ବିଗତ ଦଶନ୍ଧିରେ ବାଘ, ଚିତାବାଘ ଏବଂ ଗଣ୍ଡାଙ୍କ ସଂଖ୍ୟା ବୃଦ୍ଧି ପାଇଛି; ଆମେ ବନ୍ୟପ୍ରାଣୀଙ୍କୁ କେତେ ଗୁରୁତ୍ୱ ଦେଉଛନ୍ତି ଏବଂ ବନ୍ୟପ୍ରାଣୀଙ୍କ ସ୍ଥାୟୀ ଆବାସ ସୃଷ୍ଟି ଦିଗରେ ଯେ କାର୍ଯ୍ୟ କରୁଛନ୍ତି ତାହାକୁ ଏହା ଦର୍ଶାଉଛି: ପ୍ରଧାନମନ୍ତ୍ରୀ

March 03rd, 12:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ବିଗତ ଦଶନ୍ଧିରେ ବାଘ, ଚିତାବାଘ ଏବଂ ଗଣ୍ଡାଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆମେ ବନ୍ୟପ୍ରାଣୀଙ୍କୁ କେତେ ଗୁରୁତ୍ୱ ଦେଉଛନ୍ତି ଏବଂ ବନ୍ୟପ୍ରାଣୀଙ୍କ ସ୍ଥାୟୀ ଆବାସ ସୃଷ୍ଟି ଦିଗରେ ଯେ କାର୍ଯ୍ୟ କରୁଛନ୍ତି ତାହାକୁ ଏହା ଦର୍ଶାଉଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

February 23rd, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।

ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ

January 19th, 11:30 am

In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.

Thanks to collective efforts, India's Tiger population has been increasing over time: PM Modi

December 03rd, 07:10 pm

Lauding the collective efforts of conservation of tigers, the Prime Minister Shri Narendra Modi today remarked that India's Tiger population has been increasing over time. He said that addition of 57th tiger reserve in India was in line with our centuries old ethos of caring for nature.

ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

July 28th, 11:30 am

ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।

ମନ୍ କୀ ବାତ୍: 'ମେରା ପେହଲା ଭୋଟ୍ - ଦେଶ କେ ଲିଏ'... ପ୍ରଥମ ଥର ମତଦାତାଙ୍କୁ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦୀ

February 25th, 11:00 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ର ୧୧୦ତମ ଅଧ୍ୟାୟକୁ ଆପଣମାନଙ୍କୁ ସ୍ୱାଗତ । ପ୍ରତିଥର ପରି ଏଥର ମଧ୍ୟ ଆମକୁ ଆପଣଙ୍କ ବହୁତଗୁଡ଼ିଏ ପ୍ରସ୍ତାବ, ପରାମର୍ଶ ଏବଂ ମତାମତ ମିଳିଛି ଆଉ ପ୍ରତିଥର ପରି ଏହି ଅଧ୍ୟାୟରେ ମଧ୍ୟ ସେଗୁଡ଼ିକରୁ କେଉଁ କେଉଁ ବିଷୟକୁ ସାମିଲ୍ କରାଯିବ ତାହା ଆହ୍ୱାନ ସୃଷ୍ଟି କରିଛି । ମୋତେ ସକାରାତ୍ମକତାରେ ଭରପୂର ଏକରୁ ବଳି ଅନେକ ଇନପୁଟ୍ ମିଳିଛି । ଏସବୁରେ ଏଭଳି ଅନେକ ଦେଶବାସୀଙ୍କ ବିଷୟରେ ଉଲ୍ଲେଖ ରହିଛି, ଯେଉଁମାନେ ଅନ୍ୟମାନଙ୍କ ପାଇଁ ଆଶାର କିରଣ ସଦୃଶ ସେମାନଙ୍କ ଜୀବନକୁ ଉନ୍ନତ କରିବାରେ ଲାଗିଛନ୍ତି ।

Chhattisgarh is going to be Congress-free soon: PM Modi in Mungeli

November 13th, 12:00 pm

Ahead of the Assembly Election, PM Modi addressed an emphatic rally in Mungeli, Chhattisgarh. He said, “It is clear in the 1st phase of polling that Chhattisgarh is going to be Congress-free soon.” He added that he is thankful to the youth and the women of the state who voted in favor of the state’s development. PM Modi stated, “Victory for BJP in Chhattisgarh means rapid development, fulfilling dreams of youth, empowerment of women, and an end to rampant corruption.”

PM Modi addresses emphatic election rallies in Mungeli and Mahasamund, Chhattisgarh

November 13th, 11:20 am

Ahead of the Assembly Election, PM Modi addressed two massive public meetings in Mungeli and Mahasamund, Chhattisgarh. He said, “It is clear in the 1st phase of polling that Chhattisgarh is going to be Congress-free soon.” He added that he is thankful to the youth and the women of the state who voted in favor of the state’s development. PM Modi stated, “Victory for BJP in Chhattisgarh means rapid development, fulfilling dreams of youth, empowerment of women, and an end to rampant corruption.”

