Prime Minister Shri Narendra Modi meets National Security Advisors and senior security officials of BRICS Countries
June 23rd, 08:06 pm
Prime Minister Shri Narendra Modi met National Security Advisors and senior security officials of BRICS countries today. Shri Modi highlighted the growing significance of the grouping in addressing contemporary global security challenges.India is not only a fast-growing economy, but also a credible one: PM Modi
June 22nd, 10:24 pm
Addressing the Republic Summit 2026, PM Modi highlighted how the spirit of “Nation First” has guided India’s achievements over the past decade. He said India is emerging as a fast-growing, credible and reliable global power and noted that Left Wing Extremism is breathing its last amid rapid development. He expressed confidence that the collective efforts of 140 crore Indians will realise the vision of a Viksit Bharat.PM Modi addresses the Republic Summit 2026
June 22nd, 08:00 pm
Addressing the Republic Summit 2026, PM Modi highlighted how the spirit of “Nation First” has guided India’s achievements over the past decade. He said India is emerging as a fast-growing, credible and reliable global power and noted that Left Wing Extremism is breathing its last amid rapid development. He expressed confidence that the collective efforts of 140 crore Indians will realise the vision of a Viksit Bharat.ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ
June 15th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଐତିହାସିକ ବ୍ରାଟିସ୍ଲାଭା ଦୁର୍ଗରେ ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ରବର୍ଟ ଫିକୋ ଭବ୍ୟ ସ୍ୱାଗତ କରିଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।India-Slovakia Joint Statement
June 15th, 05:32 pm
At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.List of Outcomes during the visit of Hon’ble Prime Minister to Slovakia
June 15th, 05:17 pm
During PM Modi’s historic visit to Slovakia, India and Slovakia elevated their relationship to a Comprehensive Partnership and announced a wide-ranging set of outcomes across defence, digital technology, higher education, research, labour mobility, quantum communication, healthcare, tourism and culture. The two sides also agreed to establish a Joint Working Group on Counter Terrorism and a Consular Dialogue.The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.କ୍ରମାଗତ କାର୍ଯ୍ୟକାଳ ସହ ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇ କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ
June 10th, 01:50 pm
କେନ୍ଦ୍ର କ୍ୟାବିନେଟ ଆଜି ଜୁନ୍ ୧୦, ୨୦୨୬କୁ ଭାରତୀୟ ଗଣତନ୍ତ୍ରର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟ ଭାବରେ ଗ୍ରହଣ କରି ଏକ ପ୍ରସ୍ତାବ ଗ୍ରହଣ କରିଛି, ଯେଉଁଥିରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଯାଇଛି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଲଗାତର ୪,୩୯୯ ଦିନ ସେବା କରିବାର ରେକର୍ଡ ସ୍ଥାପନ କରି, ସେ ଶ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବ ରେକର୍ଡକୁ ଅତିକ୍ରମ କରିଛନ୍ତି, ଯିଏ ୧୯୫୨ ରୁ ୧୯୬୪ ପର୍ଯ୍ୟନ୍ତ ଲଗାତାର ୪,୩୯୮ ଦିନ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ପ୍ରସ୍ତାବରେ କୁହାଯାଇଛି ଯେ ଏହି ଅବସର ଭାରତର ଗଣତାନ୍ତ୍ରିକ ଚେତନା, ଜନ ବିଶ୍ୱାସ ଏବଂ ଜନ ଅଂଶଗ୍ରହଣର ଶକ୍ତିର ପ୍ରତୀକ ଭାବରେ ଠିଆ ହୋଇଛି, ଯାହା 'ରାଷ୍ଟ୍ର ପ୍ରଥମ' ସଂକଳ୍ପ ଦ୍ୱାରା ପରିଚାଳିତ ଜଣେ ନେତାଙ୍କ ପ୍ରତି ଲୋକଙ୍କ ଦ୍ୱାରା ପ୍ରଦତ୍ତ ଅଭୂତପୂର୍ବ ସମର୍ଥନକୁ ପ୍ରତିଫଳିତ କରେ।ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
May 22nd, 09:31 pm
ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।ଫଳାଫଳ ତାଲିକା: ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲାଇଡସଙ୍କ ଭାରତ ଗସ୍ତ
