Those who learn from failure, always succeed: PM during interaction with NCC and NSS cadets

January 25th, 03:30 pm

PM Modi interacted with NCC Cadets, NSS Volunteers, Tribal guests and Tableaux Artists who would be a part of the upcoming Republic Day parade at his residence at Lok Kalyan Marg earlier today. The interaction was followed by vibrant cultural performances showcasing the rich culture and persity of India. He also engaged in an informal, freewheeling one-on-one interaction with the participants.

ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନମେଢ କଳାକାରମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 25th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି (୨୪ ଜାନୁଆରୀ ୨୦୨୫) ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଆଗାମୀ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ଥିବା ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନମେଢ କଳାକାରମାନଙ୍କ ସହ ଆଲୋଚନା କରିଥିଲେ । ବାର୍ତ୍ତାଳାପ ସମୟରେ ଅନେକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଆନନ୍ଦ ପ୍ରକାଶ କରିଥିଲେ, ଯାହାର ଉତ୍ତରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ଭାରତୀୟ ଗଣତନ୍ତ୍ରର ଶକ୍ତିକୁ ଦର୍ଶାଉଛି।

ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନ ମେଢ କଳାକାରଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

January 24th, 08:08 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଆଗାମୀ ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ଥିବା ଏନସିସି କ୍ୟାଡେଟ୍, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ, ଆଦିବାସୀ ଅତିଥି ଏବଂ ପ୍ରଜ୍ଞାପନ ମେଢ କଳାକାରମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ବାର୍ତ୍ତାଳାପ ପରେ ଭାରତର ସମୃଦ୍ଧ ସଂସ୍କୃତି ଓ ବିବିଧତାକୁ ପ୍ରଦର୍ଶିତ କରି ଜୀବନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।