ତାଞ୍ଜାନିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତି

October 09th, 12:00 pm

ତାଞ୍ଜାନିଆର ରାଷ୍ଟ୍ରପତି ଭାବେ ଏହା ହେଉଛି ତାଙ୍କର ପ୍ରଥମ ଭାରତ ଯାତ୍ରା । କିନ୍ତୁ ସେ ଭାରତ ଏବଂ ଭାରତର ଲୋକମାନଙ୍କ ସହିତ ଦୀର୍ଘ ଦିନ ଧରି ଯୋଡି ହୋଇ ରହିଛନ୍ତି ।

ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 23rd, 03:30 pm

ଜୋହାନ୍ସବର୍ଗ ଭଳି ଏକ ସୁନ୍ଦର ସହରକୁ ପୁଣି ଥରେ ଆସିବା ମୋ ପାଇଁ ଏବଂ ମୋର ପ୍ରତିନିଧି ଦଳ ନିମନ୍ତେ ଅତ୍ୟନ୍ତ ଆନନ୍ଦର ବିଷୟ ।

G-20 ପର୍ଯ୍ୟାବରଣ ଏବଂ ଜଳବାୟୁ ସ୍ଥିରତା ମନ୍ତ୍ରିସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

July 28th, 09:01 am

ମୁଁ ଇତିହାସ ଏବଂ ସଂସ୍କୃତିରେ ସମୃଦ୍ଧ ସହର ଚେନ୍ନଇକୁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି! ମୁଁ ଆଶ କରୁଛି ଯେ ଆପଣମାନେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳର ମାନ୍ୟତା ଲାଭ କରିଥିବା ମାମଲ୍ଲପୁରମ୍ କୁ ଦେଖିବା ପାଇଁ ନିଶ୍ଚୟ କିଛି ସମୟ ବାହାର କରିବେ । ଉନ୍ନତମାନର ପ୍ରସ୍ତର କାରୁକାର୍ଯ୍ୟର ଅଦ୍ଭୁତ ସୁନ୍ଦରତା ସହିତ ଏହା ହେଉଛି ଏକ ‘ଦର୍ଶନୀୟ’ ଗନ୍ତବ୍ୟ ସ୍ଥଳ ।

ଜି-୨୦ ପରିବେଶ ଓ ଜଳବାୟୁ ମନ୍ତ୍ରୀ ସମୂହ ବୈଠକ

July 28th, 09:00 am

ଗଣ୍ୟମାନ୍ୟ ଅତିଥିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ହେଉଛି ଇତିହାସ ଓ ସଂସ୍କୃତି ଦୃଷ୍ଟିରୁ ସମୃଦ୍ଧ ନଗରୀ । ସେ ସେମାନଙ୍କୁ ୟୁନେସ୍କୋ ଦ୍ୱାରା ସ୍ୱୀକୃତ ବିଶ୍ୱ ଐତିହ୍ୟ ସ୍ଥଳୀ ମାମଲାପୁରମ ନିଶ୍ଚିତଭାବେ ଗସ୍ତ କରି ସେଠାକାର ପ୍ରେରଣାଦାୟୀ ପଥର ଖୋଦେଇ ଓ ତାହାର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଅନୁରୋଧ କରିଥିଲେ ।

ବ୍ୟାଘ୍ର ସଂରକ୍ଷଣର ଗୁରୁତ୍ୱକୁ ରେଖାଙ୍କିତ କରିବାରେ ଟାଇମ୍ସ ଅଫ ଇଣ୍ଡିଆ ସମୂହର ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

June 01st, 10:26 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବ୍ୟାଘ୍ର ସଂରକ୍ଷଣର ଗୁରୁତ୍ୱକୁ ରେଖାଙ୍କିତ କରିବାରେ ଟାଇମ୍ସ ଅଫ ଇଣ୍ଡିଆ ସମୂହର ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ ଏହି ଅବସରରେ ଟାଇମ୍ସ ଅଫ ଇଣ୍ଡିଆ ସମୂହର ଏକ ଟାଇଗର ଆନ୍ଥେମ ଭିଡିଓ ମଧ୍ୟ ଶେୟାର କରିଛନ୍ତି ।

ବାନ୍ଦିପୁର ଓ ମୁଦୁମଲାଇ ବ୍ୟାଘ୍ର ଅଭୟାରଣ୍ୟର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ

April 09th, 10:31 pm

ପ୍ରଧାନମନ୍ତ୍ରୀ ନିଜ ବାନ୍ଦିପୁର ଓ ମୁଦୁମଲାଇ ବ୍ୟାଘ୍ର ଅଭୟାରଣ୍ୟ ଗସ୍ତର ଝଲକ ଶେୟାର କରିଛନ୍ତି । ବାଘ ସଂରକ୍ଷଣ ପାଇଁ କଠିନ ପରିଶ୍ରମ କରୁଥିବା ବନ ଅଧିକାରୀ, ବନରକ୍ଷୀ, ବ୍ୟାଘ୍ର ସଂରକ୍ଷଣରେ ନିୟୋଜିତ କର୍ମଚାରୀ ଓ ଏହି କାମରେ ନିୟୋଜିତ ଅନ୍ୟମାନଙ୍କୁ ସେ ପ୍ରଶଂସା କରିଛନ୍ତି ।

