ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 09th, 08:14 pm

ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।

Prime Minister addresses the Namibian Parliament

July 09th, 08:00 pm

PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.

ନାମିବିୟାର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାର-ଅର୍ଡର ଅଫ୍ ଦି ମୋଷ୍ଟ ଏନସିୟେଣ୍ଟ ବେଲବିଚିୟା ମିରାବିଲିସ ପ୍ରଦାନ ସମାରୋହରେ ସମ୍ମାନ ଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 09th, 07:46 pm

ମୁଁ ରାଷ୍ଟ୍ରପତି ଜୀ ଙ୍କ, ନାମିବିୟା ସରକାର ଓ ନାମିବିୟାର ଲୋକଙ୍କୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି। ବିନମ୍ରତାର ସହିତ ୧୪୦କୋଟି ଭାରତୀୟଙ୍କ ତରଫରୁ ମୁଁ ଏହି ସମ୍ମାନ ଗ୍ରହଣ କରୁଛି।

ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

July 09th, 07:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍ ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।