Today's projects are being launched to transform Telangana into a major manufacturing powerhouse of the nation: PM Modi in Hyderabad
May 10th, 03:45 pm
PM Modi launched and inaugurated projects worth ₹9,400 crore in Telangana, saying they will boost infrastructure, connectivity and jobs. He added that projects like the PM MITRA Park and industrial corridor will strengthen manufacturing and energy security in the state.PM Modi launches multiple development projects worth around ₹9,400 crore in Hyderabad, Telangana
May 10th, 03:30 pm
PM Modi launched and inaugurated projects worth ₹9,400 crore in Telangana, saying they will boost infrastructure, connectivity and jobs. He added that projects like the PM MITRA Park and industrial corridor will strengthen manufacturing and energy security in the state.ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।Cabinet approves three railway projects covering across six states
May 05th, 07:14 pm
The Cabinet Committee on Economic Affairs, chaired by PM Modi, has approved three railway projects with total cost of around Rs. 23,437 crore. In line with the PM’s New India and “Atmanirbhar” visions, these projects will provide seamless connectivity for movement of people, goods, and services. They will also improve rail connectivity to several prominent tourist destinations across the country.Governor of Telangana meets Prime Minister
April 10th, 01:40 pm
The Governor of Telangana, Shri Shiv Pratap Shukla, met with Prime Minister Shri Narendra Modi today.ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।୧୧ ମାର୍ଚ୍ଚରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 09th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ମାର୍ଚ୍ଚ ୨୦୨୬ରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ । ପ୍ରାୟ ୧:୩୦ ସମୟରେ, ପ୍ରଧାନମନ୍ତ୍ରୀ କେରଳର ଏର୍ଣ୍ଣାକୁଲମ୍ରେ ପ୍ରାୟ ୧୦,୮୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ, ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ ପ୍ରାୟ ସନ୍ଧ୍ୟା ୫:୪୫ ସମୟରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପ୍ରାୟ ୫,୬୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Cabinet approves the widening of National Highway-167 in Telangana worth Rs.3175.08 crore
February 14th, 01:00 pm
The Cabinet Committee on Economic Affairs, chaired by PM Modi, has approved the widening of National Highway-167 from Gudebellur to Mahabubnagar on the Hyderabad-Panaji Economic Corridor to 4-lane standards in Telangana, worth Rs. 3175.08 crore. It will provide seamless connectivity to key economic, social and logistics nodes across Telangana and provide employment opportunities.୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 22nd, 02:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।Chief Minister and Deputy Chief Minister of Telangana meet the Prime Minister
December 03rd, 02:25 pm
Chief Minister of Telangana, Shri Revanth Reddy and Deputy Chief Minister of Telangana, Shri Bhatti Vikramarka Mallu met the Prime Minister, Shri Narendra Modi at New Delhi, today.ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 10:10 am
ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି
November 26th, 10:00 am
୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।ନଭେମ୍ବର ୧୯ରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡ଼ୁ ଗସ୍ତ
November 18th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆନ୍ଧ୍ର ପଦେଶ ଓ ତାମିଲନାଡ଼ୁ ଗସ୍ତ କରିବେ ।ରଙ୍ଗାରେଡି ଦୁର୍ଘଟଣାରେ ଘଟିଥିବା ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପିଏମଏନଆରଏଫରୁ ଅନୁକମ୍ପା ସହାୟତା ଘୋଷଣା
November 03rd, 10:49 am
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି
August 27th, 04:50 pm
କେନ୍ଦ୍ର କ୍ୟାବିନେଟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରେଳ ମନ୍ତ୍ରଣାଳୟର ପ୍ରାୟ ୧୨,୩୨୮ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ହେଉଛି (୧) ଦେଶଲପାର - ହାଜିପିର - ଲୁନା ଏବଂ ଭୟୋର - ଲଖପତ ନୂତନ ଲାଇନ, (୨) ସିକନ୍ଦରାବାଦ (ସନାଥନଗର) - ୱାଡି ତୃତୀୟ ଏବଂ ଚତୁର୍ଥ ଲାଇନ, (୩) ଭାଗଲପୁର-ଜମାଲପୁର ତୃତୀୟ ଲାଇନ ଓ (୪) ଫୁରକେଟିଂ - ନୂତନ ତିନସୁକିଆ ଦୋହରୀକରଣ ।Prime Minister greets the people of Telangana on their Statehood Day
June 02nd, 09:54 am
Prime Minister, Shri Narendra Modi, has greeted the people of Telangana on their Statehood Day, today. The state is known for making innumerable contributions to national progress. Over the last decade, the NDA Government has undertaken many measures to boost ‘Ease of Living’ for the people of the state, Shri Modi stated.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ
May 24th, 08:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ଥ ରେଡି ଭେଟିଛନ୍ତି ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।