ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ସୁଟର ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 01st, 08:32 pm

ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ସୁଟର ଟିମର ତୋଣ୍ଡାଇମ୍ୟାନ୍ ପିଆର୍‌, କିନାନ ଚେନାଇ ଏବଂ ଜୋରାଭର ସିଂ ସାନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।