List of Highest National Honours and Global Awards Conferred on PM Narendra Modi
December 18th, 04:30 pm
Prime Minister Narendra Modi has been conferred highest civilian honours by several nations. These recognitions are a reflection of PM Modi’s leadership and vision which has strengthened India’s emergence on the global stage. It also reflects India’s growing ties with countries around the world.୨୨ତମ ଭାରତ-ରୁଷିଆ ବାର୍ଷିକ ଶିଖର ସମ୍ମିଳନୀର ମିଳିତ ବିବୃତ୍ତି
July 09th, 09:54 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22ତମ ଭାରତ -ରୁଷିଆ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରୁଷୀୟ ସଂଘର ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣକ୍ରମେ ଜୁଲାଇ 8-9, 2024 ରେ ରୁଷୀୟ ସଂଘକୁ ଏକ ସରକାରୀ ଗସ୍ତରେ ଯାଇଥିଲେ ।ରୁଷର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
July 09th, 08:12 pm
ଭାରତ-ରୁଷ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ତାଙ୍କର ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ରୁଷର ସର୍ବୋଚ୍ଚ ରାଷ୍ଟ୍ରୀୟ ପୁରସ୍କାର ‘‘ଦ ଅର୍ଡର ଅଫ୍ ସେଣ୍ଟ ଆଣ୍ଡ୍ରିୟୁ ଦ ଆପୋଷ୍ଟଲ’’ରେ ସମ୍ମାନିତ କରାଯାଇଛି । କ୍ରେମଲିନର ସେଣ୍ଟ ଆଣ୍ଡ୍ରିୟୁ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନ ଏହି ପୁରସ୍କାର ପ୍ରଦାନ କରିଥିଲେ । ୨୦୧୯ରେ ଏହି ପୁରସ୍କାର ଘୋଷଣା କରାଯାଇଥିଲା।