟ ଗୋଷ୍ଠୀର ସଦସ୍ୟଙ୍କୁ ଉଦବୋଧନ ଦେବା ସହ ମତ ବିନିମୟ କରିଛନ୍ତି ।PM Modi arrives in Sydney, Australia
May 22nd, 05:43 pm
After the historic visit to Papua New Guinea, PM Modi arrived in Sydney, Australia for a bilateral visit. During the two-day visit, PM Modi will hold talks with the Prime Minister of Australia H.E Anthony Albanese, and other leaders. He will also address the community program hosted and attended by the members of the Indian diaspora at the Qudos Bank Arena in Sydney, Australiaସିଡନୀ ଠାରେ ପରବର୍ତ୍ତୀ କ୍ୱାଡ ଶିଖର ସମ୍ମିଳନୀ ଆୟୋଜନ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
April 26th, 06:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଅଷ୍ଟ୍ରେଲିଆର ସିଡନୀ ଠାରେ ପରବର୍ତ୍ତୀ କ୍ୱାଡ ଶିଖର ସମ୍ମିଳନୀ ଆୟୋଜନ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ସେପ୍ଟେମ୍ବର ୨୫ରେ ‘ଗ୍ଲୋବାଲ ସିଟିଜେନ୍ ଲାଇଭ’କୁ ଭିଡ଼ିଓ ଯୋଗେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ
September 24th, 05:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟାରେ ଗ୍ଲୋବାଲ ସିଟିଜେନ ଲାଇଭ୍ କାର୍ଯ୍ୟକ୍ରମକୁ ଭିଡିଓ ଯୋଗେ ଉଦ୍ବୋଧନ ଦେବେ । ଗ୍ଲୋବାଲ ସିଟିଜେନ ଏକ ବୈଶ୍ୱିକ ମାନବୀୟ ଅଧିକାର ସଂଗଠନ, ଯାହା ବିଶ୍ୱରୁ ଉତ୍କଟ ଦାରିଦ୍ର୍ୟ ଦୂରୀକରଣ ଦିଗରେ କାର୍ଯ୍ୟ କରି ଆସୁଛି । ଏହା ଏକ ୨୪ ଘଣ୍ଟିଆ କାର୍ଯ୍ୟକ୍ରମ । ଯାହା ସେପ୍ଟମ୍ବର ୨୫ ଓ ୨୬ ତାରିଖ ରାତିରେ ଆୟୋଜିତ ହୋଇଛି । ମୁମ୍ବାଇ, ନ୍ୟୁୟର୍କ, ପ୍ୟାରିସ୍, ରିଓ-ଡି-ଜେନିରୋ, ସିଡନୀ, ଲସ୍ଆଞ୍ଜେଲ୍ସ, ଲାଗୋସ ଓ ସିଓଲ ଭଳି ପ୍ରମୁଖ ନଗରୀରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ । ବିଭିନ୍ନ ସାମାଜିକ ଗଣମାଧ୍ୟମ ଚାନେଲରେ ବିଶ୍ୱର ୧୨୦ଟି ଦେଶରେ ଏହାର ପ୍ରସାରଣ ହେବ ।ପ୍ରଧାନମନ୍ତ୍ରୀ ମୋଦୀ ଆଇଏସଏସଫ ଜୁନିୟର ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଯୁବା ଭାରତୀୟ ଖେଳାଳୀମାନଙ୍କ ପ୍ରଶଂସା କଲେ
April 01st, 03:23 pm
ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟରରେ ଅଷ୍ଟ୍ରେଲିଆର ସିଡନୀରେ ହୋଇଥିବା ଆଇଏସଏସଫ ଜୁନିୟର ବିଶ୍ୱ କପରେ ଉତ୍ତମ ପ୍ରଦର୍ଶନ କରିଥିବା ଯୁବା ଭାରତୀୟ ଖେଳାଳୀମାନଙ୍କ ପ୍ରଶଂସା କରିଛନ୍ତି ଏବଂ ସୁଟରମାନଙ୍କ ପ୍ରଶଂସା କରି କହିଲେ, ସେମାନଙ୍କର ଉପଲବ୍ଧି ଉପରେ ପ୍ରତ୍ୟୋକ ଭାରତୀୟଙ୍କୁ ଗର୍ବ ।Text of Prime Minister, Shri Narendra Modi’s address to Indian community at Allphones Arena, Sydney
November 17th, 03:52 pm
Text of Prime Minister, Shri Narendra Modi’s address to Indian community at Allphones Arena, SydneyPM's address to Indian community at Allphones Arena, Sydney
November 17th, 03:52 pm
PM's address to Indian community at Allphones Arena, Sydney