ଭାରତ ସାଇପ୍ରସର ବ୍ୟବସାୟୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଏବଂ ସାଇପ୍ରସ ରାଷ୍ଟ୍ରପତି
June 16th, 02:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଇପ୍ରସର ରାଷ୍ଟ୍ରପତି ମହାମହୀମ ନିକୋସ୍ କ୍ରିଷ୍ଟୋଡୋଲିଡେସଙ୍କ ସହ ଆଜି ଲିମାସୋଲଠାରେ ଆୟୋଜିତ ଏକ ଗୋଲ ଟେବଲ ବୈଠକରେ ଉଭୟ ଦେଶର ବ୍ୟବସାୟିକ ନେତାମାନଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟତଃ ବ୍ୟାଙ୍କିଙ୍ଗ, ଆର୍ଥିକ ପ୍ରତିଷ୍ଠାନ, ଉତ୍ପାଦନ, ପ୍ରତିରକ୍ଷା, ଲଜିଷ୍ଟିକ୍ସ, ସାମୁଦ୍ରିକ, ଜାହାଜ ଚଳାଚଳ, ପ୍ରଯୁକ୍ତିବିଦ୍ୟା, ନବସୃଜନ, ଡିଜିଟାଲ୍ ପ୍ରଯୁକ୍ତିବିଦ୍ୟା, ଏଆଇ, ଆଇଟି ସେବା, ପର୍ଯ୍ୟଟନ ଏବଂ ଯାନବହାନ ଚଳାଚଳ ପ୍ରଭୃତି କ୍ଷେତ୍ରର ପ୍ରତିନିଧିମାନେ ଏହି ଅଂଶଗ୍ରହଣକାରୀଙ୍କ ଭିତରେ ସାମିଲ ଥିଲେ।ସାଇପ୍ରସ୍ରେ ହୋଇଥିବା ଭାରତ-ସାଇପ୍ରସ୍ ବାଣିଜ୍ୟ ଗୋଲଟେବୁଲ୍ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 15th, 11:10 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି କାରଣ ଆଜି ସେ ମତେ ସ୍ୱାଗତ କରିବା ପାଇଁ ନିଜେ ବିମାନ ବନ୍ଦର ଆସିଥିଲେ। ଉଦ୍ୟୋଗପତିଙ୍କ ସହିତ ସେ ଏତେ ବଡ଼ ଗୋଲ୍ ଟେବୁଲ ବୈଠକ ଆୟୋଜନ କରିଛନ୍ତି, ସେଥିପାଇଁ ମୁଁ ବହୁତ କୃତଜ୍ଞ । ସେ ମୋ ପାଇଁ ଓ ଆମର ପାଟନରସିପ୍ ପାଇଁ ଯେଉଁ ସକରାତ୍ମକ ଆଭିମୁଖ୍ୟ ରଖିଛନ୍ତି, ସେଥିପାଇଁ ମଧ୍ୟ ହୃଦୟରୁ ମୁଁ ଆପଣଙ୍କୁ ବହୁତ ବହୁତ ଧନ୍ୟବାଦ ଦେଉଛିଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 10th, 02:15 pm
ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପୋଷ୍ଟ ପୋଡକାଷ୍ଟ କରିଛନ୍ତି ଆପଣପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାତଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା
January 10th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପଡ୍କାଷ୍ଟରେ ଉଦ୍ୟୋଗୀ ଓ ନିବେଶକ ନିଖିଲ କାମାତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଜି ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ ଯେତେବେଳେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ପିଲାବେଳର କଥା ପଚରାଗଲା, ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ବଡ଼ନଗରରେ ତାଙ୍କର ପିଲାଦିନ କେମିତି କଟିଥିଲା, ସେ ସଂପର୍କରେ ନିଜ ବାଲ୍ୟଜୀବନର ସବୁ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଶିକ୍ଷା ପ୍ରତି ନିଜର ପ୍ରତିଶ୍ରୁତିବଦ୍ଧତା, ପୋଖରୀ, ଡାକ ଘର ଓ ପାଠାଗାର ପରି ଜରୁରୀ ସୁବିଧା ପାଇଁ ବେଶ୍ ପରିଚିତ ଗାଏକଓ୍ୱାଡ୍ ରାଜ୍ୟର