“ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
February 06th, 10:21 am
ମୁଁ, ସାନଭୀ ଆଚାର୍ଯ୍ୟ। ମୁଁ ଆପଣଙ୍କ ରାଜ୍ୟ, ଅର୍ଥାତ୍ ଗୁଜରାଟରୁ ଆସିଛି। ମୋର ପ୍ରଥମ ପ୍ରଶ୍ନ ହେଉଛି ଯେ, ଆମର ପିତାମାତା ଆମ ବିଷୟରେ ଚିନ୍ତା କରନ୍ତି, ଆମର ଶିକ୍ଷକମାନେ ମଧ୍ୟ ଆମକୁ ସହଯୋଗ କରନ୍ତି। କିନ୍ତୁ ମୁଖ୍ୟ ସମସ୍ୟା ସେତେବେଳେ ଉପୁଜେ, ଯେତେବେଳେ ଆମର ଶିକ୍ଷକମାନେ ପାଠପଢ଼ାର ଏକ ଭିନ୍ନ ଢାଞ୍ଚା ଗ୍ରହଣ କରିବାକୁ ପରାମର୍ଶ ଦିଅନ୍ତି। ପିତାମାତା ଆଉ ଗୋଟିଏ ଅଲଗା ପ୍ରକାର ଢାଞ୍ଚା ଅନୁସରଣ କରିବାକୁ କହନ୍ତି ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ତ ଆଉ ଗୋଟିଏ ଅଲଗା ଟ୍ରେଣ୍ଡ ଚାଲୁଥାଏ। ଏମିତି ସମୟରେ ଆମେ ଭ୍ରମିତ ହୋଇଯାଉଛୁ ଯେ, ପ୍ରକୃତରେ କେଉଁ ଢାଞ୍ଚା ଗ୍ରହଣ କରିବୁପରୀକ୍ଷା ପେ ଚର୍ଚ୍ଚା 2026ରେ ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 06th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପରୀକ୍ଷା ପେ ଚର୍ଚ୍ଚା (ପିପିସି)ର ନବମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଏକଜାମ୍ ୱାରିୟର୍ସମାନଙ୍କ ସହ ଏକ ଅନୌପଚାରିକ ଆଲୋଚନା କରିଥିଲେ।‘ପରୀକ୍ଷା ପେ ଚର୍ଚ୍ଚା 2025 "କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
February 10th, 11:30 am
ଛାତ୍ର: ଆମେ ପରୀକ୍ଷା ପେ ଚର୍ଚ୍ଚା ପାଇଁ ବହୁତ ଉତ୍ସାହିତ ଅଛୁ।ପରୀକ୍ଷା ପେ ଚର୍ଚ୍ଚା 2025ରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମତ ବିନିମୟ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ପରୀକ୍ଷା ପେ ଚର୍ଚ୍ଚା (ପିପିସି) ର ଅଷ୍ଟମ ସଂସ୍କରଣ ଅବସରରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିଛନ୍ତି । ସାରା ଦେଶର ଛାତ୍ରଛାତ୍ରୀମାନଙ୍କ ସହ ଏକ ଅନୌପଚାରିକ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ଅନେକ ବିଷୟ ଉପରେ ଆଲୋଚନା କରିଥିଲେ। ସେ ରାଶି ଲଡ଼ୁ ବଣ୍ଟନ କରିଥିଲେ ଯାହା ପାରମ୍ପରିକ ଭାବରେ ଶରୀରକୁ ଉଷ୍ମ ରଖିବା ପାଇଁ ଶୀତଦିନେ ପରିବେଷଣ କରାଯାଏ।