ଥିରୁ କେ. କାମରାଜ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 15th, 12:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ କେ. କାମରାଜ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ତାଙ୍କୁ ଭାରତର ସ୍ୱାଧୀନତା ଆନ୍ଦୋଳନର ଜଣେ ବରିଷ୍ଠ ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ଅସାଧାରଣ ସାର୍ବଜନୀନ ବ୍ୟକ୍ତିତ୍ୱ ଭାବରେ ସ୍ମରଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶିକ୍ଷା, ସମାବେଶୀ ବିକାଶ ଏବଂ ଅବହେଳିତଙ୍କ କଲ୍ୟାଣ ପ୍ରତି ଥିରୁ କେ. କାମରାଜ ଜୀଙ୍କ ଅତୁଟ ପ୍ରତିବଦ୍ଧତା ପିଢ଼ିକୁ ପ୍ରେରଣା ଯୋଗାଇବ।ଥିରୁ କେ. କାମରାଜଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
July 15th, 10:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ କେ. କାମରାଜଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଥିରୁ କାମରାଜଙ୍କ ମହାନ ଆଦର୍ଶ ଏବଂ ସାମାଜିକ ନ୍ୟାୟ ଉପରେ ଗୁରୁତ୍ୱ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଏ ବୋଲି ସେ କହିଛନ୍ତି ।ଥିରୁ କେ. କାମରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 15th, 04:57 am
ଥିରୁ କେ. କାମରାଜଙ୍କୁ ତାଙ୍କୁ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ତିରୁ କେ କାମରାଜଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 15th, 12:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିରୁ କେ କାମରାଜଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।