ଏହି ସହର ବଡ଼ନଗର। ଗାଏକଓ୍ୱାଡ଼ ସରକାରୀ ପ୍ରାଥମିକ ସ୍କୁଲ ଓ ଭଗବତାଚାର୍ଯ୍ୟ ନାରାୟଣାଚାର୍ଯ୍ୟ ହାଇସ୍କୁଲରେ ପାଠ ପଢ଼ିବା ବେଳର ସ୍ମତି ସବୁ ମନେପକାଇଥିଲେ ପ୍ରଧାନମନ୍ତ୍ରୀ। ବଡ଼ନଗରରେ ବେଶ୍ କିଛି ଦିନ ରହିଥିବା ଚୀନର ଦାର୍ଶନିକ ହୁଏନସାଂଙ୍କ ଉପରେ ନିର୍ମିତ ହୋଇଥିବା ଏକ ଫିଲ୍ମ ସଂପର୍କରେ ଚୀନର ଦୂତାବାସକୁ ସେ ଲେଖିଥିବା ଚିଠି ସଂପର୍କରେ ଏକ ମଜାଦାର କଥା କହିଥିଲେ ମୋଦୀ। ୨୦୧୪ରେ ମୋଦିଜୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ଗୁଜରାଟ ଓ ବଡ଼ ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଥିବାର ଅଭିଜ୍ଞତା ବି ବର୍ଣ୍ଣନା କରିଥିଲେ ମୋଦୀଜୀ। କାରଣ ହୁଏନସାଂଙ୍କ ସହିତ ଦୁଇ ରାଷ୍ଟ୍ରନେତାଙ୍କ ସହରର ଐତିହାସିକ ସଂପର୍କ ଦୃଷ୍ଟିରୁ ସି ଜିଙ୍ଗପିନ ଗୁଜରାଟ ଓ ବଡ଼ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଲେ। ଦୁଇ ଦେଶ ମଧ୍ୟରେ ଥିବା ଦୃଢ଼ ସଂପର୍କ ଓ ମିଳିତ ଐତିହ୍ୟର ଏହା ଅନନ୍ୟ ଉଦାହରଣ ବୋଲି ମୋଦୀଜୀ କହିଥିଲେ।Your vote on Lotus button on 26th April will strengthen the ongoing movement against corruption: PM in Attingal
April 15th, 11:35 am
In his second rally at Attingal, PM Modi said, The BJP has announced in its Sankalp Patra that we will connect global tourists with our heritage and confer World Heritage status on our heritage. There is a great possibility of this happening in Kerala. The BJP's plan is the overall development of major tourist destinations. The BJP will also establish new centers for eco-tourism in Kerala. This will greatly benefit our tribal families by creating opportunities for them. The BJP government will also provide financial help to women for homestays.”PM Modi addresses enthusiastic crowds at public meetings in Alathur and Attingal, Kerala
April 15th, 11:00 am
Ahead of the Lok Sabha Elections, 2024, PM Modi was garnered with love and admiration at public rallies in Alathur & Attingal, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.ଉତ୍ତର ପୂର୍ବାଞ୍ଚଳ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବେ ଉଭା ହେଉଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
April 04th, 10:12 am
କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି କିଷନ ରେଡ୍ଡୀଙ୍କ ଏକ ଟ୍ୱିଟ ଶୃଙ୍ଖଳରେ ସୂଚନା ଦେଇଥିଲେ, ୨୦୨୨ ବର୍ଷରେ ୧୧.୮ ମିଲିୟନରୁ ଅଧିକ ଘରୋଇ ଓ ଏକ ଲକ୍ଷରୁ ଅଧିକ ବିଦେଶୀ ପର୍ଯ୍ୟଟକଙ୍କ ସହ ଉତ୍ତର ପୂର୍ବାଞ୍ଚଳରେ ରେକର୍ଡ ପର୍ଯ୍ୟଟକ ପଞ୍ଜୀକୃତ ହୋଇଛନ୍ତି । ଏହାର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;‘ମିଶନ ମୋଡରେ ପର୍ଯ୍ୟଟନର ବିକାଶ’ଉପରେ ବଜେଟ ପରବର୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 03rd, 10:21 am
ଏହି ୱେବିନାରରେ ଉପସ୍ଥିତ ସମସ୍ତ ମହାନୁଭବଙ୍କୁ ସ୍ୱାଗତ। ଆଜିର ନୂତନ ଭାରତ, ନୂତନ କାର୍ଯ୍ୟ ସଂସ୍କୃତି ସହିତ ଆଗକୁ ବଢ଼ୁଛି। ଚଳିତ ଥରର ବଜେଟରେ ମଧ୍ୟ ବେଶ ପ୍ରଶଂସା ହୋଇଛି, ଦେଶର ଲୋକମାନେ ଏହାକୁ ବହୁତ ସକାରାତ୍ମକ ଭାବରେ ଗ୍ରହଣ କରିଛନ୍ତି। ଯଦି ପୁରୁଣା କାର୍ଯ୍ୟ ସଂସ୍କୃତି ହୋଇଥାନ୍ତା, ତେବେ ଏଭଳି ବଜେଟ ୱେବିନାର ଗୁଡିକ ବିଷୟରେ କେହି ଚିନ୍ତା ହିଁ କରି ନ ଥାନ୍ତେ। କିନ୍ତୁ ଆଜି ଆମ ସରକାର ବଜେଟ ପୂର୍ବରୁ ଏବଂ ବଜେଟ ପରେ ମଧ୍ୟ ପ୍ରତ୍ୟେକ ଅଂଶୀଦାରଙ୍କ ସହିତ ବିସ୍ତୃତ ଭାବେ ଚର୍ଚ୍ଚା କରୁଛନ୍ତି, ସେମାନଙ୍କୁ ସାଙ୍ଗରେ ନେଇ ଚାଲିବାର ପ୍ରୟାସ କରୁଛନ୍ତି। ବଜେଟର ସର୍ବାଧିକ ସଫଳତା ବା ପରିଣାମ କିପରି ଆସିବ, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କିଭଳି ହୋଇପାରିବ, ଯେଉଁ ଲକ୍ଷ୍ୟ ବଜେଟରେ ସ୍ଥିର କରାଯାଇଛି, ତାହା ହାସଲ କରିବାରେ ଏହି ୱେବିନାର ଏକ ଉତପ୍ରେରକ ଭଳି କାର୍ଯ୍ୟ କରିଥାଏ । ଆପଣମାନେ ମଧ୍ୟ ଜାଣିଛନ୍ତି ଯେ, ସାରକାରର ମୁଖ୍ୟ ଭାବେ କାର୍ଯ୍ୟ କରିବାରେ ମୋର 20 ବର୍ଷରୁ ଅଧିକ ସମୟର ଅନୁଭବ ରହିଛି । ଏହି ଅନୁଭବର ଏକ ସାରାଂଶ ମଧ୍ୟ ଏହା ହେଉଛି ଯେ, ଯେତେବେଳେ କିଛି ନୀତିଗତ ନିଷ୍ପତିରେ ସମସ୍ତ ସହଯୋଗୀମାନେ ସାମିଲ ହୋଇଥାନ୍ତି, ସେତେବେଳେ ଆଶାନୁରୂପ ପରିଣାମ ମିଳିଥାଏ, ସମୟସୀମା ମଧ୍ୟରେ ପରିଣାମ ଆସିଥାଏ । ଆମେ ଦେଖିଛୁ ଯେ ବିଗତ କିଛି ଦିନରେ ଯେଉଁ ୱେବିନାର ହୋଇଛି ସେଥିରେ ହଜାର ହଜାର ଲୋକ ଆମ ସହିତ ଯୋଡି ହୋଇଛନ୍ତି, ସାରା ଦିନ ସବୁଲୋକମାନେ ମିଳିମିଶି ବହୁତ ମନ୍ଥନ କରି ଚାଲିଥିଲେ ଏବଂ ବହୁତ ହିଁ ଗୁରୁତ୍ୱପୂର୍ଣ୍ଣ ମତାମତ ଆସିଲା ଏବଂ ଆଗକୁ ମଧ୍ୟ ଆସିବ । ଯେଉଁ ବଜେଟ ଅଛି ତାହା ଉପରେ ଧ୍ୟାନ କେନ୍ଦ୍ରୀତ କରାଗଲା ଏବଂ ତାହାକୁ ନେଇ କିପରି ଆଗକୁ ବଢି ହେବ ତାହା ଉପରେ ବହୁତ ଉତମ ପ୍ରସ୍ତାବ ଆସୁ । ଆଜି ଆମେ ଦେଶର ପର୍ଯ୍ୟଟନ କ୍ଷେତ୍ରର କାୟାକଳ୍ପ ପାଇଁ ଏହି ବଜେଟ ୱେବିନାର କରୁଛେ ।ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 03rd, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ଏକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । କେନ୍ଦ୍ର ବଜେଟ୍ ୨୦୨୩ ରେ ଘୋଷିତ ପଦକ୍ଷେପଗୁଡ଼ିକୁ ଫଳପ୍ରଦ ଭାବରେ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ଦ୍ୱାରା ଆୟୋଜିତ ୧୨ ଟି ବଜେଟ୍ ପରବର୍ତ୍ତୀ ୱେବିନାରର ଏହା ହେଉଛି ସପ୍ତମ ।For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.This is Uttarakhand's decade: PM Modi in Haldwani
December 30th, 01:55 pm
Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍ଘାଟନ
December 30th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।ଲକ୍ଷ୍ନୌ ଠାରେ ଆଜାଦୀ @୭୫ ସମ୍ମିଳନୀ ଏବଂ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ପାଠ
October 05th, 10:31 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଏବଂ ଲକ୍ଷ୍ନୌର ହିଁ ସାଂସଦ, ମୋର ବରିଷ୍ଠ ସାଥୀ, ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ହରଦୀପ୍ସିଂହ ପୁରୀ ଜୀ, ମହେନ୍ଦ୍ରନାଥ ପାଣ୍ଡେ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବପ୍ରସାଦ ମୌର୍ଯ୍ୟ ଜୀ, ଶ୍ରୀ ଦିନେଶ ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀମାନ କୌଶଲ କିଶୋର ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦ, ବିଧାୟକଗଣ, ଦେଶର ଭିନ୍ନ-ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ଆଦରଣୀୟ ମନ୍ତ୍ରୀଗଣ, ଅନ୍ୟ ସମସ୍ତ ମହାନୁଭବ ଏବଂ ଉତ୍ତର ପ୍ରଦେଶର ମୋର ପ୍ରିୟ ଭଉଣୀ ଓ ଭାଇମାନେ!ଲକ୍ଷ୍ନୌରେ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କଲେ @୭୫-ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ
October 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୦୫-୧୦-୨୦୨୧) ଲକ୍ଷ୍ନୌଠାରେ ଆଜାଦୀ@୭୫- ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ହରଦୀପ ସିଂ ପୁରୀ, ମହେନ୍ଦ୍ର ନାଥ ପାଣ୍ଡେ, କୌଶଳ କିଶୋର, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 11:01 am
ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ
August 20th, 11:00 am
ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍ଘାଟନ ମଧ୍ୟ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।Everybody has seen how the UDF and LDF are threatening the traditions and religious practices of the people in Kerala: PM Modi
April 18th, 08:41 pm
Prime Minister Narendra Modi addressed a major public meeting in Thiruvananthapuram in Kerala today.