ପାଞ୍ଚଟି ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି)ର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା ସମ୍ପ୍ରସାରଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

May 07th, 12:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଆନ୍ଧ୍ର ପ୍ରଦେଶ (ଆଇଆଇଟି ତିରୁପତି), କେରଳ (ଆଇଆଇଟି ପଲକ୍କଡ), ଛତିଶଗଡ଼ (ଆଇଆଇଟି ଭିଲାଇ), ଜାମ୍ମୁ-କାଶ୍ମୀର (ଆଇଆଇଟି ଜାମ୍ମୁ) ଏବଂ କର୍ଣ୍ଣାଟକ (ଏଚଟି ଧରୱାଡ) ଆଦି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରତିଷ୍ଠା କରାଯାଇଥିବା ପାଞ୍ଚଟି ନୂତନ ଆଇଆଇଟିର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା (ପର୍ଯ୍ୟାୟ-'ବି' ନିର୍ମାଣ) ର ସମ୍ପ୍ରସାରଣକୁ ମଞ୍ଜୁରି ଦେଇଛନ୍ତି।

ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 02nd, 03:45 pm

ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।

ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 02nd, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।

Cabinet approves doubling of Tirupati-Pakala-Katpadi single railway line Section at Rs.1332 crore

April 09th, 03:06 pm

The Cabinet Committee on Economic Affairs, chaired by the Prime Minister Shri Narendra Modi, has approved the doubling of Tirupati – Pakala – Katpadi single railway line Section (104 km) in Andhra Pradesh and Tamil Nadu with total cost of Rs.1332 crore (approx.).

Prime Minister condoles loss of lives due to stampede in Tirupati, Andhra Pradesh

January 09th, 08:30 am

The Prime Minister, Shri Narendra Modi has condoled the loss of lives due to stampede in Tirupati, Andhra Pradesh.

Aim of NDA is to build a developed Andhra Pradesh for developed India: PM Modi in Palnadu

March 17th, 05:30 pm

Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.

PM Modi campaigns in Andhra Pradesh’s Palnadu

March 17th, 05:00 pm

Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.

PM Modi attends Koti Deepotsavam in Hyderabad

November 27th, 08:18 pm

Prime Minister Narendra Modi attended and addressed the Koti Deepotsavam in Hyderabad, Telangana. Prime Minister Narendra Modi said, “Even at the critical time of the COVID Pandemic, we lit diyas to overcome all associated problems and challenges.” He remarked that when people believe and manifest ‘vocal for local’ they burn the diya for the empowerment of millions of Indians. He also prayed for the well-being of the various Shramiks who have been stuck in the tunnel in Uttarakhand.

ଆଜମେର ଏବଂ ଦିଲ୍ଲୀ ଛାଉଣୀକୁ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 12th, 11:01 am

ନମସ୍କାର, ରାଜସ୍ଥାନର ରାଜ୍ୟପାଳ କଲରାଜ ମିଶ୍ର ଜୀ, ରାଜସ୍ଥାନର ମୋର ମିତ୍ର ଶ୍ରୀମାନ ଅଶୋକ ଗେହଲଟ୍ ଜୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ବିଧାନସଭା ଏବଂ ବିଧାନ ପରିଷଦର ବିରୋଧୀ ଦଳର ନେତା, ମଞ୍ଚ ଉପରେ ଉପସ୍ଥିତ ସମସ୍ତ ସାଂସଦ ଗଣ, ବିଧାୟକ ଗଣ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ରାଜସ୍ଥାନର ପ୍ରିୟ ଭାଇ ଓ ଭଉଣୀମାନେ,

ଆଜମେର ଓ ଦିଲ୍ଲୀ ଛାଉଣୀ ମଧ୍ୟରେ ରାଜସ୍ଥାନର ପ୍ରଥମ ବଂଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