May 22nd, 04:11 pm
୧. ଆତଙ୍କବାଦୀ ବିରୋଧୀ ମିଳିତ କାର୍ଯ୍ୟଗୋଷ୍ଠୀ ପ୍ରତିଷ୍ଠା ପାଇଁ ବୁଝାମଣାପତ୍ରଇଟାଲୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
May 20th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ମଇ, ୨୦୨୬ରେ ରୋମଠାରେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି ।ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
May 20th, 05:00 pm
ରୋମ ବିଶ୍ୱସ୍ତରରେ 'ଶାଶ୍ୱତ ନଗରୀ ' ଭାବରେ ଜଣାଶୁଣା। ଭାରତରେ, ମୋର ଲୋକସଭା ନିର୍ବାଚନମଣ୍ଡଳୀ କାଶୀକୁ ମଧ୍ୟ ଏକ ପ୍ରାଚୀନ ଏବଂ ଶାଶ୍ୱତ ନଗର ଭାବରେ ବିବେଚନା କରାଯାଏ। ଯେତେବେଳେ ଦୁଇଟି ସଭ୍ୟତା ଏକାଠି ହୁଅନ୍ତି, ସେତେବେଳେ ଆଲୋଚନା କେବଳ କାର୍ଯ୍ୟସୂଚୀରେ ସୀମିତ ହୋଇ ରହେ ନାହିଁ; ବରଂ, ଏଥିରେ ଇତିହାସର ଗଭୀରତା, ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଏବଂ ବନ୍ଧୁତାର ସହଜତା - ଏ ତିନୋଟି ଏକାସାଥିରେ ପ୍ରତିଫଳିତ ହୁଏ।‘No compromise, no double standards on terrorism’: PM Modi at Nordic Summit
May 19th, 04:25 pm
Attending the joint press meet with Nordic leaders, PM Modi highlighted the growing India-Nordic partnership across trade, investment, green technology and innovation. He said both sides decided to shape India-Nordic ties into a Green Technology and Innovation Strategic Partnership and underlined a shared resolve against terrorism, with a clear message of “No compromise. No double standards.ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 12:10 am
ନେତାମାନେ ଭାରତ - ସ୍ୱିଡେନ ସମ୍ପର୍କର ପୂର୍ଣ୍ଣ ସମୀକ୍ଷା କରିଥିଲେ। ବାଣିଜ୍ୟ ଏବଂ ନିବେଶ, ନବସୃଜନ, ସବୁଜ ପରିବର୍ତ୍ତନ, ଉଦୀୟମାନ ପ୍ରଯୁକ୍ତିବିଦ୍ୟା, ପ୍ରତିରକ୍ଷା ଏବଂ ସୁରକ୍ଷା, ଡିଜିଟାଲାଇଜେସନ୍, ଏସଏମଇ, ମହାକାଶ, ଗବେଷଣା, ଶିକ୍ଷା, ସଂସ୍କୃତି ଏବଂ ଲୋକ - ଲୋକ ଆଦାନପ୍ରଦାନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କରେ ବୃଦ୍ଧି ପାଉଥିବା ଗତିକୁ ସ୍ୱୀକାର କରିଥିଲେ। ସେମାନେ ସହଭାଗୀ ଗଣତାନ୍ତ୍ରିକ ମୂଲ୍ୟବୋଧ ଉପରେ ଆଧାରିତ ଏବଂ ନବସୃଜନ, ସ୍ଥାୟୀତ୍ୱ ଏବଂ ଗବେଷଣା ଏବଂ ବିକାଶ ସଂଯୋଗ ଦ୍ୱାରା ପରିଚାଳିତ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ସେମାନଙ୍କର ସହଭାଗୀ ପ୍ରତିବଦ୍ଧତାକୁ ପୁନଃସ୍ଥାପିତ କରିଥିଲେ। ବ୍ୟାପକ ସହଭାଗୀତାକୁ ମାର୍ଗଦର୍ଶନ କରିବା ପାଇଁ ନିୟମିତ ଉଚ୍ଚସ୍ତରୀୟ ରାଜନୈତିକ ସମ୍ପର୍କ ଏବଂ ସଂସ୍ଥାଗତ ଆଲୋଚନା ବଜାୟ ରଖିବାର ଆବଶ୍ୟକତା ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ।PM Modi, Swedish PM Ulf Kristersson, European Commission President attend joint press meet
May 17th, 11:43 pm
At the India-Sweden-EU Joint Press Meet, PM Modi said that India-Sweden relations had been elevated to the level of a Strategic Partnership. He noted that by bringing together Sweden’s technology and India’s scale, climate solutions benefiting the whole world could be created. Welcoming European Commission President Ursula von der Leyen, the PM said that through shared efforts, India-Sweden and India-Europe partnerships will continue to move forward.ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ଅପରେସନ ସିନ୍ଦୁରର ଏକ ବର୍ଷ ପୂର୍ତ୍ତି ଅବସରରେ ସଶସ୍ତ୍ର ବାହିନୀକୁ ଅଭିବାଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 07th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରେସନ ସିନ୍ଦୁରର ଏକ ବର୍ଷ ପୂରଣ ଅବସରରେ ସଶସ୍ତ୍ର ବାହିନୀର ସାହସ, ନିର୍ଭୁଲତା ଏବଂ ସଂକଳ୍ପକୁ ଅଭିବାଦନ ଜଣାଇଛନ୍ତି।List of Outcomes: State Visit of President of the Socialist Republic of Vietnam to India
May 06th, 03:44 pm
The state visit of President To Lam of Vietnam to India resulted in the signing of several MoUs/agreements. These cover areas such as rare earth elements, culture, digital payments, technology, medicine, education, audit and tourism. Major announcements include the elevation of bilateral ties to Enhanced Comprehensive Strategic Partnership and the new trade goal of USD 25 billion by 2030.