ବାଘ ସଂଖ୍ୟା ବୃଦ୍ଧି ଉତ୍ସାହଜନକ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

April 09th, 10:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବାଘ ସଂଖ୍ୟା ବୃଦ୍ଧି ଉତ୍ସାହଜନକ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

Highlights of PM Modi’s Southern Sojourn to Telangana, Tamil Nadu and Karnataka

April 09th, 05:53 pm

PM Modi’s Southern Sojourn encompassed an action-packed tour of the three states of Telangana, Tamil Nadu, and Karnataka. He inaugurated and laid foundation stones for various projects across sectors of infrastructure, tourism, and health among others totalling about Rs. 19,000 crores. A special highlight of this trip is PM’s visit to the Bandipur and Mudumalai wildlife sanctuaries to commemorate the 50th anniversary of “Project Tiger”.

ମହୀଶୂର ବ୍ୟାଘ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ଉଦଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

April 09th, 01:00 pm

ସର୍ବ ପ୍ରଥମେ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ଯେ, ସକାଳ 6ଟାରୁ ଚାଲି ଯାଇଥିଲି ମୁଁ ଭାବିଥିଲି ଯେ ଠିକ ସମୟରେ ଜଙ୍ଗଲ ଭ୍ରମଣ କରି ଫେରିଆସିବି କିନ୍ତୁ ମୋତେ ଆସିବାରେ 1 ଘଣ୍ଟ। ବିଳମ୍ବ ହୋଇଗଲା । ଆପଣ ସମସ୍ତଙ୍କୁ ପ୍ରତୀକ୍ଷା କରିବାକୁ ପଡିଲା ଏଥିପାଇଁ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି । ମୋ କଥା, ପ୍ରଥମେ ଆମେ ଏ ଯେଉଁ ବାଘ ସଂଖ୍ୟା ସଂଖ୍ୟାକୁ ଆମେ ଛୁଇଁଛେ, ଯାହା ଦେଖୁଛେ, ଆମର ଏହି ବାଘଙ୍କ ପରବାରର ଯେଉଁ ବିସ୍ତାର ହେଉଛି, ଏହା ହେଉଛି ଗୌରବମୟ ମୁହୂର୍ତ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଏହି ବାଘଙ୍କ ସମ୍ମାନରେ ନିଜ ସ୍ଥାନରେ ଠିଆ ହୋଇ ଆମେ ବାଘମାନଙ୍କୁ ଉତ୍ସାହପୂର୍ଣ୍ଣ ସ୍ୱାଗତ କରିବା । ଧନ୍ୟବାଦ!

କର୍ଣ୍ଣାଟକର ମହୀଶୂରରେ "ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି ସ୍ମାରକୀ” କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

April 09th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମହୀଶୂର ସ୍ଥିତ ମହୀଶୂର ବିଶ୍ୱବିଦ୍ୟାଳୟ ଠାରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇଣ୍ଟରନେସନାଲ ବିଗ୍‍ କ୍ୟାଟ ଆଲାଏନ୍ସ (ଆଇବିସିଏ)ର ମଧ୍ୟ ଶୁଭାରମ୍ଭ କରିଛନ୍ତି । ବ୍ୟାଘ୍ର ସଂରକ୍ଷଣର ପରିଚାଳନା ପ୍ରଭାବର ମୂଲ୍ୟାଙ୍କନର ୫ ମ ଚକ୍ରର ଏକ ସାରାଂଶ ରିପୋର୍ଟ ଅମୃତ କାଲ କା ଭିଜନ ଫର ଟାଇଗର କନଜରଭେସନ” ପୁସ୍ତକର ଉନ୍ମୋଚନ କରିଥିଲେ, ବାଘ ସଂଖ୍ୟା ଘୋଷଣା କରି ସର୍ବ ଭାରତୀୟ ବ୍ୟାଘ୍ର ଆକଳନ (୫ମ ଚକ୍ର) ର ସାରାଂଶ ରିପୋର୍ଟ ଉନ୍ମୋଚନ କରିଥିଲେ । ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମରଣୀୟ ମୁଦ୍ରା ମଧ୍ୟ ଜାରି କରିଥିଲେ ।

ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବ୍ୟାଘ୍ର ସଂରକ୍ଷଣବିତଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

July 29th, 02:41 pm

ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ୟାଘ୍ର ସଂରକ୍ଷଣବିତଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବନ୍ୟଜୀବପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ

July 29th, 10:37 am

ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ଅବସରରେ ବନ୍ୟଜୀବପ୍ରେମୀଙ୍କୁ ଏବଂ ବିଶେଷକରି ସେହିସବୁ ଲୋକମାନଙ୍କୁ ଯେଉଁମାନେ କି ଦେଶରେ ବ୍ୟାଘ୍ର ସୁରକ୍ଷା ଦିଗରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ସେମାନଙ୍କ କହିଛନ୍ତି: