'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।Bihar has defeated lies and upheld the truth: PM Modi from BJP HQ post NDA’s major victory
November 14th, 07:30 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.After NDA’s landslide Bihar victory, PM Modi takes the centre stage at BJP HQ
November 14th, 07:00 pm
PM Modi addressed the BJP headquarters in Delhi after the NDA’s historic mandate in Bihar, expressing deep gratitude to the people of the state for their unprecedented support. He said that this resounding victory reflects the unshakeable trust of Bihar’s citizens who have “created a storm” with their verdict. “Bihar Ne Garda Uda Diya,” he remarked.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
March 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।PM Modi remembers the great Thiruvalluvar on Thiruvalluvar Day
January 15th, 12:37 pm
The Prime Minister, Shri Narendra Modi remembers the great Tamil philosopher, poet and thinker Thiruvalluvar, today, on Thiruvalluvar Day. Prime Minister Shri Modi remarked that the great Thiruvalluvar's verses reflect the essence of Tamil culture and our philosophical heritage. His timeless work, the Tirukkural, stands as a beacon of inspiration, offering profound insights on a wide range of issues, Shri Modi stated.ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:45 am
କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 10:30 am
ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।Congress, with its Emergency-era mentality, has lost faith in democracy: PM Modi in Rudrapur
April 02nd, 12:30 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.PM Modi delivers a powerful speech at a public meeting in Rudrapur, Uttarakhand
April 02nd, 12:00 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.21st century is about fulfilling every Indian's aspirations: PM Modi in Lok Sabha
August 10th, 04:30 pm
PM Modi replied to the Motion of No Confidence in Lok Sabha. PM Modi said that it would have been better if the opposition had participated with due seriousness since the beginning of the session. He mentioned that important legislations were passed in the past few days and they should have been discussed by the opposition who gave preference to politics over these key legislations.ଲୋକସଭାରେ ଅନାସ୍ଥା ପ୍ରସ୍ତାବର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ
August 10th, 04:00 pm
ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବାରମ୍ବାର ସରକାରଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଭାରତର ପ୍ରତ୍ୟେକ ନାଗରିକଙ୍କ ପ୍ରତି ଅତ୍ୟନ୍ତ କୃତଜ୍ଞତା ଜ୍ଞାପନ କରିବାକୁ ଆସିଛନ୍ତି । ପୂର୍ବ ଥରର ଅନାସ୍ଥା ପ୍ରସ୍ତାବ ବିଷୟରେ ସ୍ମରଣ କରାଇ ସେ କହିଥିଲେ, ଏହା ସରକାରଙ୍କ ପାଇଁ ଫ୍ଲୋର ଟେଷ୍ଟ ନୁହେଁ ବରଂ ୨୦୧୮ରେ ଅନାସ୍ଥା ପ୍ରସ୍ତାବ ଆଣିଥିବା ବିରୋଧୀଙ୍କ ପାଇଁ ଏକ ଫ୍ଲୋର ଟେଷ୍ଟ । ଉଭୟ ଏନଡିଏ ଓ ବିଜେପି ଅଧିକ ଆସନରେ ବିଜୟୀ ହୋଇଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ, ଯେତେବେଳେ ଆମେ ୨୦୧୯ରେ ନିର୍ବାଚନ ଲଢ଼ିଥିଲୁ, ଲୋକମାନେ ସେମାନଙ୍କ ଉପରେ ଅଧିକ ଦୃଢ଼ତାର ସହିତ ଆସ୍ଥା ପ୍ରକଟ କରିଥିଲେ। ଏକ ପ୍ରକାରରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ସରକାରଙ୍କ ପାଇଁ ଶୁଭ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଲୋକଙ୍କ ଆଶୀର୍ବାଦ ରେ ଏନଡିଏ ଓ ବିଜେପି ୨୦୨୪ରେ ସମସ୍ତ ରେକର୍ଡ ଭାଙ୍ଗି ବିଜୟୀ ହେବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।ନିଶା ନିବାରଣ ଅଭିଯାନରେ ଯୁବପିଢ଼ିଙ୍କ ଅଂଶଗ୍ରହଣ ବୃଦ୍ଧି ଅତ୍ୟନ୍ତ ଉତ୍ସାହଜନକ: ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ବହୁତ ବହୁତ ସ୍ୱାଗତ । ଜୁଲାଇ ମାସ ଅର୍ଥାତ୍ ମୌସୁମୀର ମାସ, ବର୍ଷାର ମାସ । ଗତ କିଛିଦିନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଉଦ୍ବେଗ ଏବଂ ଅସୁବିଧାରେ ପରିପୂର୍ଣ୍ଣ ଥିଲା । ଯମୁନା ସମେତ ଅନେକ ନଦୀରେ ବନ୍ୟା ଯୋଗୁଁ ଅନେକ ଅଞ୍ଚଳରେ ଲୋକମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି । ପାର୍ବତ୍ୟ ଅଞ୍ଚଳରେ କିଛି ଭୂସ୍ଖଳନର ଘଟଣା ମଧ୍ୟ ଘଟିଛି । ଏହି ସମୟ ମଧ୍ୟରେ ଦେଶର ପଶ୍ଚିମାଞ୍ଚଳ, ବିଶେଷକରି ଗୁଜରାଟର ପୂର୍ବ ଭାଗରେ କିଛିଦିନ ପୂର୍ବରୁ ବାତ୍ୟା ବିପର୍ଯ୍ୟୟ ମଧ୍ୟ ଆସିଥିଲା । କିନ୍ତୁ ବନ୍ଧୁଗଣ, ସାମୁହିକ ପ୍ରଚେଷ୍ଟାର ଶକ୍ତି କ’ଣ, ଏଭଳି ବିପର୍ଯ୍ୟୟଗୁଡ଼ିକ ସମୟରେ ମଧ୍ୟ ଦେଶବାସୀମାନେ ତାହା ପୁଣିଥରେ ଦେଖାଇଦେଇଛନ୍ତି । ସ୍ଥାନୀୟ ଲୋକେ, ଆମ ଏନ୍ଡିଆର୍ଏଫ୍ର ଯବାନ୍ମାନେ, ସ୍ଥାନୀୟ ପ୍ରଶାସନ ଦାୟିତ୍ୱରେ ଥିବା ବ୍ୟକ୍ତିମାନେ ଦିନ ରାତି ପରିଶ୍ରମ କରି ଏଭଳି ବିପର୍ଯ୍ୟୟଗୁଡ଼ିକର ମୁକାବିଲା କରିଛନ୍ତି । ଯେକୌଣସି ବିପତ୍ତିର ମୁକାବିଲା କରିବାରେ ଆମର ସାମର୍ଥ୍ୟ ଏବଂ ସମ୍ବଳର ବିଶେଷ ଭୂମିକା ରହିଥାଏ । କିନ୍ତୁ ଏହାସହିତ ଆମ ସମ୍ବେଦନଶୀଳତା ଏବଂ ଜଣେ ଅନ୍ୟ ଜଣକୁ ସାହାଯ୍ୟ କରିବାର ମନୋଭାବ ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ସର୍ବଜନ ହିତାୟର ଏହି ଭାବନା ଭାରତର ପରିଚୟ ଆଉ ଭାରତର ଶକ୍ତି ମଧ୍ୟ ଅଟେ ।ସୌରାଷ୍ଟ୍ର ତାମିଲ ସଂଗମମ ଅଂଶଗ୍ରହଣକାରୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
April 17th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସୌରାଷ୍ଟ୍ର ତାମିଲ ସଂଗମମ ଅଂଶଗ୍ରହଣକାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।BJP is the only pan-India party from east to west and from north to south: PM Modi
March 28th, 06:37 pm
Prime Minister Narendra Modi addressed party karyakartas at the BJP headquarters during the inauguration of residential complex and auditorium of BJP. Addressing the gathering, he said, “I remember, in February 2018, when I had come to inaugurate this headquarters, I had said that the soul of this office is our karyakartas. Today when we are expanding this office, it is also not just an expansion of a building. Rather, it is an extension of the dreams of every BJP worker, it is an extension of BJP's resolve to serve.”PM Modi addresses Party Karyakartas at BJP HQ in Delhi
March 28th, 06:36 pm
Prime Minister Narendra Modi addressed party karyakartas at the BJP headquarters during the inauguration of residential complex and auditorium of BJP. Addressing the gathering, he said, “I remember, in February 2018, when I had come to inaugurate this headquarters, I had said that the soul of this office is our karyakartas. Today when we are expanding this office, it is also not just an expansion of a building. Rather, it is an extension of the dreams of every BJP worker, it is an extension of BJP's resolve to serve.”ଗୁଜୁରାଟ ଏବଂ ତାମିଲନାଡୁ ମଧ୍ୟରେ ଏକ ପ୍ରାଚୀନ ବନ୍ଧନକୁ ଏସଟି ସାଙ୍ଗାମମ ପାଳନ କରିଛି: ପ୍ରଧାନମନ୍ତ୍ରୀ
March 19th, 08:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ ଏବଂ ତାମିଲନାଡୁର ବନ୍ଧନ ଉପରେ ଆଲୋକପାତ କରିଛନ୍ତି ଯାହା ସୌରାଷ୍ଟ୍ର ତାମିଲ ସାଙ୍ଗାମମ ଅଧୀନରେ ପାଳନ କରାଯାଉଛି । ଏସଟି ସାଙ୍ଗମମ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ‘ଏକ ଭାରତ ଶ୍ରେଷ୍ଠ ଭାରତ' ପାଳନ କରୁଛନ୍ତି ।