April 12th, 11:00 am

ସମବେତ ଜନତାଙ୍କୁ ଉଦବୋଧନ ଦେଇ ଶୌର୍ଯ୍ୟଭୂମି ରାଜସ୍ଥାନର ପ୍ରଥମ ବଂଦେ ଭାରତ ଟ୍ରେନର ପତାକା ଦେଖାଇ ଚଳାଚଳର ଶୁଭାରମ୍ଭ କରିଛନ୍ତି । ଏହା ଜୟପୁର ଓ ଦିଲ୍ଲୀ ମଧ୍ୟରେ ଯାତ୍ରାକୁ ସୁଗମ କରିବା ସହ ରାଜସ୍ଥାନର ପର୍ଯ୍ୟଟନ ଶିଳ୍ପକୁ ମଧ୍ୟ ଅଭିବୃଦ୍ଧିର ସୁଯୋଗ ପ୍ରଦାନ କରିବ । ଏହା ବିଶ୍ୱାସର ସ୍ଥଳ ତୀର୍ଥରାଜ ପୁସ୍କର ଓ ଆଜମେର ସରିଫକୁ ଯାତ୍ରା କରିବାର ବାଟ ଖୋଲିବ ।

ସିକନ୍ଦରାବାଦ ଓ ତିରୁପତି ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଦ୍ୱାରା ବିଶେଷ କରି ଆଧ୍ୟାତ୍ମିକ ପର୍ଯ୍ୟଟନ ଲାଭାନ୍ୱିତ ହେବ ଓ ଆର୍ଥିକ ବିକାଶକୁ ପ୍ରୋତ୍ସାହନ ମିଳିବ: ପ୍ରଧାନମନ୍ତ୍ରୀ

April 07th, 11:10 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ବନ୍ଦେ ଭାରତ ଏକ୍ସପ୍ରେସ ଗର୍ବ, ଆରାମ ଓ କନେକ୍ଟିଭିଟିର ଅନ୍ୟ ନାମ ।

ଏପ୍ରିଲ ୮ ଓ ୯ରେ ପ୍ରଧାନମନ୍ତ୍ରୀଙ୍କ ତେଲେଙ୍ଗାନା, ତାମିଲନାଡୁ ଓ କର୍ଣ୍ଣାଟକ ଗସ୍ତ

April 05th, 07:19 pm

ପ୍ରଧାନମନ୍ତ୍ରୀ ୮ ଏପ୍ରିଲ ୨୦୨୩ ଦିନ ସିକନ୍ଦରାବାଦ ରେଳ ଷ୍ଟେସନରେ ପାଖାପାଖି ପୂର୍ବାହ୍ନ ୧୧ଟା ୪୫ ମିନିଟରେ ପହଂଚି ସିକନ୍ଦରାବାଦ-ତିରୁପତି ବଂଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିବେ । ପ୍ରାୟ ପୂର୍ବାହ୍ନ ୧୨ଟା ୧୫ରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ପରେଡ ପଡ଼ିଆରେ ଏକ ସାଧାରଣ ସଭାରେ ଯୋଗ ଦେବା ସହ ହାଇଦ୍ରାବାଦ ସ୍ଥିତ ବିବିନଗର ଏମ୍ସର ଶିଳାନ୍ୟାସ କରିବେ । ସେ ମଧ୍ୟ ପାଞ୍ଚଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବେ । ସେ ମଧ୍ୟ ସିକନ୍ଦରାବାଦ ରେଳ ଷ୍ଟେସନର ପୁନର୍ବିନ୍ୟାସ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ରେଳବାଇ ସଂକ୍ରାନ୍ତ ଅନ୍ୟାନ୍ୟ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର ତିରୁପତିଠାରେ ବାଲାଜୀ ମନ୍ଦିରରେ ପୂଜାର୍ଚନା କରିଛନ୍ତି

June 09th, 08:11 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ତିରୁପତିଠାରେ ବାଲାଜୀ ମନ୍ଦିରରେ ପୂଜାର୍ଚନା କରିଛନ୍ତି ।

PM Narendra Modi offers prayers at Sri Venkateswara Swamy Temple, in Tirupati

January 03rd, 04:23 pm

PM Narendra Modi today offered prayers at Sri Venkateswara Swamy Temple, in Tirupati.

ଭାରତୀୟ ବିଜ୍ଞାନ କଂଗ୍ରେସର 104ତମ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ସମ୍ଭାଷଣ

January 03rd, 12:50 pm

Addressing the 104th Indian Science Congress, Prime Minister Modi said that our best science and technology institutions should further strengthen their basic research in line with leading global standards. He also said that by 2030 India will be among the top three countries in science and technology and will be among the most attractive destinations for the best talent in the world. “Science must meet the rising aspirations of our people”, the PM added.

PM's remarks after visiting Tirumala temple at Tirupati

October 22nd, 07:16 pm